-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||     

HOME   ଜିଲ୍ଲା

ଏକ ବିରଳ ବ୍ୟକ୍ତିତ୍ବ ଗୈାରହରି ବାବୁ

22-Dec-2021



ବରଗଡ:-ଏକ ବିରଳ ବ୍ୟକ୍ତିତ୍ବ ଭାବେ ସାରା ପଞ୍ଚିମଓଡିଶା ଜାଣେ ଶ୍ରୀମାନ ଗୌରହରି ମିଶ୍ର ଙ୍କୁ lଅସହାୟ ଙ୍କୁ ସାହାଯ୍ୟ କରିବା ମଣିଷ ର ଧର୍ମ କୁ ପାଥେୟ କରି ଯେତେବେଳେ ସାରା ରାଜ୍ୟ ମହାମାରୀ କରୋନା ସମୟରେ ଭୟଭୀତ ହୋଇ ଲୋକେ ପଦାକୁ ବାହାରୁ ନଥିଲେ ଠିକ ସେହି ସମୟରେ ବିଭିନ୍ନ ଡାକ୍ତରଖାନା ରେ ରକ୍ତଭାବ ର ସାଂଘାତିକ ଖବର ଶ୍ରୀମାନ ମିଶ୍ର ଶୁଣିବାକୁ ପାଇଲେ ସେ ସମୟ ରେ ସେ କରୋନା ମହାମାରୀ କୁ ଭ୍ରୃକ୍ଷେପ ନକରି ସରକାର ଙ୍କ କୋଭିଡ-୧୯ ର ନିୟମକୁ ପାଳନ କରି ଘରୁ ପଦାକୁ ବାହାରି ଓଡିଶା ମୋ ପରିବାର ପକ୍ଷରୁ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ମାନ ଆୟୋଜନ କରି ରକ୍ତାଭାବ ଦୂର କରିବାରେ ସକ୍ଷମ ହୋଇ ସାରା ରାଜ୍ୟର ଚର୍ଚ୍ଚା ର କେନ୍ଦ୍ରବିନ୍ଦୁ ହୋଇପଡ଼ିଥିଲେ lବୟସ ହେଲାଣି ସତ ହେଲେ ତାଙ୍କ ଆଗରେ ବୟସ ହାର ମାନେ lଏ କ୍ରମରେ ମାନ୍ୟବର ବିଧାୟିକା ରୀତା ସାହୁ ଙ୍କ ନେତୃତ୍ବରେ ଆୟୋଜିତ ରକ୍ତଶିବିର ଆୟୋଜିତ କାର୍ଯ୍ୟକ୍ରମ ରେ ଓଡ଼ିଶା ମୋ ପରିବାର ବରଗଡ ର ସଂଯୋଜକ ଶ୍ରୀମାନ ଗୌରହରି ମିଶ୍ର ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଜୁ ଯୁବ ଜନତା ଦଳ,ବିଜୁ ଛାତ୍ର ଜନତା ଦଳ ଏବଂ  ବିଜୁ ମହିଳା ଜନତା ଦଳ ପକ୍ଷରୁ ବରପାଲି ଠାରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା lଏହି ଶିବିର ରେ ସମୁଦାୟ ୧୦୨ ୟୁନିଟ ରକ୍ତ  ସଂଗ୍ରହ କରାଯାଇ ବୁର୍ଲା ରକ୍ତ ଭଣ୍ଡାର କୁ ପ୍ରେରିତ ହୋଇପାରିଛି ବୋଲି ଆମ ପାଖରେ ଖବର ହସ୍ତଗତ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026

You Might Also Like