-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ମହାନଦୀ ଧାରା ତରଫରୁ ପ୍ରାଥମିକ ସଚେତନତା ତାଲିମ

20-Dec-2021



ସୋନପୁର,(ପ୍ରେରଣା ଖବର)- ସୋନପୁର ସଦର ମହାନଦୀ ଧାରା ଶିକ୍ଷାନୁଷ୍ଠାନରେ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମାହାନଦୀ ଧାରା ଶିକ୍ଷାନୁଷ୍ଠାନର ପ୍ରିନ୍‌ସିପାଲ୍ ପ୍ଲାବନ ମହାପାତ୍ର ସଭାପତିତ୍ୱ କରି ଯୁବ ଛାତ୍ରଛାତ୍ରୀ ମାନେ ଆଗାମୀ ଦିନରେ ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ପ୍ରାଥମିକ ଚିକିତ୍ସା ଯୋଗାଇ  ସେମାନଙ୍କ ଜୀବନ ବଂଚାଇ ପାରିବାରେ ସହାୟକ ହେବେ ବୋଲି ମତବ୍ୟକ୍ତ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ତଥା ସେଂଟଜନ ଆମ୍ବୁଲେନସ୍‌ର ପ୍ରାଥମିକ ଚିକିତ୍ସା ଅଧ୍ୟାପକ ରବିଚନ୍ଦ୍ର ପଶାୟତ ଏବଂ ବଲାଙ୍ଗିର

ଜିଲ୍ଲା ଡେଙ୍ଗ ସ୍କୁଲର କାଉନସିଲର ରାମ ନାରାୟଣ ଦାଶ ପ୍ରାଥମିକ ଚିକିତ୍ସାର ତାଲିମଦାତା ଭାବରେ ଯୋଗଦେଇ ୩୫ଜଣ ମହାବିଦ୍ୟାଳୟସ୍ତରୀୟ ଛାତ୍ରଛାତ୍ରୀ ମାନଙ୍କୁ ପ୍ରାଥମିକ ଚିକିତ୍ସାର ଉଦ୍ଦେଶ୍ୟ, ଲକ୍ଷ୍ୟ, ମୂର୍ଚ୍ଛା, ଶକ୍‌, ଡିଆରଏସ୍‌ବସି , ସିପିଆର, ରକ୍ତସ୍ରାବ, ଫ୍ରାକଚର, ରୋଗୀ ସ୍ଥାନାନ୍ତରଣ ଏବଂ ବ୍ୟଣ୍ଡଜ ଭଳି ବିଭିନ୍ନ ବିଷୟରେ ତାଲିମ ଦେଇଥିଲେ । ଜୁନିଅର ରେଡକ୍ରସ ବରିଷ୍ଠ ସାଧନକର୍ମୀ ଚନ୍ଦ୍ରମଣି ବାଘ, ଚନ୍ଦ୍ର ଶେଖର ମହାପାତ୍ର, ପରାମର୍ଶଦାତା ଗୋପେଶ ପଣ୍ଡା ଡେମୋନେଷ୍ଟ୍ରଟର ଭାବରେ ତାଲିମ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like