-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||     

HOME   ଜିଲ୍ଲା

ମାଲକାନଗିରିର କାର୍ଯ୍ୟରତ ୫ ସାମ୍ବାଦିକଙ୍କୁ ଗିରଫ ଘଟଣା: । କଣ୍ଟାବାଞ୍ଜି ପ୍ରେସ୍‌ କ୍ଲବ ପକ୍ଷରୁ ପ୍ରତିବାଦ

22-Dec-2021



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ::  ମାଲକାନଗିରିର କାର୍ଯ୍ୟରତ ୫ ସାମ୍ବାଦିକଙ୍କୁ ଗିରଫ ଘଟଣା ପ୍ରତିବାଦ । କଣ୍ଟାବାଞ୍ଜି ପ୍ରେସ୍‌ କ୍ଲବ ପକ୍ଷରୁ ଏହି ପ୍ରତିବାଦ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଏକ ଦାବି ପତ୍ର ମଧ୍ୟ ଦେଇଛନ୍ତି ।  ଖବର ଅନୁଯାୟୀ, କଣ୍ଟାବାଞ୍ଜି ପ୍ରେସ କ୍ଲବ ସଭାପତିଙ୍କ ପ୍ରଭଜିତ ସିଂ ସାଲୁଜାଙ୍କ ନେତୃତ୍ୱରେ ସାମ୍ବାଦିକ ମାନେ ଏକତ୍ରିତ ହୋଇ ତହସିଲ ଅଫିସ ପହଞ୍ଚିଥିଲେ । ସେଠାରେ ଗିରଫ ସାମ୍ବାଦିକଙ୍କୁ ଶିଘ୍ର ଖଲାସ କରିବା ସହ ତାଙ୍କ ନାଁରେ ହୋଇଥିବା ମାମଲାକୁ ପ୍ରତ୍ୟାହୃତ କରିବାକୁ ଦାବି କରାଯାଇଥିଲା ।ଏହା ସହ ପୁଲିସ ତରଫରୁ ସାମ୍ବାଦିକ ମାନ ଙ୍କ ଉପରେ ମିଥ୍ୟା ମାମଲା ରୁଜୁ କରୁଥିବା କୁ ନିନ୍ଦା କରାଯାଇଛି, ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦିଆଯାଇଛି । ଦାବିପତ୍ର ଦେବା ସମୟରେ ପ୍ରେସ କ୍ଲବ କାର୍ଯ୍ୟକାରୀ ସଭାପତି ସୁରଦାସ ବାଗ, ଉପସଭାପତି ରଶ୍ମି ରଞ୍ଜନ ପୁଟେଲ, ମନୋଜ ଶର୍ମା, ସହ ସମ୍ପାଦକ ଦୀପକ କୁମାର ଦାସ ୟାଦବ, ପରାମର୍ଶ ଦାତା ଆନନ୍ଦ ମୋଟେ, ସଦସ୍ୟ ଯୁଗଳ କିଶୋର ଶବର, ବିଶିକେଶନ ମାଝୀ, ରୋହନ ମହତ, ଜଗମୋହନ ତାଣ୍ଡି, ବିକାଶ ମିତ୍ତଳ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026

You Might Also Like