-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||     

HOME   ଜିଲ୍ଲା

ମେନୁଆଲି ଭତ୍ତା ଦେବା ଦାବିରେ ପଞ୍ଚାୟତ ସମ୍ମୁଖରେ ବୃଦ୍ଧା/ବୃଦ୍ଧ ଙ୍କ ଧାରଣା.....

22-Dec-2021



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ): ଆଧାର ସଂଯୋଗ ଓ କେୟାସି ଅପଡେଟ ହୋଇ ପାରୁ ନ ଥିବାରୁ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀ ମାନେ ଭତ୍ତା ଟଙ୍କା ଉଠାଇବାରେ ସମସ୍ୟାର ସମ୍ମୁଖୀନ ହେଉଥିବାର ଅଭିଯୋଗ କରି ଧାରଣାରେ ବସିଥିବା ଦେଖିବାକୁ ମିଳିଛି।ଏଭଳି ସମସ୍ୟା କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତରେ ଉପୁଜିଛି। ଖବର ମତେ ଏହି ପଂଚାୟତରେ ମୋଟ ୯୭୦ ଜଣ ହିତାଧିକାରୀ ରହିଛନ୍ତି।ସେମାନଙ୍କ ମଧ୍ୟରୁ ୫୦ ଉର୍ଦ୍ଧ ଜଣଙ୍କ ଏକାଉଣ୍ଟରେ ଭତ୍ତା ଟଙ୍କା ଜମା ହେଉଥିଲେ ହେଁ ଏକାଉଣ୍ଟରେ ଆଧାର ସଂଯୋଗ ତଥା କେ ୟା ସି ଅପଡେଟ ହେଇ ପାରୁ ନ ଥିବାରୁ ଟଙ୍କା ଉଠେଇ ବାରେ ସମସ୍ୟା ସୃଷ୍ଟି ହେଉଥିବାର ଅଭିଯୋଗ କରି ପୂର୍ବ ଭଳି ମେନୁଆଲି ଭତ୍ତା ଟଙ୍କା ଯୋଗେଇ ଦେବା ଦାବିରେ ବୁଧବାର ପଞ୍ଚାୟତ ସମ୍ମୁଖରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଏନେଇ ସରପଞ୍ଚ ପୂଜା ସାହୁଙ୍କୁ ପଚାରିବାରୁ ମେନୁଆଲି ଭତ୍ତା ଦେଲେ ସମସ୍ୟାର ସମାଧାନ ହେଇ ପାରନ୍ତା ବୋଲି ମତ ଦେଇଛନ୍ତି। ଅନ୍ୟ ପଟେ ବିଏସ ଇ ଓ ସସ୍ମିତା ପଟେଲଙ୍କୁ ପଚାରିବାରୁ ଧାରଣାରେ ବସିଥିବା ଖବର ମୋ ପାଖରେ ନାହିଁ ବୋଲି କହିବା ସହ ଏମିତି ସମସ୍ୟା ବ୍ଲକ ର ଅନ୍ୟାନ୍ୟ ପଞ୍ଚାୟତ ମାନଙ୍କରେ ବି ରହିଛି। ଆମେ ଜିଲ୍ଲା ପ୍ରଶାସନକୁ ଜଣେଇଛୁ ବୋଲି କହିଛନ୍ତି।ଏଣୁ ଜିଲ୍ଲାପାଳ ଦୃଷ୍ଟି ଦେବାକୁ ହିତାଧିକାରୀ ମାନେ ଅନୁରୋଧ କରିଛନ୍ତି।ସରପଞ୍ଚଙ୍କ ହସ୍ତକ୍ଷେପ ପରେ ହିତାଧିକାରୀ ମାନେ ଧାରଣାରୁ ଉଠିଥିବା ଜଣା ପଡ଼ିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026

You Might Also Like