-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ରେ ବହୁ ପ୍ରତୀକ୍ଷିତ ଗ୍ରାମୀଣ ପାର୍କର ଉଦଘାଟନ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭ ଉଦଘାଟନ କଲେ ବିଧାୟକ ଶ୍ରୀ ସାଲୁଜା

20-Dec-2021



ସିନ୍ଧେକେଲା,(ଅନୀଲ କୁମାର ତ୍ରିପାଠୀ) ବିଧାୟକ ସନ୍ତୋଷ ସିଂ ସଲୁଜା ନିଜ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିନ୍ଧେକେଲା ଜୋନ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ କରିଥିଲେ । ସର୍ବ ପ୍ରଥମେ ବିଧାୟକ ଝଲପ ପଞ୍ଚାୟତ ର ମମିଆଁ ଗ୍ରାମ ପହଞ୍ଚି ସେଠାରେ ୮ ଲକ୍ଷ ବ୍ୟୟରେ ନବ ନିର୍ମିତ ହୋଇଥିବା  ପ୍ରାଥମିକ ବିଦ୍ୟାଳୟ କୋଠରୀର

ଶୁଭ ଉଦଘାଟନ କରିଥିଲେ । ସେଠାରୁ ଝଲପ ପହଞ୍ଚି ସେଠାକାର ପଞ୍ଚାୟତ ରେ ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ସୁବିଧା କେନ୍ଦ୍ର , ଝଲପ ରୁ ମମିଆଁ ରାସ୍ତା ମଝିରେ ୨୦ ଲକ୍ଷ ଟଙ୍କା ବ୍ୟୟରେ ଏକ ମିନି ବ୍ରିଜ ର ଉଦଘାଟନ କଲା ପରେ ସିନ୍ଧେକେଲା ପହଞ୍ଚିଥିଲେ । ସିନ୍ଧେକେଲା ପଞ୍ଚାୟତରେ ୧୦ ଲକ୍ଷ ଟଙ୍କା ବ୍ୟୟରେ ନବ ନିର୍ମିତ ସୁବିଧା କେନ୍ଦ୍ର , ବାଣୀଭଗାର ପୋଖରୀ ନିକଟରେ ବହୁ ପ୍ରତୀକ୍ଷିତ ୨୨ ଲକ୍ଷ ଟଙ୍କା ବ୍ୟୟରେ ନବ ନିର୍ମିତ ଏକ ଗ୍ରାମୀଣ ପାର୍କ ଯାହାକି ପ୍ରଥମ ଥର ପାଇଁ ଲୋକେ କିଛି ସମୟ ଅତିବାହିତ କରିବା ପାଇଁ ଏକ ଦିର୍ଘ ଦିନର ଆଶାପୁରଣ ହୋଇପାରିଛି (କାମ ଚାଳୁ ରହିଛି) ତାର ମଧ୍ଯ ଶୁଭ ଉଦଘାଟନ ହୋଇଯାଇଛି। ଓ ବଙ୍ଗୋମୁଣ୍ଡା-ସିନ୍ଧେକେଲା ମୁଖ୍ୟ ରାସ୍ତା ପାର୍ଶ୍ୱରେ ଦ୍ୱାରସେହ୍ନି ଦେବୀ ମନ୍ଦିରର ୩ ଲକ୍ଷ ଟଙ୍କା ବ୍ୟୟରେ ନବ ନିର୍ମିତ କଂକ୍ରିଟ କରଣ ସହ ପ୍ରବେଶ ଦ୍ୱାର ର ଫିତା କାଟି ଶୁଭ ଉଦଘାଟନ କରିଥିଲେ । ଏହି ଅବସରରେ ଦ୍ୱାରସେହ୍ନି ମନ୍ଦିର ପ୍ରାଙ୍ଗଣରେ

