-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ଠାରେ ରାଜ୍ୟସ୍ତରୀୟ ଶୀତଉତ୍ସବ ର ମଜା ଉଠାଇଲେ ଦର୍ଶକ

23-Dec-2021



(ପଦ୍ମପୁର) > ପଦ୍ମପୁର ରି-କ୍ରିଏସନ ସେଣ୍ଟର ଠାରେ ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଭୁବନେଶ୍ଵର ପକ୍ଷରୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ବରଗଡ଼ର ମିଳିତ ସହଯୋଗ ରେ ପ୍ରଥମ ଦିବସରେ ଶୀତଉତ୍ସବ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ଓଡ଼ିଶା ର ମାନ୍ୟବର ମନ୍ତ୍ରୀ ଶ୍ରୀମାନ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀ ରଞ୍ଜନ କୁମାର ଦାସ(ଭା.ପ୍ର.ସେ) ବରେଣ୍ୟ ଅତିଥି ଭାବେ ଯୋଗଦାନ କରି ମାଁ ସମଲେଶ୍ଵରୀ ଓ ଜଗତ ର ନାଥ ଶ୍ରୀ ଜଗନ୍ନାଥ ଙ୍କ ପ୍ରତିକୃତି ରେ ମାଲ୍ୟାର୍ପଣ କରି ଦୀପ ପ୍ରଜ୍ବଳନ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ ‌। ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏବଂ ମାନ୍ୟବର ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଉଭୟେ ଉତ୍ସବକୁ ଉଦଘାଟନ କରିଥିଲେ । ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ର ସଚିବ ଶ୍ରୀଯୁକ୍ତ ପ୍ରବୋଧ ରଥ ସ୍ବାଗତ ଓ ପ୍ରାରମ୍ଭିକ ଭାଷଣ ପ୍ରଦାନ କରିଥିଲେ । ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ସୁଶାନ୍ତ ସିଂ ଭାଷଣ ପ୍ରସଙ୍ଗରେ ସଂସ୍କୃତି ସମ୍ପନ୍ନ ସହର ପଦ୍ମପୁର ର ସାଂସ୍କୃତିକ ବିକାଶ ପାଇଁ ସବୁକିଛି ସହଯୋଗ କରିବାପାଇଁ ପ୍ରକାଶ କରିଥିଲେ । ଏଇ ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏକ ନାଟ୍ୟ ମଣ୍ଡପ ନିର୍ମାଣ ହେବାପାଇଁ ଘୋଷଣା କରିଥିଲେ । ପରେ ମଧୁସ୍ମିତା ଦାସଙ୍କ ସଂଯୋଜନା ରେ ଅନୁଗୁଳ ର ଶ୍ରୀମତୀ ସ୍ବପ୍ନାରାଣୀ ସିହ୍ନା ଓ ସାଥୀ ଓଡ଼ିଶୀ ନୃତ୍ୟ ଏବଂ ଅନ୍ୟାନ୍ୟ ନୃତ୍ୟ ଦଳର କଳାକାର ମାନେ ତାଙ୍କ କଳା ପ୍ରଦର୍ଶନ କରି ଦର୍ଶକ ଙ୍କ ମନମୋହୀ ନେଇଥିଲେ

ଉଦଯାପନୀ ଦ୍ୱିତୀୟ ଦିବସ ର ସାଂଧ୍ୟ ରଜନୀ ରେ ଓଡ଼ିଶା ସଂଗୀତ ଏକାଡେମୀ ର ସଚିବ ଶ୍ରୀମାନ ପ୍ରବୋଧ ରଥଙ୍କ ପରିଚାଳନା ରେ ଆୟୋଜିତ ଶୀତ ମହୋତ୍ସବ ରେ ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ସମ୍ବଲପୁର ଡ. ସୁରେଶ ଚନ୍ଦ୍ର ଦଳାଇ(ଭା.ପ୍ର.ସେ) ମୁଖ୍ୟଅତିଥି, ବିଶିଷ୍ଟ କଣ୍ଠଶିଳ୍ପୀ ତଥା ପଦ୍ମଶ୍ରୀ ଜିତେନ୍ଦ୍ରିୟ ହରିପାଲ, ନାଟ୍ୟକାର ଶ୍ରୀମାନ ଅଶୋକ କୁମାର ବହିଦାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମାଁ ସମଲେଶ୍ଵରୀ ଓ ଶ୍ରୀଜଗନ୍ନାଥ ଙ୍କ ପ୍ରତିକୃତି ରେ ମାଲ୍ୟାର୍ପଣ କଲାପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା lମୁଖ୍ୟଅତିଥି ଡ.ଦଳାଇ ତାଙ୍କ ଅଭିଭାଷଣରେ ସରକାରୀ ସ୍ତରରେ କଳା ଓ କଳାକାର ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାର ଯେଉଁସବୁ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସେ ଉପରେ ତାଙ୍କ ମନ୍ତବ୍ୟ ରଖିଥିଲେ lନାଟ୍ୟକାର ଶ୍ରୀମାନ ବହିଦାର ରାଜ୍ୟ ସରକାର ଙ୍କ ପକ୍ଷରୁ ଶୀତ ମହୋତ୍ସବ ଭଳି ଏକ ନିଆରା ପ୍ରୟାସ ପଦ୍ମପୁର ସ୍ଥିତ ରିକ୍ରିଏସନ୍ ସେଣ୍ଟର ଠାରେ ଆୟୋଜିତ ହୋଇଥିବାରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ର ସମସ୍ତ କର୍ମଚାରୀ ମାନଙ୍କୁ କୃତଜ୍ଞତା ଜଣାଇଥିଲେ lପରେପରେ ଉଦଘୋଷିକା ମଧୁସ୍ମିତା ଦାଶ ଙ୍କ ସଂଯୋଜନା ରେ ଭୂବନେଶ୍ୱର ମୟୁର ଆର୍ଟ ସେଣ୍ଟର ର କଳାକାର ମାନେ ଛଉ ନୃତ୍ୟ, ଭୁବନେଶ୍ୱର ରୁ ଆସିଥିବା ଶ୍ରୀ ଚିତ୍ରସେନ ସ୍ବାଇଁ ଏବଂ ତାଙ୍କ ସାଥି  ମାନେ ଗୋଟିପୁଅ ନୃତ୍ୟ,ରାୟଗଡ଼ା ଶ୍ରୀ ଜେ.ଶୁକାନ୍ତ ଓ ତାଙ୍କ ସାଥି ଲୋକ ନୃତ୍ୟ, ସମ୍ବଲପୁର ର ବିଶିଷ୍ଟ ସମ୍ବଲପୁରୀ କଣ୍ଠଶିଳ୍ପୀ ପଦ୍ମଶ୍ରୀ ଜିତେନ୍ଦ୍ରିୟ ହରିପାଲ ଓ ତାଙ୍କ ସାଥି ଲୋକ ସଙ୍ଗୀତ ପରିବେଷଣ କରି ଦର୍ଶନ ମାନଙ୍କ ମନ ଜିଣି ନେଇଥିଲେ lପ୍ରବଳ ଶୀତ ପ୍ରକୋପ ଥିବା ସତ୍ତ୍ବେ ମଧ୍ୟ ଆୟୋଜିତ ରାଜ୍ୟ ସ୍ତରୀୟ ଶୀତ ମହୋତ୍ସବ ପରି ଏଇ ସୁନ୍ଦର କାର୍ଯ୍ୟକ୍ରମ କୁ ଉପସ୍ଥିତ ଦର୍ଶକ ମାନେ ଭରପୁର ମଜା ଉଠାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like