-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||     

HOME   ଜିଲ୍ଲା

ସଡକ ଦୁର୍ଘଟଣା, ବୋଲେରୋ ବାଇକ ମୁହାଁମୁହିଁ ସ୍ୱାମୀ ସ୍ତ୍ରୀ ଗୁରୁତର ଆହତ ।

22-Dec-2021



ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଥାନା ଅନ୍ତର୍ଗତ ସୁଣ୍ଡିମୁଣ୍ଡା ଗ୍ରାମ ନିକଟରେ ଏକ ବୋଲେରୋ ଓ ବାଇକ ମୁହାଁମୁହିଁ ଧକ୍କା ହେବାରୁ ସ୍ୱାମୀ ସ୍ତ୍ରୀ ଦୁହେଁ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ କଣ୍ଟାବାଞ୍ଜି ଗ୍ରାମର ପଦୁ ପଣ୍ଡା ଓ ତାଙ୍କ ସ୍ତ୍ରୀ ପୁନି ପଣ୍ଡା କୌଣସି କାମରେ ମାଲପଡା ଗ୍ରାମର ପବିତ୍ର ପଣ୍ଡା ଘରକୁ ଏକ ସିଟି100 ନମ୍ବର ଓଡ଼ି 08f 9159 ବାଇକରେ ଯାଉଥିବା ବେଳେ ସାମନା ପଟରୁ ଖଡ଼ିଆଳ ପଟରୁ ଏକ ବୋଲେରୋ ନମ୍ବର oro8h 3131 ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ସ୍ୱାମୀ ସ୍ତ୍ରୀ ଗୁରୁତର ଆହତ ହୋଇଥିଲେ। ଖବର ପାଇ ସିନ୍ଧେକେଲା ଥାନାରେ ନୁଆ ଯୋଗ ଦେଇଥିବା ଥାନାଧିକାରି ଆଲୋକ

ବେହେରା ଘଟଣା ସ୍ଥଳରେ ପହଞ୍ଚି ସ୍ୱାମୀ ସ୍ତ୍ରୀ କୁ ନିଜେ ଉଠାଇ ନିଜ ଗାଡିରେ ସିନ୍ଧେକେଲା ସ୍ୱାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ ଓ ହସ୍ପିଟାଲ ରେ ମଧ୍ଯ ସେ ନିଜେ ସେ ମାନଙ୍କୁ ଉଠାଇ ହସ୍ପିଟାଲ ଭିତରକୁ ନେଇଥିଲେ । ସିନ୍ଧେକେଲା ସିଏଚସି ଡ୍ୟୁଟି ରେ ଥିବା ଡାକ୍ତର ପ୍ରାଥମିକ ଚିକିତ୍ସା କଲାପରେ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ଉପଖଣ୍ଡ ଡାକ୍ତରଖାନା କୁ ସ୍ଥାନାନ୍ତର କରିଥିଲେ । ନୁତନ ଭାବେ ଯୋଗଦେଇ ଥିବା ଥାନାଧିକାରିଙ୍କ ଏପରି ମହାନୀୟତା କୁ ନେଇ ଅଞ୍ଚଳରେ ଚର୍ଚ୍ଚା ହେବାସହ ବିଭିନ୍ନ ମହଲରୁ ତାଙ୍କୁ ସାଧୁବାଦ ଦିଆଯାଇଛି। ଉକ୍ତ ବୋଲେରୋ ଗାଡି କୁ ପୁଲିସ ଜବତ କରି ତଦନ୍ତ କରୁଥିବା ସିନ୍ଧେକେଲା ଥାନାଧିକାରୀ ଆଲୋକ ବେହେରା ସୂଚନା ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026

You Might Also Like