ଏକ ସଭାର ଆୟୋଜନ କରାଯାଇଥିଲା । ମୁଖ୍ୟ ଅତିଥି ଭାବରେ ବିଧାୟକ ସନ୍ତୋଷ ସିଂହ ସାଲୁଜା ମଞ୍ଚାସିନ ରହି ଏହି ଅଞ୍ଚଳରେ ନିର୍ବାଚନ ସମୟରେ ମୋ ସପକ୍ଷରେ ଜନମତ ନ ହୋଇଥିବା ସତ୍ତ୍ୱେ ମୁଁ ଏହି ଅଞ୍ଚଳ ପାଇଁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କରିଛି ଏବଂ ଆଗାମୀ ଦିନରେ ମଧ୍ୟ କରିବି ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ରଂଜୁବାଲା ବେହେରା , ଉପାଧ୍ୟକ୍ଷ ମାମରାଜ ଜୈନ , ବ୍ଲକ ସରପଞ୍ଚ ସଂଘ ସଭାପତି ଉପେନ୍ଦ୍ର ମେହେର , ଜିଲ୍ଲା ପରିଷଦ ସଦସ୍ୟା ଛନ୍ଦାରାଣୀ ନାଏକ , ସମାଜସେବୀ ଭୋଲାନାଥ ବେହେରା , ସମିତି ସଭ୍ୟ ଧନୁ ଥନାପତି , ଝରିଆଲ ସରପଞ୍ଚ ପ୍ରତିନିଧି ଗୋପୀନାଥ ସାହୁ , ଅରସାତୁଲା ସରପଞ୍ଚ ପ୍ରତିନିଧି ମୁରଲୀ ବେହେରା , ବଙ୍ଗୋମୁଣ୍ଡା ବ୍ଲକ କନିଷ୍ଠ ଯନ୍ତ୍ରୀ ନରେଶ ପ୍ରସାଦ ସିହ୍ନା  ପ୍ରମୁଖ ମଞ୍ଚାସିନ ରହି ଉଦବୋଧନ ଦେଇଥିଲେ । ସିନ୍ଧେକେଲା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ସନ୍ତୋଷ ନାଏକ ମଞ୍ଚ ପରିଚାଳନା କରିବା ସହ ଏ ଅଞ୍ଚଳ ପ୍ରତି ବିଧାୟକ ଶ୍ରୀ ସାଲୁଜା ଙ୍କ ସଦାସର୍ବଦା ଆଶୀର୍ବାଦ ରହିଥିବାରୁ ତାଙ୍କୁ ମଧ୍ୟ ସେହିଭଳି ଭାବରେ ଆଗାମୀ ପଞ୍ଚାୟତ ନିର୍ବାଚନରେ ତାଙ୍କ ଦଳର ଜିଲ୍ଲା ପରିଷଦ ସଦସ୍ୟ ପ୍ରାର୍ଥୀ ଙ୍କୁ ଆଶୀର୍ବାଦ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ । କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ଚାନ୍ଦୋତରା ର ବରିଷ୍ଠ କଂଗ୍ରେସ ନେତା ରୂପଧର ଯୁଗନିଆ , ନୀଳକଣ୍ଠ ତ୍ରିପାଠୀ , ଜାମଖୁଣ୍ଟା ପୂର୍ବତନ ସରପଞ୍ଚ ବିଘ୍ନରାଜ ନାଏକ , ଭୁସଲାଡ଼ ପୂର୍ବତନ ସରପଞ୍ଚ ଯୁବରାଜ ବେହେରା , ସମିତି ସଭ୍ୟ ପଙ୍କଜ ସାହୁ , ତପନ ଜୈନ , ଗଣପତ୍ ଜୈନ , ଓମ ସାହୁ , ଭୁଜ ପୁଟେଲ , ରାଜୀବ ସାହୁ , ପୂର୍ଣ୍ଣ ଦାସ , ଦିଲୀପ ପାଣ୍ଡିଆ , ନୟନ ବେହେରା , କନ୍ଦର୍ପ ସାହୁ ,ଖଳି ସାହୁ ଦେଢଗାଁ ସମିତି ସଭ୍ୟ ପିତାମ୍ବର ସାହୁ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ବିଧାୟକ ଶ୍ରୀ ସଲୁଜା ସିନ୍ଧେକେଲା ରୁ ଠେମରା ଗ୍ରାମ ଯାଇ ସେଠାରେ ମିଶନ ଶକ୍ତି ଗୃହ ଓ ଖେଳପଡ଼ିଆ ର ଶୁଭ ଉଦଘାଟନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like