-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳ ତରଫରୁ ୩୩ ନମ୍ବର ଜୋନସ୍ତରୀୟ କର୍ମୀ ସମ୍ମିଳନୀ

20-Dec-2021



ଲୋଇସିଂହା, (ବିନୋଦ କୁମାର ଦୀପ ) ଲୋଇସିଂହା କଲ୍ୟାଣମଣ୍ଡପ ଠାରେ ବିଜୁ ଜନତା ଦଳ ତରଫରୁ ୩୩ ନମ୍ବର ଜୋନସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ପ୍ରକାଶ ମହାରଣା ଯୁବ ସଭାପତି ବିଜୁ ଜନତା ଦଳ ଲୋଇସିଂହାଙ୍କ ନେତୃତ୍ୱରେ ଆଜିର ମୁଖ୍ୟ ଅତିଥି ପୂର୍ବତନ ଲୋକସଭା ସାଂସଦ କଳିକେଶ ନାରାୟଣ ସିଂଦେଓଙ୍କ ବକ୍ତବ୍ୟରେ ଓଡିଶା ସରକାରଙ୍କ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଗୋଟିଏ ପରିବାର ବର୍ଷକୁ ୧୦ ଲକ୍ଷ ଟଙ୍କାର ଲାଭ ଉଠାଇ ପାରିବ l ନବୀନ ସରକାର ଯାହା କହନ୍ତି ତାକୁ

କାର୍ଯ୍ୟରେ ଲାଗୁ କରନ୍ତି, ଯେଉଁଟା କି କାଳିଆ ଯୋଜନା ହେଉ କି ଟଙ୍କିକିଆ ଚାଉଳ ହେଉ l ଏସଏଚଜି ଗ୍ରୁପ ମାଧ୍ୟମରେ ଓଡିଶା ସାରା ଏକ କୋଟିର ନବୀନ ଯୋଜନା ଚାଲିଛନ୍ତି l ଆସନ୍ତା ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ୨୦୨୨ କୁ ସମସ୍ତ ବିଜୁ ପରିବାର ଏକମତ ହୋଇ ଆଗାମୀ ନିର୍ବାଚନରେ ଯେଉଁ ପଦବୀ ମାନ ଅଛି ସବୁଥିରେ ବାଜିମାତ କରିନେବା ବୋଲି ଶ୍ରୀଯୁକ୍ତ ସିଂହଦେଓ ଲୋକଙ୍କୁ କହିଛନ୍ତି l ସମ୍ମାନିତ ଅତିଥି ରାଜ୍ୟସଭା ସଭ୍ୟ ନିହାରରଞ୍ଜନ ବେହେରାଙ୍କ ଉଦେଶ୍ୟରେ ଓଡିଶା ସରକାର ନିରବଛିନ୍ନ ଭାବେ ଲୋକଙ୍କ ସେବା ଯୋଗାଇ ଆସୁଛନ୍ତି ଓ ଆସିବେ କେବଳ ଆମ ସମସ୍ତଙ୍କ ସହଯୋଗ ଦରକାର l ଜିଲ୍ଲା ଉପ ସଭାପତି ବିଜୁ ଜନତା ଦଳ ନୀତେଶ ଅଗ୍ରୱାଲ ଓ ଜିଲ୍ଲା ସମ୍ପାଦକ ବିଜୁ ଜନତା ଦଳ ଅଶୋକ ବରିହାଙ୍କ ବାକ୍ୟରେ ୨୦୧୨ ନିର୍ବାଚନରେ ଯେଭଳି ଭାବେ ୱାର୍ଡମେମ୍ବର, ସମିତି ଓ  ଜିଲ୍ଲା ପରିଷଦର ବିପୁଳ ପରିମାଣରେ ଏହି ୩୩ ନମ୍ବର ଜୋନରେ ବିଜୟ ଲାଭ ହୋଇଥିଲା ତାହାର ପୁନରାବୃତ୍ତି  ୨୦୨୨ରେ ଦେଖିବାକୁ ମିଳୁ ବୋଲି ପ୍ରକାଶ କରିବା ସହ ସମସ୍ତେ ସଂକଳ୍ପ ନେବା ଓ ବିଜୁ ଜନତା ଦଳକୁ ବିଜୟ କରାଇ ଯେଉଁସବୁ କାମ ଅଟକି ଯାଇଛି ତାକୁ ସମ୍ପୂର୍ଣ କରିବା ବୋଲି କହିଛନ୍ତି l ନୂତନଭାବେ ହୃଦାନନ୍ଦ ବେହେରା ଲୋଇସିଂହା ବ୍ଲକ ସଭାପତି ବିଜୁ ଜନତା ଦଳ ଦାୟିତ୍ୱ ନେଇଥିବା ସଂକଳ୍ପ କରିଛନ୍ତି ଯେ ମୋତେ ଯେଉଁ ଦାୟିତ୍ୱ ଦିଆଯାଇଛି ତାକୁ ପୂର୍ଣ୍ଣ ମାତ୍ରାରେ କାର୍ଯ୍ୟରେ ପରିଣତ

କରିବି ବୋଲି ପ୍ରକାଶ କରିଛନ୍ତି l ଏହାସହ ବିଜୁ ଜନତା ଦଳ ଜିଲ୍ଲା ସଭାନେତ୍ରୀ ଦମୟନ୍ତୀ ବାଗ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରିସି କୁମାର ଅଗ୍ରୱାଲ, ଜ୍ୟୋତ୍ସ୍ନାମୟୀ ନାଗ ବ୍ଲକ ସଭାନେତ୍ରୀ ଲୋଇସିଂହା, ବରିଷ୍ଠ ନେତା ସହଦେଵ ସା ଓ କୈଳାଶ ଚନ୍ଦ୍ର ମହାନ୍ତିଙ୍କ ବିଜୁ ଜନତା ଦଳଙ୍କ ଉଦେଶ୍ୟରେ ନବୀନ ସରକାରଙ୍କ ମମତା ଯୋଜନା, ହରିଶ୍ଚନ୍ଦ୍ର ଯୋଜନାକୁ ଆଲୋକପାତ କରିବା ସହ ସମସ୍ତେ ଏକମତ ହୋଇ ଆଗାମୀ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ୨୦୨୨ କୁ ଆଖି ଆଗରେ ରଖି ବିଜୟୀ ହେବାକୁ ଲୋକଙ୍କୁ ଦୃଷ୍ଟି ଆକର୍ଷଣ କରିଛନ୍ତି l ଉକ୍ତ କର୍ମୀ ସମ୍ମିଳନୀ କାର୍ଯ୍ୟକ୍ରମରେ ସୁରେନ ମେହେର, ରବୀନ୍ଦ୍ର ନାଏକ, ଅଜୟ ବେହେରା, ସରୋଜ ପୁଟେଲ, ସରୋଜ ମହାକୁର, ପ୍ରଶାନ୍ତ କଏଣ୍ଡା, ବାସୁଦେବ ମେହେର, କୁନା ଭୋଇ, ସୁଧୀର ଦାନୀ ଓ ଶେଷଦେବ ପାଢୀ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରି ସାଫଲ୍ୟ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like