-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା : ମନରେଗା କାମରେ ବ୍ୟାପକ ଦୁର୍ନୀତି, ସରପଞ୍ଚଙ୍କ ସ୍ଵାମୀ ଠିକାଦାରଙ୍କ ଠାରୁ ଲଞ୍ଚ ନେଉଥିବା ଭିଡିଓ ଭାଇରାଲ୍

19-Dec-2021



ସିନ୍ଧେକେଲା, ବଙ୍ଗୋମୁଣ୍ଡା ବ୍ଲକ ରେ ମନରେଗା ଯୋଜନା ରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ଆସୁଛି । ଠେମରା ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀ ଜଣେ ଠିକାଦାରଙ୍କ ଠାରୁ ଟଙ୍କା ଲାଞ୍ଚ ନେବା ବେଳର ଭିଡ଼ିଓ ଭାଇରାଲ ହେବା ପରେ ବ୍ଲକ ପ୍ରଶାସନ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛି । ଡ଼ମି ଠିକାଦାର ଏବଂ ସରପଞ୍ଚଙ୍କ ସ୍ୱାମୀ ମିଳିମିଶି ଠିକାକାର୍ଯ୍ୟ କରିଥିବା ବେଳେ ଠିକାଦାର ଜଣକ ଟଙ୍କା ଦେବା ବେଳର ଭିଡ଼ିଓ ଭାଇରାଲ କରିଥିଲେ ।ଏହି ଭିଡ଼ିଓ ଭାଇରାଲ ହେବା ପରେ ଜିଲ୍ଲା ସାରା ଚର୍ଚ୍ଚାର ବିଷୟ ହୋଇଥିଲା । କଥା ଆଗକୁ ବଢୁଥିବା ଦେଖି ବ୍ଲକ ତରଫରୁ ବ୍ଲକର ଏକ ଟିମ ପହଁଚି ତଦନ୍ତ କରୁଥିବା ବେଳେ ଠେମରା ପଞ୍ଚାୟତରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଜୟ ନାରାୟଣ ବାଗ, ପିଇଓ ସତ୍ୟ ଘିଭେଲା, ଜିଆରଏସ ଡ଼ମ୍ବରୁ ତାଣ୍ଡିଙ୍କୁ ଉକ୍ତ ପଞ୍ଚାୟତରୁ ଅପସାରିତ କରାଯାଇଛି ।ତାଙ୍କ ବଦଳରେ କନିଷ୍ଠ ଯନ୍ତ୍ରୀ ମନୋରଞ୍ଜନ ସାହୁ,ପିଇଓ ସଂକୀର୍ତ୍ତନ ମାଝୀ, ଜିଆରଏସ ଦିନେଶ ଜାଲଙ୍କୁ ଦାୟିତ୍ୱ ଦିଆଯାଇଥିବା ତଦନ୍ତକାରୀ  ଅଫିସର ବ୍ଲକ ଆକାଉଣ୍ଟସ ଅଫିସର ଜ୍ୟୋତି ପ୍ରକାଶ ମିଶ୍ର ପ୍ରକାଶ କରିଛନ୍ତି । ପ୍ରକାଶ ଥାଉକି ଜିଲ୍ଲାରେ ଦାଦନ ପ୍ରବଣ ବ୍ଲକ ଭାବେ ବେଶ ପରିଚିତ। ଏଠାରେ ପେଟ ପାଇଁ ଦାନା ଟିକକ ଯୋଗାଡ କରିବା ପାଇଁ ଦାଦନ ଯାଆନ୍ତି ଲୋକେ । ଏହାକୁ ନଜରରେ ରଖି ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ଏହି ଟଙ୍କା ହଡପ କରିବା ପାଇଁ ଏହି ବ୍ଲକରେ ନେତା ଅଫିସର ସମସ୍ତେ ଏକଜୁଟ ହେଉଛନ୍ତି ଏ ମାନଙ୍କୁ ଲୁଟ କରିବା ପାଇଁ । ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଞ୍ଚାୟତ ର ସରପଞ୍ଚ ଲିିଳାବତୀ ବାଗ ଙ୍କ ସ୍ବାମୀ ଲକ୍ଷ୍ମୀକାନ୍ତ ବାଗ ଲାଞ୍ଚ ନେଉଥିବା ଘଟଣାର ଭିଡିଓ ଭାଇରାଲ ହେବାପରେ ବ୍ଲକ ପ୍ରଶାସନ କେବଳ ତିନିଜଣ ଷ୍ଟାଫ କୁ ଅପସାରିତ କରି ବ୍ଲକ ପ୍ରଶାସନ ନିଜ ଆଡୁ ସଫା ଥିବା ଦେଖାଇଛି । କିନ୍ତୁ ଏତିକିରେ ବ୍ଲକ ପ୍ରଶାସନ କାମ ସାରି ଦଉଛି ନା ଅପସାରିତ କଲା ପରେ ଠିକ ଭାବରେ ମନରେଗା ଯୋଜନାରେ ହୋଇଥିବା ହରିଲୁଟ ର ପର୍ଦ୍ଦାଫାସ କରୁଛି ତାହା ଦେଖିବାକୁ ବାକି ରହିଲା ବୋଲି ମତପ୍ରକାଶ ପାଉଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like