-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଟାଉନ କ୍ଳବ ପକ୍ଷରୁ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

22-Dec-2021



ପଦ୍ମପୁର:-ବରଗଡ଼ ଜିଲ୍ଲା ଅନ୍ତର୍ଗତ ପଦ୍ମପୁର ଉପଖଣ୍ଡ ଏକ ଅର୍ଦ୍ଧ ବିକଶିତ ଓ ପଛୁଆ ଅଞ୍ଚଳ ଭାବେ ଉଭା ହୋଇଥିବାବେଳେ, ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଆଦି ବ୍ୟବସ୍ଥା ରେ ବହୁ ଦୂରରେ lଏ ପରିପ୍ରେକ୍ଷୀରେ ସମୟ ସମୟରେ ପଦ୍ମପୁର ଟାଉନ କ୍ଳବ୍ ତରଫରୁ ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ମାନ କରିଚାଲିଛି lଆଜି ଟାଉନ କ୍ଳବ ପକ୍ଷରୁ ମହାନଦୀ ନେତ୍ରଚିକିତ୍ସାଳୟ ବୀରମହାରାଜପୁର ଜିଲ୍ଲା-ସୁବର୍ଣ୍ଣପୁର ଓ ଟାଉନ କ୍ଳବ ର ମିଳିତ ଆନୁକୂଲ୍ଯରେ କ୍ଳବ ପରିସରରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ସହ ଚକ୍ଷୁ ଅପରେସନ୍ ଶିବିର ଅନୁଷ୍ଠିତ ହୋଇଯାଥିଲା l ଏହି ଶିବିର ରେ ପଦ୍ମପୁର ସରକାରୀ ଡାକ୍ତରଖାନା ର ଶିଶୁ ବିଶେଷଜ୍ଞ ଡ଼ାକ୍ତର ଗୀତାପିୟୁସ ମିଶ୍ର ଓ କ୍ଳବ ର ସଭାପତି ଶ୍ରୀମାନ ଗିରିଶ ବହିଦାର ମୁଖ୍ୟଅତିଥି ଭାବେ ଯୋଗଦେଇ

ଶିବିର କୁ ଉଦଘାଟନ କରିଥିଲେ l ସମଗ୍ର ଗ୍ରାମାଞ୍ଚଳ ତଥା ସହରାଞ୍ଚଳ ରୁ ସମୁଦାୟ ୨୧୧ ଜଣଙ୍କ ଚକ୍ଷୁ ପରୀକ୍ଷା ହୋଇଥିବାବେଳେ, ତନ୍ମଧ୍ୟରୁ ୭୫ ଜଣଙ୍କ ମାଗଣା ଚକ୍ଷୁ ଅପରେସନ୍ କରାଯାଇଥିଲା lମହାନଦୀ ନେତ୍ର ଚିକିତ୍ସାଳୟ ର ସୁନାମଧନ୍ୟ ଡାକ୍ତର ପ୍ରଶାନ୍ତ ଶତପଥି, ମୋନାଲିସା ସାହୁ, ନିମାଇଁ ଚରଣ ଦଳବେହେରା,ପିଙ୍କୀ ବାଗ,ହରିନାରାୟଣ ମିଶ୍ର ଏବଂ ବିକାଶ ପଣ୍ଡା ଶିବିର ପରିଚାଳନା ରେ ସମ୍ପୁର୍ଣ୍ଣ ଭାବେ ସହଯୋଗ କରିଥିଲେ lପଦ୍ମପୁର ଟାଉନ କ୍ଳବ ପକ୍ଷରୁ ସର୍ବଶ୍ରୀ:-ଗୋବିନ୍ଦ ପ୍ରସାଦ ଅଗ୍ରୱାଲ, ପ୍ରତାପ ମିଶ୍ର, ବରିଷ୍ଠ ସାମ୍ବାଦିକ ଲାଲବିହାରୀ ମିଶ୍ର, ବାଞ୍ଛାନିଧି ସାହୁ, ଅଶୋକ କୁମାର ମିଶ୍ର, ସୁନିଲ ଅଗ୍ରୱାଲ, ସୁବାଷ ପାତ୍ର,କି ଶ୍ରୀନିବାସ,ନରେଶ ସୁନ୍ଦର ସାହୁ,ଯୁଗଳ କିଶୋର ସାହୁ,ରମୀଜ ରାଜା, ପ୍ରମୋଦ ମେହେର, କୁନାଲ ପାଣିଗ୍ରାହୀ, ସାମ୍ବାଦିକ ସୋମେଶ ଚନ୍ଦ୍ର ମହାନ୍ତି,ଶୁଭମ ପଟ୍ଟନାୟକ,ଆଦର୍ଶ ନାଥ, ଦିନେଶ ବାରିକ,ମଣ୍ଟୁ ପାଣ୍ଡେ, ଲକ୍ଷ୍ମୀକାନ୍ତ ବରିହା,ଅମୀର ମେହେର ପ୍ରମୁଖ ଙ୍କ ଉଦ୍ୟମ ରେ କାର୍ଯ୍ୟକ୍ରମ ଖୁବ୍ ସୁନ୍ଦର ଭାବେ ସାଫଲ୍ୟ ମଣ୍ଡିତ ହୋଇପାରିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like