-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଦଶମ ତମ ରାଜ୍ୟସ୍ତରୀୟ ଟୁନୁପଣ୍ଡା ମେମୋରିଆଲ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

20-Dec-2021



ବରଗଡ/ଅତାବିରା:- ଅତାବିରା ଏନ୍ ଏ ସି ସ୍ଥିତ ଦୁର୍ଗା ମନ୍ଦିର  ନିକଟରେ ଦଶମ ତମ ରାଜ୍ୟସ୍ତରୀୟ ଟୁନୁ ପଣ୍ଡା ମେମୋରିଆଲ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆନୁଷ୍ଠାନିକ ଭାବେ  ଉଦଘାଟିତ ହୋଇଯାଇଛି ।ଏହି ଉଦଘାଟନୀ ଉତ୍ସବରେ ମାନ୍ୟବର  ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଏହାକୁ ଉଦଘାଟନ କରିଥିଲେ।ବ୍ଲକ ଅଧ୍ୟକ୍ଷା ରିତା ସାହୁ,ଏନ୍ ଏ ସି ଅଧ୍ୟକ୍ଷା ଦୀପାଞ୍ଜଳୀ ଭୋରାସାଗର,ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ଵନାଥ ସାହୁ,ତହସିଲଦାର ସୌଭାଗ୍ୟ ବେହେରା, ଫକିର କର୍ଣ୍ଣ,ଅତାବିରା କ୍ରୀଡା ଆସୋସିଏସନ୍ ର ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡା,ସମ୍ପାଦକ ଜିତେନ୍ଦ୍ର କୁମାର ଦାଶ,ମୁଖ୍ୟ ଉପଦେଷ୍ଟା ପାର୍ଥ ସାରଥି ପଣ୍ଡା ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ ।ନିମନ୍ତ୍ରିତ ଅତିଥି ମାନଙ୍କ ଦ୍ଵାରା ପ୍ରଥମେ ସ୍ବର୍ଗତ ଟୁନୁ ପଣ୍ଡାଙ୍କ ଫଟୋଚିତ୍ର ରେ  ଦୀପ ପ୍ରଜ୍ବଳନ ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା।ଅତିଥି ମାନଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥଲା ।ଆର ଏସ ବି କ୍ରିଷ୍ଣା ମଞ୍ଚ ପରିଚାଳନା କରିଥିଲେ। ଦୀର୍ଘ ଦଶ ବର୍ଷ ଧରି ଏହି ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଆସୁଛି ।ଏହି  ଟୁର୍ଣ୍ଣାମେଣ୍ଟରେ ଖେଳ  ଆରମ୍ଭ କରି  ଅତାବିରା ମାଟିର ଗୌରବ ପ୍ରମୋଦ ଭଗତ ପାରା ବ୍ୟାଡମିଣ୍ଟନ ଖେଳାଳି ଭାବରେ ସ୍ଵର୍ଣ୍ଣ ପଦକ ଜିତି ବିଶ୍ଵ ଦରବାରରେ ଅଞ୍ଚଳକୁ ପରିଚିତ କରିଛନ୍ତି । କିନ୍ତୁ ଆଜିଯାଏଁ ଅତାବିରା ରେ ଇଣ୍ଡୋର ଷ୍ଟାଡିୟମ ଟିଏ ହୋଇପାରି ନଥିବା ନେଇ ଏସୋସିଏସନ ର ସଭାପତି ଓ ସଂପାଦକ କ୍ଷୋଭ ପ୍ରକାଶ କରିଥିଲେ।ତେଣୁ ବିଧାୟିକା ଓ ତହସିଲଦାର ୧୫ ଦିନ ଭିତରେ ଷ୍ଟାଡିୟମ ପାଇଁ ଚୟନ ହୋଇଥିବା ସ୍ଥାନ ର ସମସ୍ୟାକୁ ସମାଧାନ କରି ନିର୍ମାଣ

କାର୍ଯ୍ୟ ଆରମ୍ଭ  କରାଯିବ ବୋଲି  ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟ ର ବିଭିନ୍ନ ଜିଲ୍ଲାରୁ ୪୪ ଟି ଦଳ ଏଥିରେ ଅଂଶଗ୍ରହଣ କରି ଖେଳ ପ୍ରଦର୍ଶନ କରିବେ ବୋଲି ଜଣାପଡିଛି।ଜାତୀୟ ସଙ୍ଗୀତ ଗାନ କରାଯାଇ ବିଧାୟିକା  ଫିତା କାଟି ଟୁର୍ଣ୍ଣାମେଣ୍ଟ କୁ ଆରମ୍ଭ ଘୋଷଣା କରିଥିଲେ ।ବାରିପଦା ଓ ପାଟଣାଗଡ ମଧ୍ୟରେ ପ୍ରଥମେ  ମ୍ୟାଚ୍ ଆରମ୍ଭ ହୋଇ ୮-୨୧ରେ ବାରିପଦା ବିଜୟୀ ହୋଇଥିଲା।ଏହା ବ୍ୟତୀତ ଦର୍ଶକ ମାନଙ୍କ ପାଇଁ ଖେଳ ସହ ନୃତ୍ୟ ଗୀତର ଆସର ବି ରଖାଯାଇଛି।ଶେଷରେ ବରିଷ୍ଠ ନାଗରିକ ସଂଘର ସଭାପତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like