-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି : ଶକ୍ତି ଟିଭି ର ରାଜ୍ୟସ୍ତରୀୟ ପ୍ରଥମ ସ୍ଵନକ୍ଷେତ୍ର ଦିବସ ପାଳିତ

19-Dec-2021



କଳାହାଣ୍ଡି (ପ୍ରେରଣା ଖବର): ଆଜି ପୂର୍ବାହ୍ନ ୧୧ଘଟିକା ସମୟରେ  କଳାହାଣ୍ଡି ଅମଲା ଭବନ, ପୁରୁଣା ବସଷ୍ଟାଣ୍ଡ,  ଠାରେ ଓଡ଼ିଶାର ଏକ ଅଗ୍ରଣୀ ତଥା ନିର୍ଭୀକ ଓ ନିରପେକ୍ଷ ଖବର ପ୍ରସାରଣ କରୁଥବା ଶକ୍ତି ଟିଭି ର ପ୍ରଥମ ରାଜ୍ୟସ୍ତରୀୟ ସ୍ଵନକ୍ଷେତ୍ର ଉତ୍ସବ   ଅନୁଷ୍ଠିତ ହୋଇଯାଇଛି |ଏହି ଉତ୍ସବକୁ  ଶକ୍ତି ଟିଭି ର ମୁଖ୍ୟ ସମ୍ପାଦକ କୃଷ୍ଣ ଚନ୍ଦ୍ର ସେଠୀ  ଏବଂ ପୂର୍ବତନ ଭବାନୀପାଟଣା ବିଧାୟକ ଦୁଷ୍ମନ୍ତ ନାଏକ ଫିତାକାଟି ,କଳାହାଣ୍ଡିର ଇଷ୍ଟଦେବୀ ମାଆ ମାଣିକେଶ୍ବରୀଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବି ଉଦ୍ଘାଟନ କରିଥିଲେ |ଏହି କାର୍ଯ୍ୟକ୍ରମରେ ଢେ଼ଙ୍କାନାଳ ଜିଲ୍ଲା ଅତିରିକ୍ତ ଜିଲ୍ଲା ପ୍ରତିନିଧି ପ୍ରଦୀପ କୁମାର ଦାସ  ସଭାପତିତ୍ୱ କରିବା ସହିତ ଅତି ଉତ୍ତମ ମଞ୍ଚ ପରିଚାଳନା କରିଥିଲେ |ସମ୍ମାନିତ ଅତିଥି ଭାବେ ଅନୁଗୁଳ ଜିଲ୍ଲାର ଯୁବ ସମାଜସେବୀ ବିଭୁତି ସାହୁ ,ଭବାନୀପାଟଣା ଏନ ଏ ସି ଚିତ୍ତରଞ୍ଜନ ମଣ୍ଡଳ ,ଜିସେବକ କେନ୍ଦ୍ର କାଣ୍ଡସର ର ମୁଖ୍ୟବାବା ଉଦୟନାଥ ଦାସ ମହାରାଜ ,ଗାୟତ୍ରୀ ସମାଜର ର ମୁଖ୍ୟ ତଥା ସମାଜସେବୀ ପ୍ରଦୀପ କୁମାର ରଣା ,ଯୁବ ସମାଜସେବୀ ସମୀର ଚାନ୍ଦ ,କଳାହାଣ୍ଡି ଜିଲ୍ଲାପ୍ରତିନିଧି ରାମ କୁମାର ସେନାପତି ଏବଂ ଅତିରିକ୍ତ ଜିଲ୍ଲାପ୍ରତିନିଧି କ୍ଷୀରୋଦ କୁମାର ମଙ୍ଗରାଜ ଯୋଗ ଦେଇ ଶକ୍ତି ଟିଭି ଏକ ବର୍ଷ ମଧ୍ୟରେ ଯେଉଁପରି ଭାବେ ସାଧାରଣ ଜନତାର ସ୍ୱର କୁ ସରକାରଙ୍କ ନିକଟରେ ପହଞ୍ଚାଇବା ସହ ଯେଉଁ ପ୍ରକାର ଚେଷ୍ଟା ଜାରିରଖିଛି ସେଥିପାଇଁ ସମସ୍ତ ଅତିଥି ବୃନ୍ଦ ସାଧୁବାଦ ଜଣାଇବା ସହିତ ଶକ୍ତି ଟିଭିର ଉତ୍ତରତ୍ତର ଉନ୍ନତି କାମନା କରିଥିଲେ |ଖୁବ ଶୀଘ୍ର ୨୦୨୨ରେ ଶକ୍ତି ଟିଭି ସେଟ୍ଲାଇଟ ରେ ପରିଣତ ହୋଇପାରିବ ଯଦି ସମସ୍ତ ସାମ୍ବାଦିକ ମାନେ ନିଜନିଜ ଅଂଚଳରେ ଯଦି ମାନ ବୃଦ୍ଧି କରିବାରେ ସାହାୟ ହେବେ ବୋଲି ମୁଖ୍ୟ ସମ୍ପାଦକ ଶ୍ରୀ ସେଠୀ ବକ୍ତବ୍ୟ ମାଧ୍ୟମରେ ପ୍ରକାଶ କରିଥିଲେ |ସଭାପତି ଶ୍ରୀ ଦାସ ଶକ୍ତି ଟିଭିର ରାଜ୍ୟରୁ ସମସ୍ତ ଜିଲ୍ଲା  ରୁ ଆସିଥିବା  ସାମ୍ବାଦିକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ର ବହୁ ବ୍ୟକ୍ତି ବିଶେଷ ଙ୍କୁ ସମ୍ମାନିତ କରାଯିବା ସହ

ସାମ୍ବାଦିକ ମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଶେଷରେ ଢେଙ୍କାନାଳ ବ୍ୟୁରୋ ସୁବ୍ରତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଏକ ଅନୁନ୍ନତ ଦାଦନ ପ୍ରବଣ ଜିଲ୍ଲାରେ ଶକ୍ତି ଟିଭି ର ବାର୍ଷିକ ଉତ୍ସବ ସଫଳତl ସହ ଅନୁଷ୍ଠିତ କରିଥିବା ଯୋଗୁଁ ମୁଖ୍ୟ ସଂପାଦକ କୃଷ୍ଣ ଚନ୍ଦ୍ର ସେଠୀ କଳାହାଣ୍ଡି ଜିଲ୍ଲାର ସମସ୍ତ ସାମ୍ବାଦିକ ବନ୍ଧୁ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।ଏହାତ ଆରମ୍ଭ ମାତ୍ର ଆଗକୁ ଅସହାୟ ଗରିବ ଙ୍କ ସ୍ବର ହୋଇ ସଦାସର୍ବଦା ଆଗରେ ଠିଆ ହୋଇଥିବା ଦେଖିବାକୁ ମିଳିବ ଶକ୍ତି ଟିଭି କୁ।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like