-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଯୋଗିନୀପିଠରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଳୁଜାଙ୍କ ସମିକ୍ଷା ବୈଠକ। ରାସନକାର୍ଡ, ପାନୀୟଜଳ, ମନରେଗା ଉପରେ ଫୋକସ

21-Dec-2021



ସିନ୍ଧେକେଲା, ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ର ରାଣୀପୁର ଝରିଆଲ ଯୋଗିନୀ ପୀଠ ରେ ଗତକାଲି  କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଲୀ ର ସମିକ୍ଷା (ଏସିଡିସି) ବୈଠକ ଅନୁଷ୍ଠିତ ହୋଇଯାଇଛି । କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକରେ ବଲାଙ୍ଗିର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଧେଶକ ସୁଶାନ୍ତ ସିଂ, ଟିଟିଲାଗଡ ଉପଜିଲ୍ଲାପାଲ ସତ୍ୟବାନ ମନୋଜ ମହାଜନ ‌,ଜିଲ୍ଲା ଡେପୁଟି ଡାଇରେକ୍ଟର ପ୍ଲାନିଙ୍ଗ ଅଫିସର ସୁକାନ୍ତ କୁମାର ଜେନା ପ୍ରମୁଖ ମଞ୍ଚାସୀନ ଥିଲେ । ଆୟୋଜିତ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଲୀ ବିଭିନ୍ନ ବ୍ଲକ ରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଏହାପରେ ବିଭାଗୀୟ ଅଧିକାରୀଙ୍କୁ ଡାକି ତାଗିଦ କରିଥିଲେ । ସରକାର ଙ୍କ ବିଭିନ୍ନ ଯୋଜନା ର ସଫଳ ରୂପାୟନ ପାଇଁ ଲୋକ ଙ୍କ ସମସ୍ୟା ବୁଝି ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀ ଙ୍କୁ ବୁଝାଇଥିଲେ । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଲୀର ତୁରେକେଲା,ବଙ୍ଗୋମୁଣ୍ଡା ଓ ମୁରିବାହାଲର ଯୋଗାଣ ନିରୀକ୍ଷକ ମାନଙ୍କୁ ଗରିବ ଲୋକ ମାନଙ୍କ ରାସନ କାର୍ଡ କାଟି ଦିଆଯାଇଥିବାରୁ କ୍ଷୋଭ ପ୍ରକାଶ କରିଥିଲେ ଏବଂ ଶିଘ୍ର ଏହାର ସମାଧାନ କରିବା ପାଇଁ କହିଥିଲେ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଏକ ଦାଦନ ପ୍ରବଣ ଅଞ୍ଚଳ ହୋଇଥିବାରୁ ଅଧିକ ରୁ ଅଧିକ ହିତାଧିକାରୀ ମନରେଗା ଯୋଜନା ରେ ଯେମିତି ସାମିଲ ହୋଇ କାମ ପାଇ ପାରିବେ ସେ ଉପରେ ବିଶେଷ ଧ୍ୟାନ ଦେବା ପାଇଁ ବିଭିନ୍ନ ଅଧିକାରୀଙ୍କୁ ବିଧାୟକ ଦୃଷ୍ଟିଆକର୍ଷଣ କରିଥିଲେ। ଏହାର ଗୁରୁତ୍ବ କୁ ନଜରରେ ରଖି ପ୍ରକଳ୍ପ ନିର୍ଦ୍ଧେଶକ ବିଭାଗିୟ ଅଧିକାରୀଙ୍କୁ  ବୁଝାଇଥିଲେ । ରାଣୀପୁର ଝରିଆଲ ଏକ ଐତିହ୍ୟ ସମ୍ପନ୍ନ ପୀଠ ହୋଇଥିଲେ ହେଁ ସୋମ ପୁଷ୍କରିଣୀର ପରିସ୍ଥିତି ଉପସ୍ଥିତ ଥିବା ସମସ୍ତ ଅଫିସର ଦେଖି ପାରୁଥିବେ ତେଣୁ ଆଗାମୀ ଦିନରେ ଏହି ପୁଷ୍କରିଣୀକୁ 

ଏମ୍ ଆଇ  ପି ଯୋଜନାରେ ସାମିଲ କରି ଏହାର ଉନ୍ନତି କରଣ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ପାନୀୟଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନା ରେ ପାନୀୟଜଳ ଯୋଗାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥିଲେ ହେଁ ସିନ୍ଧେକେଲା , ବଙ୍ଗୋମୁଣ୍ଡା, ଭାଲୁମୁଣ୍ଡା ଭଲି ବଡବଡ ଗ୍ରାମ ମାନଙ୍କରେ କୋଉଠି ପାଇପ ଫାଟିଛି ତ କୋଉଠି ମୋଟର ପୋଡିଛି ତ କୋଉଠି ଚାବି ଖରାପ ହୋଇଛି ତେଣୁ ଆରଡବ୍ଲୁଏସଏସ ବିଭାଗ ଆଗକୁ ଏହି ଅସୁବିଧାର ସମାଧାନ ଶିଘ୍ର କରିବା ପାଇଁ ଜିଲ୍ଲା ଅଧିକାରୀଙ୍କୁ କହିଥିଲେ। ଏହି ବୈଠକ ରେ ଜିଲ୍ଲା ର ବିଭିନ୍ନ ବିଭାଗ ବରିଷ୍ଠ ଅଧିକାରୀ ଙ୍କ ସହ ତୁରେକେଲା ବିଡିଓ ଦେବାଶିଷ ସାମଲ,ମୁରିବାହାଲ ବିଡିଓ ପ୍ରିୟରଞ୍ଜନ କୁମାର,ବଙ୍ଗୋମୁଣ୍ଡା ବିଡିଓ ରିପୁନାଥ ସୁନା,ବଙ୍ଗୋମୁଣ୍ଡା ତହସିଲଦାର ଗୁଣମଣୀ ସୁନାନୀ ଙ୍କ ସହ ତିନି ଗୋଟି ବ୍ଲକ ର ବିଭିନ୍ନ ବିଭାଗ ର ଅଧିକାରୀ ମାନେ ସାମିଲ ହୋଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like