-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଭବାନୀପାଟଣା ଠାରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ସମ୍ବଧୀୟ ବୈଠକ

21-Dec-2021



ଭବାନୀପାଟଣା(ପ୍ରେରଣା ଖବର) ଗତ ୨୦.୧୨.୨୦୨୧ ତାରିଖ ଦିନ ସନ୍ଧ୍ୟା ୬.୦୦ଘଣ୍ଟା ସମୟରେ ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦଙ୍କ ଅଧ୍ୟକ୍ଷତା ରେ ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ଅନ୍ତର୍ଗତ କଳାହାଣ୍ଡି ଜିଲ୍ଲାର ଯୋଗ୍ୟ କଳାକାର ଚୟନ ପ୍ରକ୍ରିୟା ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକର ମୁଖ୍ୟ ଉଦ୍ଦେଶ୍ୟ ଯୋଗ୍ୟ କଳାକାର ମାନଙ୍କ ସାର୍ଟିଫିକେଟ ଯାଞ୍ଚ ସହ ବ୍ଲକ ସ୍ତରରେ ଅଡିସନ ମାଧ୍ୟମରେ କଳାକାରମାନଙ୍କୁ ଚୟନ କରିବା।ଏଥିପାଇଁ ସଂପୃକ୍ତ ବ୍ଲକ ର ବିଡ଼ିଓ , ମ୍ୟୁନିସିପାଲଟି ଇଓ ବ୍ଲକ କଳାକାର ସାଂସ୍କୃତିକ ସଂଘ ଉପ ସଭାପତି,ବର୍ଷୀୟାନ କଳାକାର ଟିମ୍ ଗଠନ ପୂର୍ବକ କଳାକାର ଚୟନ କରି ଆସନ୍ତା ୨୭.୧୨.୨୦୨୧ ସୁଦ୍ଧା ରିପୋର୍ଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀଙ୍କ ସୂଚନା ଅନୁଯାୟୀ ଜିଲ୍ଲାରେ ୩୦୬୪ ଜଣ କଳାକାର ଭତ୍ତା ପାଇଁ ଆବେଦନ କରିଛନ୍ତି କିନ୍ତୁ କେବଳ ୧୩୩୦ ଜଣଙ୍କୁ ଚୟନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଯେଉଁ ବୟସାଧିକ କଳାକାରଙ୍କ କୌଣସି ଯୋଗ୍ୟତା ସାର୍ଟିଫିକେଟ ନାହିଁ ସେମାନଙ୍କୁ ସଂପୃକ୍ତ ଗ୍ରାମର ସରପଞ୍ଚ କଳାକାର ମାନ୍ୟତା ସାର୍ଟିଫିକେଟ ପ୍ରଦାନ କରିବେ କିନ୍ତୁ ସେମାନଙ୍କୁ ମନୋନୟନ କମିଟି ଆଗରେ ନିଜର କଳା ପ୍ରଦର୍ଶନ କରିବାକୁ ହେବ ।ସଭାରେ ଅଭିଯୋଗ ଥିଲା ଯେ ଦୁଇ ତିନୋଟି ବ୍ଲକରେ ପ୍ରାୟ ଅର୍ଦ୍ଧା ତିକ ଆବେଦନକାରୀ ବେନାମୀ ଯୋଗ୍ୟତା ସାର୍ଟିଫିକେଟ ପ୍ରଦାନ କରିଛନ୍ତି ସେଗୁଡିକ ଯାଞ୍ଚ କରି ସେମାନଙ୍କୁ ନାକଚ କରିବା ସହ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲପାଳ ନିର୍ଦ୍ଦେଶ ଦେଇଥିଲେ। ସଭାଟିକୁ ପରିଚାଳନା କରିଥିଲେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ଅର୍ପିତା ବେହେରା। ସଭାରେ ଉପ ଜିଲ୍ଲାପାଳ ଭବାନୀପାଟଣା/ ଧର୍ମଗଡ ,ସମସ୍ତ ବିଡ଼ିଓ,ବ୍ଲକ କଳା ସାଂସ୍କୃତିକ ସଂଘ ଉପ ସଭାପତି,ଜିଲ୍ଲା କଳା ସାଂସ୍କୃତିକ ସଂଘ ଉପସଭାପତି, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ,କଳାହାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like