-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ନୂତନ ଥାନାଧିକାରୀ ଙ୍କୁ ବଣିକ ସଂଘ ପକ୍ଷରୁ ସ୍ୱାଗତ

19-Dec-2021



ସିନ୍ଧେକେଲା, ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ଅଧିକାରୀ ପଞ୍ଚାନନ ନାଏକଙ୍କ ବଦଳି ପରେ ଏଠାରେ ନୂତନ ଥାନାଧିକାରୀ ଭାବରେ ଆଲୋକ ବେହେରା ଯୋଗଦାନ କରିଥିବାରୁ ତାଙ୍କୁ ସିନ୍ଧେକେଲା ବଣିକ ସଂଘ ପକ୍ଷରୁ ସ୍ୱାଗତ କରାଯାଇଛି । ବଣିକ ସଂଘ ସଭାପତି ସୁବାଷ ଜୈନ , ସମ୍ପାଦକ ସନ୍ତୋଷ ଜୈନ , ବିଶିଷ୍ଟ ସମାଜସେବୀ ଅନିଲ ତ୍ରିପାଠୀ , ମିଡ଼ିଆ ସଂପାଦକ ଦିନେଶ ଜୈନ ପ୍ରମୁଖ ଥାନା ପହଞ୍ଚି ଶ୍ରୀ ବେହେରାଙ୍କୁ ଗାମୁଛା ଓଢାଇ ସ୍ୱାଗତ ଜଣାଇଥିଲେ । ଏହି ଅବସରରେ ବିଜେପି ଯୁବମୋର୍ଚ୍ଚା ସିନ୍ଧେକେଲା ମଣ୍ଡଳ ଉପ ସଭାପତି ହେମନ୍ତ ସାହୁ , ଅଲଣ୍ଡା ସମିତି ସଭ୍ୟ ପ୍ରତିନିଧି ଯୁବରାଜ ବାଗ ପ୍ରମୁଖ ଉପସ୍ଥିତ ଥିଲେ । ଥାନାଧିକାରି ଙ୍କ ସହ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା । ବିଗତ ଦିନରୁ ସିନ୍ଧେକେଲା ରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ନେଇ ବିଭିନ୍ନ ଚର୍ଚ୍ଚା କରାଯାଇଥିଲା । ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଠାରୁ ଆରମ୍ଭ କରି ଅଂଚଳରେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଦୁଇ ଦୁଇଟି ଶିଶୁବଳୀ ଘଟଣା ସହ ଅନେକ ଅପରାଧ ଘଟିଥିବା ନେଇ ନୂତନ ଥାନାଧିକାରୀ ଙ୍କ ଧ୍ୟାନାଆକର୍ଷଣ କରିବା ସହ ଆଗକୁ କେମିତି ଆଇନ ଶୃଙ୍ଖଳା କଡାକଡି କରାଯିବ ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଗଲା । ସିନ୍ଧେକେଲା ମୁଖ୍ୟ ସଡ଼କ ରେ

ଟ୍ରାଫିକ ସମସ୍ୟା ସମାଧାନ କରିବା ସହ ଅଂଚଳରେ ବୃଦ୍ଧି ପାଉଥିବା ସଟ୍ଟା କାରବାର କୁ ରୋକ ଲଗାଇବା ପାଇଁ ବଣିକ ସଂଘ ପକ୍ଷରୁ ବିଶେଷ ଅନୁରୋଧ କରାଯାଇଥିଲା। ଆଗାମୀ ଦିନରେ ଆଇନ ଶୃଙ୍ଖଳା କୁ କଡାକଡି କରାଯିବ ଜନସାଧାରଣ  ଙ୍କ ସହଯୋଗ ରେ  ସବୁ ସମସ୍ୟାକୁ ଦୂର କରିବା ପାଇଁ ପ୍ରୟାସ କରିବି ବୋଲି ଶ୍ରୀ ବେହେରା କହିଥିଲେ । ବର୍ତ୍ତମାନ ସିନ୍ଧେକେଲା ଥାନାରେ ଷ୍ଟାଫ କମ ଥିବାରୁ ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରି ଷ୍ଟାଫ ବଢାଯାଇ ଥାନା ଅଞ୍ଚଳରେ ବିପର୍ଯ୍ୟସ୍ତ ହୋଇ ପଡିଥିବା ଆଇନ ଶୃଙ୍ଖଳା କୁ ଠିକ କରିବା ଉପରେ କାମ କରାଯିବ ବୋଳି ଥାନାଧିକାରୀ ଶ୍ରୀ ବେହେରା ପ୍ରକାଶ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like