-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ଦେବା ପାଇଁ ଦାବି

22-Dec-2021



ପାଟଣାଗଡ଼ : ସରକାର ବର୍ତ୍ତମାନ ସରକାରୀ ଉଚ୍ଚ ବିଦ୍ୟାଳୟ ମାନଙ୍କୁ ୫ଟି ତଥା ମୋ ସରକାର ଯୋଜନାରେ ସାମିଲ କରିଛନ୍ତି। ସେଥିପାଇଁ କୋଟି କୋଟି ଟଙ୍କା ବିନିଯୋଗ କରୁଥିବା ଜଣାପଡିଛି। କିନ୍ତୁ ବିଦ୍ୟାଳୟ ମାନଙ୍କୁ ସ୍ମାର୍ଟ କରିଦେଲେ କ'ଣ ହେବ ସ୍ମାର୍ଟ ହେବାକୁ ହେଲେ ପାଠପଢ଼ା ମଧ୍ୟ ସ୍ମାର୍ଟ ହେବା ଦରକାର। ତତ୍ ସଙ୍ଗେ ସଙ୍ଗେ ବିଦ୍ୟାଳୟ ମାନଙ୍କୁ ଭରପୁର ଶିକ୍ଷକ ରଖିବା ନିହାତି ଆବଶ୍ୟକ। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ କାନୁଟ ସରକାରୀ ଉଚ୍ଚ ବିଦ୍ୟାଳୟ ମଧ୍ୟ ୫ଟି ଅନ୍ତର୍ଭୁକ୍ତ। କିନ୍ତୁ ଦୁଃଖର ବିଷୟ କହିବା କୁ ଗଲେ ପ୍ରଧାନ ଶିକ୍ଷକ ନାହାନ୍ତି। ଏହି ବିଦ୍ୟାଳୟଟି ୧୯୭୮ ମସିହାରେ ସ୍ଥାପିତ ହୋଇଥିଲା ଏବଂ ଏହା ବେଲପଡା ବ୍ଳକ ର ୧୫ ଖଣ୍ଡ ଗାଁର ବିଦ୍ୟାଳୟ ଭାବେ ପରିଚିତ। ଏବେ ପ୍ରତ୍ୟେକ ପଞ୍ଚାୟତ ରେ ଉଚ୍ଚ ବିଦ୍ୟାଳୟ ନିର୍ମାଣ ହୋଇଥିଲେ ସୁଦ୍ଧା ବର୍ତ୍ତମାନ ଏଠାରେ ୩୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପାଠ ପଢ଼ୁଥିବା ଦେଖିବାକୁ ମିଳୁଛି। ଅନେକ ଦିନରୁ ଦୁଇ ତିନି ବର୍ଷ ହେଲା ଏଠାରେ ପ୍ରଧାନ ଶିକ୍ଷକ ନାହାନ୍ତି ବୋଲି ଅଞ୍ଚଳବାସୀ ଙ୍କ ମନରେ ଅସନ୍ତୋଷ ଦେଖାଦେଇଛି।ଏ ବିଷୟରେ ଅନେକ ଥର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ। ଜଣେ ମହିଳା ଶିକ୍ଷୟିତ୍ରୀ ଏଠାରେ ପ୍ରଧାନ ଶିକ୍ଷକ ଦାୟିତ୍ବରେ ଥିବା ବେଳେ ସେ ବିଦ୍ୟାଳୟ ର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରିବାରେ ଅସମର୍ଥ ବୋଲି ଗ୍ରାମର ଭଦ୍ରବ୍ୟକ୍ତି ମାନେ ମନ୍ତବ୍ୟ ଦେଇଛନ୍ତି। ଏଥିପ୍ରତି ଜିଲ୍ଲା ପ୍ରଶାସନ ଧ୍ୟାନ ଦେଇ ଏଠାରେ ଜଣେ ପ୍ରଧାନଶିକ୍ଷକ ନିଯୁକ୍ତି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like