-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବୁକୁରାମୁଣ୍ଡା ଠାରେ ଶ୍ରୀମଦ ଭାଗବତ ଗୋପଲୀଳା ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ସମାପନ

20-Dec-2021



ପଦ୍ମପୁର:-ପବିତ୍ର ମାର୍ଗଶିର ଚତୁର୍ଦ୍ଦଶୀ, ମହାଲକ୍ଷ୍ମୀ ପୂଜା ଅବସରରେ ପାଇକମାଳ ବ୍ଳକ ଅନ୍ତର୍ଗତ ବୁକୁରାମୁଣ୍ଡା ଗ୍ରାମର ସମସ୍ତ ଝିଅ ମାନଙ୍କୁ ଏକତ୍ରିତ କରି ଗ୍ରାମର ସୁଶ୍ରୀ ପ୍ରତିମା ବାଗ ଏବଂ ସୁଦେଷ୍ଣା ବାରିକ ଙ୍କ ପ୍ରଚେଷ୍ଟା ରେ  ଶ୍ରୀମଦ ଭାଗବତ ଗୋପଲୀଳା ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ   ୧୮.୧୨.୨୦୨୧ ଠାରୁ ତାରିଖ ୨୦.୧୨.୨୦୨୧ ଦିର୍ଘ ତିନି

ଦିନ ବ୍ୟାପି ବୁକୁରାମୁଣ୍ଡା ଗ୍ରାମ ସ୍ଥିତ ବରିହା ପଡା ଠାରେ ଅତି ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି l ତିନିଦିନ ବ୍ୟାପୀ ପ୍ରବଚକ ଶ୍ରୀମାନ ଗୋବର୍ଦ୍ଧନ ମିଶ୍ର ଙ୍କ ଅନର୍ଗଳ ପ୍ରବଚନ ରେ ଶ୍ରୋତା ମାନଙ୍କ କର୍ଣ୍ଣ ପବିତ୍ରତା ର ସହ ତାଙ୍କ ପ୍ରବଚନ ହୃଦୟ କୁ ଛୁଇଁ ପାରିଥିଲା l ଶେଷ ଦିନରେ ଦର୍ଶକ,ଶ୍ରଦ୍ଧାଳୁ ଭକ୍ତମାନଙ୍କ ପାଇଁ ମାଗଣା ଅନ୍ନଛତ୍ର ର ବ୍ୟବସ୍ଥା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like