-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||     

HOME   ଜିଲ୍ଲା

କୁବେଡେଗା ପଞ୍ଚାୟତ ର ପ୍ରତ୍ୟେକ ସ୍କୁଲକୁ ହେଲା ପାନୀୟ ଜଳଯୋଗାଣ ବ୍ୟବସ୍ଥା

22-Dec-2021



ବରଗଡ/ଭେଡେନ:-ବରଗଡ ଜିଲ୍ଲା ଭେଡେନ ବ୍ଳକ  ଅନ୍ତର୍ଗତ କୁବେଡେଗା, ପଧାନଟିକ୍ରା , ଛାଲୁକୁଲୁଣ୍ଡା ,ଲିମଟିକ୍ରା, ଖଗସିପାଲି ସମସ୍ତ ପ୍ରାଥମିକ ବିଦ୍ୟାଳୟ ଓନେଗିପାଲି ଗ୍ରାମର ଥିବା ଅଂଗନବାଡି କେନ୍ଦ୍ରକୁ ହେଲା ପାନୀୟ ଜଳଯୋଗାଣ ର ସୁବ୍ୟବସ୍ଥା ।ଏଥିପାଇଁ ପ୍ରତ୍ୟେକ ସ୍କୁଲରେ ସ୍ୱତନ୍ତ୍ର ଭାବେ ବିଦ୍ୟୁତ ଚାଲିତ ମୋଟର ପାଣିଟାଙ୍କି  ଓ ବେସିନ ବସାଇବା ସହିତ ପାଇଖାନା, ପାକଶାଳା ଭଳି ନିତ୍ୟ ବ୍ୟବହାର୍ଯ୍ୟ ସ୍ଥାନ କୁ ମଧ୍ୟ ପାଇପ ଯୋଗେ ପାଣି ଯୋଗାଇ ଦିଆଯାଇଛି । ଚାରି ଲକ୍ଷ ଚଉତିରିଶ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଏହି

ପ୍ରକଳ୍ପକୁ ଆଜି ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ବିଷ୍ଣୁପ୍ରିୟା ଭୋଇ । ପୁରୋହିତ ପଣ୍ଡିତ ଘାସିରାମ ଶତପଥୀ ମନ୍ତ୍ର ପାଠ ,ଓ ପୂଜାର୍ଚ୍ଚନା କରି ଲିମଟିକ୍ରା ସ୍କୁଲରୁ ଆରମ୍ଭ କରିଥିଲେ ।ପ୍ରଧାନ ଶିକ୍ଷକ ଗଜପତି ଭୁଏ, ଭାଗ୍ୟବତୀ ତାଜେନ୍,ସି ଆର ସି ଅରୁଣ କୁମାର ଭୋଇ, ଦୁଷ୍ମନ୍ତ ଭୋଇ, ଭେଡେନ ରାଜସ୍ବ ନିରୀକ୍ଷକ ଅନୀଲ କୁମାର ପାଇକ, ଝସକେତନ ମେହେର, ଶିକ୍ଷୟିତ୍ରୀ ଭାର୍ଗବୀ ବଘାର,ପୂର୍ଣ୍ଣିମା ଭୋଇ, ଅଞ୍ଜଳୀ ମେହେର, ସହ ଗ୍ରାମବାସୀ ସହଯୋଗ କରିଥିଲେ ।ପୂର୍ବତନ ସରପଞ୍ଚ ଉତ୍ପନ୍ନ କୁମାର ଭୋଇ କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026

You Might Also Like