-+91-9937148622 |

prerana_bgr@rediffmail.com |

  Saturday 14th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   (14-Mar-2026)       ||      *ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   (14-Mar-2026)       ||      *ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   (14-Mar-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (14-Mar-2026)       ||      *ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   (14-Mar-2026)       ||      ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   (14-Mar-2026)       ||      ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   (13-Mar-2026)       ||      ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   (13-Mar-2026)       ||      ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ    (13-Mar-2026)       ||      ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   (13-Mar-2026)       ||      *ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   (13-Mar-2026)       ||      ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   (13-Mar-2026)       ||      ଡାକ୍ତର ଛୁଟିରେ,ଫାର୍ମାଶିଷ୍ଟଙ୍କ ଅନ୍ୟତ୍ର ବଦଳି,ମହାଦେବପାଲି ଡାକ୍ତରଖାନାରେ ସ୍ବାସ୍ଥ୍ୟ ସେବା ବେହାଲ   (13-Mar-2026)       ||      *ଜିଲ୍ଳା ସ୍ତରୀୟ ପିଏମଶ୍ରୀ ଉତ୍ସବ ଉଦଘାଟିତ*   (13-Mar-2026)       ||      ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Mar-2026)       ||      ରନ୍ଧନ ଗ୍ୟାସ୍ ର ଉପଲବଧତା ନେଇ ଆଭାସୀ ବୈଠକ ♦️ଆପାତକାଳୀନ ପରିସ୍ଥିତି ନିମନ୍ତେ ଅଗ୍ରାଧିକାର ଭିତ୍ତିରେ ମିଳିବ ଗ୍ୟାସ ଓ ଟି ପି ମାଧ୍ୟମରେ ଗ୍ୟାସ ବୁକିଙ୍ଗ ଓ ଡେଲିଭରୀ ଉପରେ ଗୁରୁତ୍ୱ    (13-Mar-2026)       ||      ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||     

HOME   ଖେଳ

ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

20-Dec-2021



ପଦ୍ମପୁର:-ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ଏମ.ଇ ସ୍କୁଲ ପଡିଆରେ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁନେଇ କାର୍ଯ୍ୟରତ କର୍ମଚାରୀ ଙ୍କ ମଧ୍ୟ ରେ ଏକଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି lପ୍ରଥମେ ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଟସ୍ ଜିଣି ଫ୍ରିଲିଙ୍ଗ କରିବାକୁ ନିଷ୍ପତ୍ତି ନେଇଥିଲେ lଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବୁକୁରାମୁଣ୍ଡା ବେକିଙ୍ଗ କରି ୧୨ ଓଭର ରେ ୭୨ ରନ ସଂଗ୍ରହ

କରିବାରେ ସକ୍ଷମ ହୋଇଥିଲେ ‌l ପରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଜମଲା ବେକିଙ୍ଗ କରି ୭୩ ରନ୍ ସଂଗ୍ରହ କରି ବିଜୟ ଘୋଷିତ ହେଲେ lଶେଷ ପର୍ଯ୍ୟାୟରେ ଆଉ ଏକ ମ୍ୟାଚ ଖେଳ ଆରମ୍ଭ ହୋଇଥିଲା lସେଇସମୟରେ ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପ୍ରଥମେ ବେକିଙ୍ଗ କରି ୫୧ ରନ ସଂଗ୍ରହ କରି ପାରିଥିଲେ lସି.ଏଚ.ସି ବୁକୁରାମୁଣ୍ଡା ତତ୍ପରେ ବେକିଙ୍ଗ କରି ୫୨ ରନ ସଂଗ୍ରହ କରି ବିଜୟ ଲାଭ କରିବାରେ ସକ୍ଷମ ହୋଇପାରିଥିଲେ l ଏହି ବଂଧୁତ୍ୱ ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଖେଳ କୁ ଉପଭୋଗ କରିବାକୁ ଗ୍ରାମାଞ୍ଚଳ ରୁ ଅନେକ ଖେଳପ୍ରେମୀ ଙ୍କ ଛୁଅ ଛୁଟିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ଘରୋଇ ଗ୍ୟାସ ବୁକିଂ ହେଉନି : ଲୋକେ ଚିନ୍ତାରେ,,,,, ଗାଁ ଠୁ ସହର ସବୁଠି LPG ଗ୍ୟାସ ତାତି   14-Mar-2026
  ଜିଲ୍ଲା  
*ପ୍ରଥମ ବର୍ଷ ତିଖାଲି ଡ୍ୟାମ ଲୋକ ମହୋତ୍ସବ ଉଦଘାଟିତ,ପ୍ରାଚୀନ ଲୋକ କଳା, ସାହିତ୍ୟ ଓ ସଂସ୍କୃତି ଉଜ୍ଜୀବିତ ଲକ୍ଷ୍ୟକୁ ସମ୍ପାଦିତକୁ ସ୍ବାଗତ*   14-Mar-2026
  ଜିଲ୍ଲା  
*ଅଫିମ ଚାଷ; ୭ କୋଟି ୬୫ ଲକ୍ଷ ୯୦ ହଜାର ମୂଲ୍ୟର ୧୫,୩୧୮ ଗଛ ନଷ୍ଟ*   14-Mar-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   14-Mar-2026
  ଜିଲ୍ଲା  
*ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ*   14-Mar-2026
  ଜିଲ୍ଲା  
ପ୍ରତି ଶୁକ୍ରବାର ଦିନ ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି କାର୍ଯ୍ୟାଳୟକୁ ଆସୁଛନ୍ତି ରାଜସ୍ୱ କର୍ମଚାରୀ |   14-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କ୍ରୀଡାଭିତ୍ତିଭୂମି ନିର୍ମାଣ ପାଇଁ ବିଧାନସଭାରେ କଳିକେଶଙ୍କ ଦାବି   13-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକ ରେ ବାଟବଣା ହରିଶ୍ଚନ୍ଦ୍ର ଯୋଜନା   13-Mar-2026
  ଜିଲ୍ଲା  
ପନିପରିବା ଚାଷ ଦେଇଛି ପରିଚୟ : ୮୦ଏକର ଜମିରେ ପରିବା ଚାଷ କରି କୋଟି ଟଙ୍କାର ମାଲିକ ସଞ୍ଜୟ   13-Mar-2026
  ଜିଲ୍ଲା  
ଯୁକ୍ତ ଦୁଇ ବିଜ୍ଞାନର ଗଣିତ ପରୀକ୍ଷାରେ ପ୍ରଶ୍ନପତ୍ର ବିଭ୍ରାଟ ! ୧୮ମାର୍କ ସିଲାବସ ବାହାରୁ ଆସିଲା ପ୍ରଶ୍ନ   13-Mar-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ*-   13-Mar-2026
  ଜିଲ୍ଲା  
ସିଆରପିଏଫ ୧୯ ବାଟାଲିଅନ ଦ୍ଵାରା ସିଭିକ୍ ଆକ୍ସନ କାର୍ଯ୍ୟକ୍ରମ   13-Mar-2026

You Might Also Like