-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କରୋନା ଗ୍ରାଫ୍ ନିମ୍ନମୁଖୀ କିନ୍ତୁ ବିପଦ ଟଳିନି ବଲାଙ୍ଗୀର ଜିଲ୍ଲାରେ ଆଜି ୪୬ କରୋନା ସଂକ୍ରମିତ ଚିହ୍ନଟ- ବଲାଙ୍ଗୀର ପୌରାଞ୍ଚଳରୁ ୩ । ଜିଲ୍ଲାରେ ମୋଟ ପଜିଟିଭ ସଂଖ୍ୟା ୭୩୨୧ 

09-Nov-2020



ବଲାଙ୍ଗିର, ଦିନକୁ ଦିନ ବଲାଙ୍ଗୀର ଜିଲ୍ଲାରେ କରୋନାର ସଂଖ୍ୟା ନିମ୍ନଗାମୀ ହେଉଥିବା ବେଳେ ଏବେ ବି ବିପଦ ଟଲି ନାହିଁ । ସରକାରଙ୍କ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସତ୍ତ୍ୱେ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ବଲାଙ୍ଗୀର ଜିଲ୍ଲାରୁ ଆଜି ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିସାଇ ଆଜି ଜିଲ୍ଲାରେ ମୋଟ ୭୩୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଆଗଲପୁର ବ୍ଲକରୁ ୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ବ୍ଲକର ବରକାନୀରୁ ୧ କରୋନା ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀର ପୌରାଞ୍ଚଳର ୱାର୍ଡ ନମ୍ବର ୪ ରୁ ଜଣେ ଓ ୍ୱାର୍ଡ ନମ୍ବର ୧୯ରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ବଙ୍ଗୋମୁଣ୍ଡା ବ୍ଲକର ବଙ୍ଗୋମୁଣ୍ଡାରୁ ୨, କୁରସୁଡରୁ ୨, ସିନ୍ଧେକେଲାରୁ ୧ ଓ ଚନ୍ଦୋତୋରାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ବେଲପଡା ବ୍ଲକରୁ ବେଲପଡାରୁ ଜଣେ, କଂଟାବାଞ୍ଜି ଏନ୍‌ଏସିର  ୍ୱାର୍ଡ ନମ୍ବର ୧୫ ରୁ ୧, ତୁଷୁରା ଏନ୍‌ଏସିର  ୍ୱାର୍ଡ ନମ୍ବର ୫ରୁ ଜଣେ, ଖପ୍ରାଖୋଲ ବ୍ଲକର ଲାଠୋରରୁ ଜଣେ ଓ ଲୁହାସିଂହାରୁ ୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
 ଲୋଇସିଂହା ବ୍ଲକର ଝାରମୁଣ୍ଡା, ବାଦିବାହାଲ ଓ ବୁଢ଼ିପଦରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
ମୁରିବାହାଲର ଚାଣ୍ଟ୍ଟିପାଲିରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଠିକ ସେହିପରି ପାଟଣାଗଡ଼ ବ୍ଲକର ଘସିଏନ, ଡଙ୍ଗାବାହାଲ, ବନେଇମୁଣ୍ଡା, ବରପଦର ଓ ଯୋଗୀମୁଣ୍ଡାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପାଟଣାଗଡ ଏନ୍‌ଏସିର ୍ୱାର୍ଡ ନମ୍ବର ୫ ରୁ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁାଇଁତଳା ବ୍ଲକର ବୁବେଲ ଓ ସାଉନ୍ତପୁରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଇଁତଳା ବ୍ଲକର ସିସକେଲାରୁ ୨ଜଣ ଓ ସଇଁତଳାରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 
   ଟିଟିଲାଗଡ଼ର ଖୋଲାନ ଓ ପରାସର ଗାଁ ରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଟିଟିଲାଗଡ଼ ପୌରାଞ୍ଚଳର ୍ୱାର୍ଡ ନମ୍ବର ୪ଓ ୧୧ରୁ ୨ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ତୁରେକେଲା ବ୍ଲକର ହଲନଭଟାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like