-+91-9937148622 |

prerana_bgr@rediffmail.com |

  Friday 13th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   (13-Mar-2026)       ||      ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   (13-Mar-2026)       ||      ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   (13-Mar-2026)       ||      ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   (13-Mar-2026)       ||      ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   (13-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   (12-Mar-2026)       ||      ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   (12-Mar-2026)       ||      *ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   (12-Mar-2026)       ||      ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||     

HOME   ଜିଲ୍ଲା

ଜଙ୍ଗଲି ହାତୀ, ନଷ୍ଟକଲେ ବ୍ୟାପକ ଫସଲ

21-Dec-2021



ନର୍ଲା (ସଞ୍ଜିବ ଦାସ)କଳାହାଣ୍ଡି ଜିଲ୍ଲା ନର୍ଲାବ୍ଲକ ଅଞ୍ଚଳରେ କିଛିଦିନ ହେଲା ହାତୀ ଉପଦ୍ରବ ବଢିବାରେ ଲାଗିଛି ।  ଅଞ୍ଚଳର ଚାଷଜମି ମାନଙ୍କୁ ରାତିରେ ଆସି ବ୍ୟାପକ ଫସଲ ନଷ୍ଟ କରୁଥିବା ଜଣାପଡିଛି ।  ପ୍ରାୟ ୨୯ ଟି ହାତୀ (୨୫ଟି ବଡହାତୀ ଓ ୪ଟି ହାତୀଛୁଆ) ଭୀମକେଲା ଗ୍ରାମ ପଞ୍ଚାୟତ ଅଧିନ ବୁର୍ଡିପଡା ଓ ପଲସାପଡା ଦେଇ ରୁପ୍ରା ପଞ୍ଚାୟତ ଅଧିନ ତିତକେଲା ଅଞ୍ଚଳରେ ଆସି ସାନ୍ଦୁଲ୍ ନଦୀ ପାର୍ଶ୍ୱ ଜମିରେ ରହିଛନ୍ତି । ତିତକେଲା ଗ୍ରାମର ଲୋକେ ସକାଳେ ନିଜଜମିକୁ ଯାଇଥିବା ସମୟରେ ଉକ୍ତ ହାତୀପଲ ଥିବା ଦେଖିବାକୁ ପାଇ ଜଙ୍ଗଲ ବିଭାଗ କର୍ମଚାରୀଙ୍କୁ ଫୋନ୍ କରି ଜଣାଇଥିଲେ । ଜଙ୍ଗଲ ବିଭାଗ ଏହି ଖବର ପାଇବା ପରେ ରୁପ୍ରାରୋଡ୍ ସେକ୍ସନ୍ ଅଧିନ ବନରକ୍ଷୀ ତପନ ବେହେରା, ନିଗମ ସାହୁ, ଫକୀର ବିଶ୍ୱାଲ ଆସି ହାତୀର ଗତିବିଧି ଉପରେ ନଜର ରଖିଥିଲେ। ପରେ କେସିଙ୍ଗା ରେଞ୍ଜର ଦୀନବନ୍ଧୁ ମେହେର, ଡେପୁଟୀ ରେଞ୍ଜର ଯୁଧିଷ୍ଠିର ଜାଲ, କେସିଙ୍ଗା ଫରେଷ୍ଟର ଶ୍ରୀମୁଖ ମେହେର ପ୍ରମୁଖ ହାତୀ ଥିବା ଅଞ୍ଚଳରେ ପହଞ୍ଚିଥିଲେ । ହାତୀର ଗତିବିଧିକୁ ନୀରିକ୍ଷଣ କରିବାପରେ ସନ୍ଧ୍ୟା ହୋଇଯିବାରୁ ଜନସାଧାରଣ ସତର୍କ ରହିବାକୁ ଡେପୁଟି ରେଞ୍ଜର୍ ଶ୍ରୀ ଜାଲ୍ କହିଥିଲେ । ଉକ୍ତ ହାତୀପଲ ଦିନଯାକ ତିତକେଲାର ହରଡ ଚାଷଜମିରେ ରହିଥିବା ବେଳେ ପଲସାପଡା ଗ୍ରାମର ଅଶୋକ ନାଏକ, ଅରବିନ୍ଦ ସା, ବିନୋଦ ନାଏକ ଓ ତିତକେଲା ଗ୍ରାମରେ ବ୍ୟାପକ ହରଡ ଫସଲ ନଷ୍ଟ କରିଥିବା ଚାଷୀମାନେ ପ୍ରକାଶ କରିଛନ୍ତି । ଯେଉଁ ଚାଷୀ ମାନଙ୍କ ଫସଲ ନଷ୍ଟ ହୋଇଛି ସରକାରୀ ସହାୟତା ପାଇବା ନିମନ୍ତେ ଆବେଦନ କରିବାକୁ ଜଙ୍ଗଲ ବିଭାଗ ତରଫରୁ ଚାଷୀମାନଙ୍କୁ କୁହାଯାଇଛି। ସୂଚନା ଥାଉକି ଏହା ପୂର୍ବରୁ ଗତ ତା ୧୮/୯/୨୧ ରିଖରେ ୧୧ ଟିକିଆ ହାତୀପଲ ଉକ୍ତ ଅଞ୍ଚଳକୁ ଆସି ବ୍ୟାପକ ଫସଲ ନଷ୍ଟ କରିଥିଲେ । ବାରମ୍ୱାର ହାତୀପଲ ଚାଷଜମି ମୁହାଁ ହୋଇ ଚାଷ ନଷ୍ଟ କରୁଥିବାରୁ ଲୋକମାନେ ମଧ୍ୟ ଭୟ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ଦାବୀ କଲେ ସାଂସଦ ଶ୍ରୀ ବିଶି   13-Mar-2026
  ଜିଲ୍ଲା  
ଖଡ଼ିଛୁଆଁ ପୂର୍ବରୁ ଶିଶୁ ବାଟିକା ପିଲାଙ୍କ ନାମ ନିଶ୍ଚିତ ପାଇଁ ସିଆରସିସିଙ୍କ ପ୍ରୟାସ   13-Mar-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ   13-Mar-2026
  ରାଜ୍ୟ  
ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍   13-Mar-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା କ୍ୟାମ୍ପ ଅନୁଷ୍ଠିତ   13-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ପାର୍କିଂ ଜୋନ ଓ ସ୍ପୀଡ ବ୍ରେକର ଦାବି - ଜିଲ୍ଲା ଛାତ୍ର କଂଗ୍ରେସ ର ପ୍ରସ୍ତାବ   12-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସମସ୍ୟା ନେଇ କଳିକେଶଙ୍କ ବିଧାନସଭାରେ ପ୍ରଶ୍ନ♦️ ବଲାଙ୍ଗୀର ଜିଲ୍ଲାରେ ଖଣିଭିତ୍ତକ ଶିଲ୍ପସ୍ଥାପନର ପ୍ରସ୍ତାବ ନାହିଁ - ଖଣିମନ୍ତ୍ରୀ   12-Mar-2026
  ଜିଲ୍ଲା  
*ନିଆରା ବିବାହ ବାର୍ଷିକୀ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ*-   12-Mar-2026
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Mar-2026

You Might Also Like