-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||     

HOME   ଜିଲ୍ଲା

ସରପଞ୍ଚ ଙ୍କ ସ୍ବାମୀ ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ ଘଟଣା , ତିନି କର୍ମଚାରୀ ଙ୍କୁ କେବଳ ଅପସାରଣ କାହିଁକି ତାଙ୍କୁ ତୁରନ୍ତ ବହିଷ୍କାର ଏବଂ ଭିଜିଲାନ୍ସ ତଦନ୍ତ ଦାବି କଲା ବିଜେପି, ବ୍ଲକ ଘେରାଉ ଚେତାବନୀ

22-Dec-2021



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଳକ ଅନ୍ତର୍ଗତ ଠେମରା ପଞ୍ଚାୟତ ସରପଞ୍ଚ ଙ୍କ ସ୍ବାମୀ ଲକ୍ଷ୍ମୀକାନ୍ତ ବାଗ ମନରେଗା କାମ ପାଇଁ ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ ହୋଇଥିଲା। ବିଭିନ୍ନ ଗଣମାଧ୍ୟମ ରେ ଏ ବିଷୟରେ ଖବର ପରିବେଷଣ ପରେ ବ୍ଲକ ପ୍ରଶାସନ ଏକ ତଦନ୍ତ କାରୀ ଟିମ ଗଠନ କରି ଠେମରା ପଞ୍ଚାୟତ କୁ ପଠାଇଥିଲେ। ତଦନ୍ତ ପରେ ବ୍ଲକ ପ୍ରଶାସନ କନିଷ୍ଠ ଯନ୍ତ୍ରୀ ଜୟ ନାରାୟଣ ବାଗ, ପିଇଓ ସତ୍ଯ ଘିବେଲା, ଜିଆରଏସ ଡମୃ ତାଣ୍ଡି ଙ୍କୁ ଠେମରା ପଞ୍ଚାୟତ ରୁ ଅପସାରଣ କରିଛି । ଏହାକୁନେଇ ମଙ୍ଗଳବାର ସିନ୍ଧେକେଲା ମଣ୍ଡଳ ବିଜେପି ସଭାପତି ମୁନିରାମ ନାଗ ଙ୍କ ନେତୃତ୍ବ ରେ ବହୁ ବିଜେପି କର୍ମୀ ବଲାଙ୍ଗୀର ଜିଲ୍ଲାପାଳ ଙ୍କ ଉଦ୍ଦେଶ୍ଯ ରେ ବଙ୍ଗୋମୁଣ୍ଡା ବିଡିଓ ରିପୁନାଥ ସୁନା ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏବଂ ବ୍ଲକ ପ୍ରଶାସନ କେବଳ ଅପସାରଣ କରିଥିବାରୁ ତାଙ୍କ ବିରୁଦ୍ଧ ରେ ଭିଜିଲାନ୍ସ ତଦନ୍ତ ତଥା ତାଙ୍କୁ ତୁରନ୍ତ ବହିଷ୍କାର କରିବାପାଇଁ ଦାବି କରିଛନ୍ତି। କିଛି ମାସ ତଳେ ବଙ୍ଗୋମୁଣ୍ଡା ବ୍ଲକ ଅର୍ସାତୁଲା ପଞ୍ଚାୟତରେ ବିନା ଫାଇଲ ରେ ଏକ ପୋଖରୀ କାର୍ଯ୍ୟ ହେଉଥିବା ଅଭିଯୋଗ ପାଇ ନିଜେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ କାମ ହେଉଥିବା ସ୍ଥାନ କୁ ପହଞ୍ଚି ସରଜମୀନ ତଦନ୍ତ କରିଥିଲେ । ସେ ସମୟରେ ମଧ୍ଯ ଯନ୍ତ୍ରୀ ଏହି ଜୟ ନାରାୟଣ ବାଗ ହିଁ ଥିଲେ । ଏବଂ ସେ ସମୟରେ ବ୍ଲକ ପ୍ରଶାସନ ଏହି କାମ ବିଷୟରେ ଜାଣି ନ ଥିବା କହିଥିଲା ବେଲେ ଏବେ ଶୁଣିବାକୁ ମିଳୁଛି ସେହି କାମର ବିଳ ମଧ୍ଯ ପାସ ହୋଇ ଯାଇଛି । ତେଣୁ ତୁରନ୍ତ ଏହି କର୍ମଚାରୀମାନଙ୍କ ବିରୁଦ୍ଧ ରେ ଠୋସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନତୁବା ଆଗାମୀ ଦିନରେ ଆମ୍ଭେ ବ୍ଲକ ଅଫିସ ଘେରାଉ କରିବୁ ବୋଲି ଦାବିପତ୍ର ରେ ଉଲ୍ଲେଖ କରିଥିବା ସୁଚନା ମିଳିଛି। ଅନ୍ୟମାନଙ୍କ ମଧ୍ଯରେ ବଙ୍ଗୋମୁଣ୍ଡା ମଣ୍ଡଳ ସଭାପତି କ୍ଷୀରସିନ୍ଧୁ ବଛା, ବଲାଙ୍ଗୀର ଏସପିଙ୍କ ବିଏଲଏସି ପ୍ରତିନିଧି ଥବିର ବାଗ, ଆରଡବ୍ଲୁଏସଏସ ପ୍ରତିନିଧି ନରସିଂହ ଥନାପତି, ନିଲାଞ୍ଚଳ ବଛା , କୁଷଧ୍ବଜ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026

You Might Also Like