-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପଶ୍ଚିମବଙ୍ଗ କାଳିଆଗଞ୍ଜ ରେ ସୁବର୍ଣ୍ଣପୁର ନାଟ୍ୟଚକ୍ର  କଳାକାର ଙ୍କ କମାଲ

22-Dec-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁରଜିଲ୍ଲା ଅଗ୍ରଣି ନାଟ୍ୟ ଓ ନୃତ୍ୟ ଅନୁଷ୍ଠାନ ନାଟ୍ୟଚକ୍ର ପକ୍ଷରୁ ସୁଦୁର ପଶ୍ଚିମ ବଙ୍ଗ ରାଜ୍ୟର ଉତ୍ତର ଦିନାଜପୁର ଜିଲ୍ଲାର କାଲିଆଗଞ୍ଜ ସହର ରେ ତାଙ୍କର ସମ୍ବଲପୁରୀ ନାଟକ ଧୁରକୁନି ଓ ପ୍ରସିଦ୍ଧ ଷୋଳସୁଆଙ୍ଗ ଦଣ୍ଡ ନୃତ୍ୟର ଶବର ଶବରେନ ନୃତ୍ୟ ପରିବେଷଣ କରି ବେଶ୍ ଉଚ୍ଚପ୍ରଶଂଶିତ ହୋଇଛନ୍ତି ା ଗତ ୨୧

ତାରିଖ ରେ ପଶ୍ଚିମ ବଙ୍ଗର କାଳିଆ ଗଞ୍ଜ ସହର ର ସୁଚେତା କଲ୍ୟାଣ ମଣ୍ଡପରେ ସ୍ବାଧିନତାର ଅମୃତ ମହୋତ୍ସବ ଅବସର ରେ ଆୟୋଜିତ ସଂଙ୍ଗୀତ ନାଟକ ଉତ୍ସବରେ ସୁବର୍ଣ୍ଣପୁର ର  ଅଗ୍ରଣି ନାଟକ ଅନୁଷ୍ଠାନ ନାଟ୍ୟଚକ୍ର ପକ୍ଷରୁ ନାଟ୍ୟଭିଷ୍ମ ଗଦାଧର ବାରିକ ଙ୍କ ବରିଷ୍ଠ ନିର୍ଦ୍ଦେଶନାରେ ପଶ୍ଚିମ ଓଡିଶାର ପ୍ରସିଦ୍ଧ ଷୋଳସୁଆଙ୍ଗ ଦଣ୍ଡନୃତ୍ୟର ଶବର ଶବରେନ ନୃତ୍ୟ ଓ ସମ୍ବଲପୁରି ନାଟକ ଧୁରକୁନି ପରିବେଷଣ କରି କାଲିଆଗଞ୍ଜ ସହର ରେ ବେଶ ଉଚ୍ଚପ୍ରଶଂଶିତ ହୋଇଛନ୍ତି ା ପଶ୍ଚିମ ବଙ୍ଗ ରାଜ୍ୟରେ ଆମର ଲୋକ ଭାଷା ଓ ଲୋକ ସଂସ୍କୃତି କୁ ଭଲଭାବରେ ବୁଝିପାରୁନଥିଲେ ମଧ୍ୟ ନାଟକ ଧୁରକୁନିର ପ୍ରତ୍ୟେକ ଚରିତ୍ର ଆବେଗପୁର୍ଣ୍ଣ ଓ ଜୀବନ୍ତ ହୋଇଉଠି ା

ଥିବାବେଳେ ଦର୍ଶକ କିଛିସମୟ ପାଇଁ ସ୍ତବ୍ଧ ଓ ଭାବୁକ ହୋଇପଡିଥିଲେ ା ଏହି ନୃତ୍ୟ ଓ ନାଟକ ଅନୁଷ୍ଠାନର ଏକ ୨୬ ଜଣିଆଁ ଦଳ ପଶ୍ଚିମ ବଙ୍ଗକୁ ଯାତ୍ରା କରିଥିବା ବେଳେ ଏଥିରେ ନାଟ୍ୟ ଭିଷ୍ମ ଗଦାଧର ବାରିକ ଙ୍କ ସମେତ ନିର୍ଦ୍ଦେଶକ ମନୋଜ କୁମାର ବାରିକ. ସୌମ୍ୟକାନ୍ତ ମିଶ୍ର.ଗୋବିନ୍ଦ ଡାଙ୍ଗ.ସଞ୍ଜିବ ଥନାପତି. ଶୁଭମ ବକ୍ସି.ମାନସ ରଞ୍ଜନ ପ୍ରଧାନ. ସୁବାସ ରଣା. ଶ୍ରଦ୍ଧାଞ୍ଜଳି ଷଡଙ୍ଗି. ସ୍ବାଗତିକା ସାହୁ. ବିଜୟଲକ୍ଷ୍ମି ଜାଲ. ଲିପିକା କୁମାରୀ.ସ୍ବରାଜ ମହାନ୍ତି. ସନ୍ତୋଷ କୁମାର ପ୍ରଧାନ. ବଂଶିବାଦକ ରଞ୍ଜନ ପଟ୍ଟନାୟକ.ତବଲାବାଦକ ହୃଷୀକେଶ ନାଏକ. ମୁହୁରୀଆ କର୍ମୁ ନାଏକ. ଢୁଲିଆ ଇନ୍ଦ୍ର କଂସାରୀ. ବୀଣାକାର ଲୋକନାଥ ଗୁରୁ. ଲକ୍ଷ୍ମଣ ପ୍ରଧାନ .ସୁରେନ୍ଦ୍ର ମହାକୁର. ଆର୍ତ୍ତ ମେଣ୍ଡେଲି . ଗଣପତି ଭୋଇ. ଜୟଦେବ ମେହେର. ପ୍ରମୁଖ କଳାକାର ଯୋଗଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like