-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଯୁବା ସମବାୟ ସମିତି ରେ ମିଲର୍ସ ଙ୍କ ଟ୍ରକ ଅଟକ ରଖିଲେ ଚାଷୀ

19-Dec-2021



ପାଟଣାଗଡ଼:  ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼  ଉପଖଣ୍ଡ ବେଲପଡ଼ା ବ୍ଲକ ଯୁବା ସେବା ସମବାୟ ସମିତି ରେ ଦୁର୍ନତି ଅଭିଯୋଗ କୁ ନେଇ ଧାନ  ବୋଝେଇ ଟ୍ରକ କୁ  ଛାଡ଼ିଲେନି ଚାଷୀ ।ଧାନ ବୋଝେଇ ଟ୍ରକ ରେ ଗତକାଲି ଧାନ ଲୋଡିଂ ହୋଇଥିଲା। ହେଲେ ଚାଷୀମାନଙ୍କ ଧାନ ଠିକ୍ ସମୟରେ  ଉଠି ନ ଥିବା ରୁ ଚାଷୀମାନେ ଓ ,ଆର୍  03 ବି 2889 ଟ୍ରକ ଟି କୁ ଦୀର୍ଘ ସମୟ ଧରି  ଅଟକ  ରଖିଛନ୍ତି। ଘଟଣା ସ୍ଥଳ କୁ

ପାଟଣାଗଡ଼  ଏ,ସି, ଏସ୍ ଓ  ମାୟାଧର ସାହୁ ସମାଧନ କରିବାକୁ  ଆସିଥିଲେ ହେଲେ ଚାଷୀ ନାରାଜ୍ ହୋଇଥିଲେ କାହିଁକିନା  ଗତବର୍ଷ   ଚାଷିଙ୍କ ଠୁ ବହୁ ଦୁର୍ନତି ରେ ଲିପ୍ତ ଥିବାର  ସମସ୍ତ ଗଣ ମାଧ୍ୟମରେ  ଖବର ପ୍ରକାଶ ପାଇଥିଲା।  ହେଲେ  ଗତବର୍ଷ ର  ଦୁର୍ନୀତି କୁ ଆଖି ଆଗରେ ରଖି ଚାଷୀ ମାନେ ଆଗ ରୁ ସଜାଗ ହୋଇ ଗାଡି କୁ ଅଟକ ରଖି ଛନ୍ତି । 
ଗତ ବର୍ଷ ୨୦୨୦ ରେ ଏହି ଧାନ ମଣ୍ଡି ବହୁ ଜାଳିଆତି କରି ଧାନ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା ।  ଆଜି  ପୁଣି ବେପାରୀ ମାନଙ୍କ ଧାନ  ଉଠାଉଥିବା  ବେଳେ ଟ୍ରକ କୁ ଚାଷୀ ବିପିନ ବରିହା ଙ୍କ ନେତୃତ୍ବରେ ଧର୍ମ ବିର ସାହୁ ,ଦେବାର ମେହେର, ନିତ୍ୟାନନ୍ଦ ଆଚାର୍ଯ୍ୟ, କଲା କାହ୍ନୁ ପୁଟେଲ, ଯୁବରାଜ ସାହୁ,ଠନସଲଟର, ରୋହିତ ଦଣ୍ଡସେନା ପ୍ରମୁଖ  ଏକଜୁଟ ହୋଇ ୩୦ ଘଣ୍ଟା ପର୍ଯ୍ୟନ୍ତ ଟ୍ରକ୍ କୁ ଅଟକ ରଖିଥିଲେ । ଏହାକୁ ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଦେଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like