-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ମାନବିକତାର ନିଆରା ପରମ୍ପରା- ଅପରିଚିତ ଲୋକଙ୍କ ଶବକୁ ଚାରିକାନ୍ଧ ଦେଲେ ଦମ୍ପତ୍ତିଙ୍କ ସହ ପୁତ୍ରକନ୍ଯା

21-Dec-2021



ପ ଦ୍ମପୁର/ବିଜେପୁର:-ଚିହ୍ନା ନାହିଁ କି ଜଣା ନାହିଁ। ପରିଚିତ ନୁହଁନ୍ତି। ଜାତି ଗୋତ୍ରର ବିଚାର ନାହିଁ। ଆତ୍ମୀୟସ୍ବଜନଙ୍କ ଠାରୁ ହତାଦର ହୋଇ ନିଃସହାୟ ଭାବେ ମୃତ୍ୟୁବରଣ କରିଥିବା ତିନି ତିନି ଜଣ ବ୍ଯକ୍ତିଙ୍କୁ ଗୋଟିଏ ପରିବାରର ପିତାପୁତ୍ର, କନ୍ଯା, ପତ୍ନୀ ଶବକୁ ଚାରିକାନ୍ଧ ଦେଇ ମାନବିକତାର ନିଆରା ପରମ୍ପରା ସୃଷ୍ଟି କରିଛନ୍ତି। ମିଳିଥିବା ସୂଚନାନୁସାରେ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲାଇପଦର ନିକଟସ୍ଥ ପାର୍ବତୀ ଗିରି ଅନାଥା ବୃଦ୍ଧାଶ୍ରମରେ ରବିବାର ଓ ସୋମବାର ଦୁଇଦିନ ମଧ୍ଯରେ ତିନିଜଣ ନିଃସହାୟ ବୃଦ୍ଧବୃଦ୍ଧାଙ୍କର ମୃତ୍ୟୁ ହୋଇଥିଲା। ସେମାନେ ହେଲେ ବିଜେପୁର ବ୍ଲକ ଚାରପାଲି ପଞ୍ଚାୟତ ଅନ୍ତର୍ଗତ କର୍ଲେର ଶୁଭା ନାଗ(୮୧) ଏବଂ ଅତାବିରା ବ୍ଲକ କାଦୋବାହାଲ ପଞ୍ଚାୟତର ମୋତିଲାଲ ଗୁପ୍ତା (୭୨), ଛତିଶଗଡ଼ ରାଜ୍ଯର ଲକ୍ଷ୍ମୀବାଈ(୮୩) । ଦୀର୍ଘ ଦୁଇମାସରୁ ଉର୍ଦ୍ଧ୍ବ ଦିନ ହେଲା ସେମାନେ ବ୍ରୁଦ୍ଧାଶ୍ରମରେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହୋଇ ଶଯ୍ୟାଶାୟୀ ଥିଲେ। ରବିବାର ଶୁଭା ନାଗ ଏବଂ ସୋମବାର ଅନ୍ୟ ଦୁଇଜଣଙ୍କର ମୃତ୍ୟୁ ହୋଇଥିଲା। ଫଳରେ ସାମାଜିକକର୍ମୀ ତଥା ବୃଦ୍ଧାଶ୍ରମର ସମ୍ପାଦକ ଜଳନ୍ଧର ପଟେଲ ସେମାନଙ୍କ ଶବ ସତ୍କାର କରିବାକୁ ଅଣ୍ଟା ଭିଡି଼ଥିଲେ । ସ୍ବାମୀଙ୍କର ଏତାଦୃଶ କାମକୁ ସଫଳ କରିବାକୁ ପତ୍ନୀ ଯଶୋବନ୍ତୀ ପତିଙ୍କ ପଦାଙ୍କ ଅନୁସରଣ କରିଥିବାବେଳେ କନ୍ଯା ସ୍ବାଗତିକା, ପୁତ୍ର ବିକାଶ ପିତାଙ୍କ ସହିତ ଶବକୁ ଚାରି କାନ୍ଧ ଦେଇଥିଲେ । ପରେ ଶବମାନଙ୍କୁ ସତ୍କାର କରାଯାଇଥିଲା । ଫୁଲୁ ପରିଡ଼ା, ଶିବ ବିଶି, ସୁବାଷ ପଧାନ, ପାଣ୍ଡବ ପଧାନ, ଉଷା ପୁରି, ଗୁପ ଭୁଏ, ନିରାକାର ବିଶ୍ବାଳ ପ୍ରମୁଖ ଶବ ସତ୍କାରରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like