-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଡିସେମ୍ବର ୨୪ ରୁ କ୍ରିଷ୍ଣା କପ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ

20-Dec-2021



ପଦ୍ମପୁର:-ପଦ୍ମପୁର ନିକଟସ୍ଥ ମହୁଲପାଲି ସ୍କୁଲ ପଡ଼ିଆରେ ପ୍ରତି ବର୍ଷ ପରି ଏବର୍ଷ ମଧ୍ୟ ଆସନ୍ତା ଡିସେମ୍ବର ୨୪ ତାରିଖରୁ ୨୦ତମ କପ୍  କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବାକୁ ଯାଉଛି। କେ.ସି.ସି ଦ୍ଵାରା ଆୟୋଜିତ ଏହି ଗ୍ରାମାଞ୍ଚଳ ଟେନିସ ବଲ କ୍ରିକେଟ ପ୍ରତିଯୋଗିତାରେ ୧୬ ଟି ବଛାବଛା ଦଳ ଅଂଶଗ୍ରହଣ କରିବେ। ଫାଇନାଲ ମ୍ୟାଚ ୨୯ ତାରିଖ ଅନୁଷ୍ଠିତ ହେବ ଏବଂ ବିଜେତା ଦଳକୁ ନଗଦ ୧୫୦୦୧ ଟଙ୍କା ଓ ଉପବିଜେତା ଦଳକୁ ୮୦୦୧ ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବା ସ୍ଥିରୀକୃତ ହୋଇଛି।  ଏଥିପାଇଁ  କେ.ସି.ସି ତରଫରୁ

ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସନମ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ବୈଠକରେ ଟୁର୍ଣ୍ଣାମେଣ୍ଟର ସଫଳତା ଉପରେ ଆଲୋଚନା କରାଯାଇଥିଲା। ଦିଲୀପ ଓ ପ୍ରଦୀପଙ୍କୁ ଦଳ ଚୟନ, ମତିଲ ଓ ପ୍ରତାପଙ୍କୁ ଖାଦ୍ୟପେୟ, ରଜତ ଓ ନିରନଙ୍କୁ ଶାନ୍ତି ଶୃଙ୍ଖଳା ଏବଂ ପ୍ରଶାନ୍ତଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଗଲା। ଶେଷରେ ତୀର୍ଥ ଡନସନା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like