-+91-9937148622 |

prerana_bgr@rediffmail.com |

  Sunday 15th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର    (15-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   (15-Mar-2026)       ||      ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   (14-Mar-2026)       ||      ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା    (14-Mar-2026)       ||      ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   (14-Mar-2026)       ||      ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   (14-Mar-2026)       ||      ମାୟାବର୍ହା ରେ ଗଣିତ ଦିବସ   (14-Mar-2026)       ||      *ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   (14-Mar-2026)       ||      ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   (14-Mar-2026)       ||      *ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||     

HOME   ଜିଲ୍ଲା

ଆଗକୁ ପଞ୍ଚାୟତ ନିର୍ବାଚନ : ସାଲେପାଲିରେ ରଣନିତୀ ପ୍ରସ୍ତୁତି ବୈଠକ

19-Dec-2021



ପଦ୍ମପୁର:-ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଆଖି ଆଗରେ ରଖି ପଦ୍ମପୁର ନିର୍ବାଚନ ମଣ୍ଡଳୀର ପାଇକମାଳ ସହର ଠାରୁ ଅନତି ଦୂରରେ ଥିବା ସାଲେପାଲି ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ବିଜୁଜନତା ଦଳ ପାଇକମାଳ ବ୍ଳକ ସଭାପତି ରାଜେନ୍ଦ୍ର ରାଉତଙ୍କ ଆହ୍ୱାନ କ୍ରମେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଆଗାମୀ ପଞ୍ଚାୟତ ନିର୍ବାଚନରେ କିଭଳି ରଣନିତୀ ତେୟାର୍ କରିବାକୁ ପଡ଼ିବ ଏବଂ ବିଜୁଜନତା ଦଳର ପ୍ରାର୍ଥୀ ମାନେ ବିପୁଳ ମାତ୍ରାରେ ବିଜୟ ଲାଭ କରିବେ ତାକୁ ନେଇ ମାନସ ମନ୍ଥନ ହୋଇଥିଲା lତ୍ରିସ୍ତରୀୟ ନିର୍ବାଚନରେ ସରପଞ୍ଚ ପ୍ରାର୍ଥୀ, ସମିତି ସଭ୍ୟ ପ୍ରାର୍ଥୀ ଓ ଜିଲ୍ଲା ପରିଷଦ ପ୍ରାର୍ଥୀ ଚୟନକୁ 

 ନେଇ ଅଙ୍କକଷା କାର୍ଯ୍ୟକ୍ରମ ଏକ ପ୍ରକାର ସମାପ୍ତ ହୋଇଯାଇଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି lଏହି ମାନସ ମନ୍ଥନ କାର୍ଯ୍ୟକ୍ରମ ସମୟରେ ପାଇକମାଳ ବ୍ଳକ ଅଧ୍ୟକ୍ଷ ଅଲତାପ ମହମ୍ମଦ, ବିଧାୟକଙ୍କ ପ୍ରତିନିଧି ଦାୟିତ୍ବ ତୁଲାଇ ଆସୁଥିବା ପ୍ରିୟ ହୃଦାନନ୍ଦ ବାରିକ, ଛାତ୍ର ବିଜେଡ଼ି ବ୍ଳକ ସଭାପତି ରବିନାରାୟଣ ସାହୁ, ଯୁବ ବିଜେଡି ବ୍ଳକ ସଭାପତି ଗୈାତମ ସିଂ, ପାଇକମାଳ ସରପଞ୍ଚ ଧବଳେଶ୍ଵର ସାହୁ ପ୍ରମୁଖ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବି ଏମ୍ ସି ର ସଫେଇ ମିତ୍ର ସୁରକ୍ଷା ଶିବିର   15-Mar-2026
  ଜିଲ୍ଲା  
*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦ୍ଘାଟିତ*-   15-Mar-2026
  ଜିଲ୍ଲା  
ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନିଜର ପଦମର୍ଯ୍ୟଦା ଓ ଦେଶର ସମ୍ମାନକୁ ସାଲିସ କରିଛନ୍ତି- ଯୁବ କଂଗ୍ରେସ   14-Mar-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ♦️ ୫୦, ୯୬୨ଟି ମାମଲାର ଫଇସଲା   14-Mar-2026
  ଜିଲ୍ଲା  
ପ୍ରେରଣା’ ତରଫରୁ ତଥା ‘ସଂପୂର୍ଣ୍ଣା’ ଅନୁଷ୍ଠାନର ସହଯୋଗରେ ରଙ୍ଗୋଲି ପ୍ରତିଯୋଗିତା   14-Mar-2026
  ଜିଲ୍ଲା  
ସିଆରପିଏଫଙ୍କ ଜନ ସମ୍ପର୍କ ଶିଖାଇଲା ଶୃଙ୍ଖଳା   14-Mar-2026
  ଜିଲ୍ଲା  
ମାୟାବର୍ହା ରେ ଗଣିତ ଦିବସ   14-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜାତୀୟ ଲୋକ ଅଦାଲତ - ସଡ଼କ ସୁରକ୍ଷା ଆଇନ୍ ଉଲଂଘନ କାରୀ ଙ୍କ ଠାରୁ ୨ ଲକ୍ଷ ୨୯ ହଜାର ଫାଇନ ଆଦାୟ*-   14-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   14-Mar-2026
  ଜିଲ୍ଲା  
*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   14-Mar-2026
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026

You Might Also Like