-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ

23-Dec-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ସହଯୋଗ ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା କମିଟି, ବାଲ୍ୟ ବିବାହ ଟାସ୍କ ଫୋର୍ସ ଇତ୍ୟାଦିର କାର୍ଯ୍ୟକ୍ରମ ଉପରେ ବିଶେଷ ଆଲୋଚନା କରାଯାଇଥିଲା l ସୁବର୍ଣ୍ଣପୁର ଜିଲ୍ଲାରେ ଏକ୍ସନ ଏଡ଼ ଓ ଜିଲ୍ଳା ପ୍ରଶାସନ ମିଳିତ ସହଯୋଗରେ ବାଲ୍ୟ ବିବାହକୁ ସମ୍ପୂର୍ଣ ନିରାକରଣ ନିମନ୍ତେ ପ୍ରଥମ କରି କିଶୋରୀ ବାଳିକା ମାନଙ୍କୁ ନେଇ ବାଲ୍ୟ ବିବାହ ପ୍ରତିରୋଧ ମଂଚ ଗଠନ କରାଯାଇଛି l ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ l ଆସନ୍ତା ୩ ମାସ ମଧ୍ୟରେ ଜିଲ୍ଲାର ପ୍ରତ୍ୟେକ ସ୍କୁଲରେ ସପ୍ତାହର ପ୍ରତ୍ୟେକ ଶୁକ୍ରବାର ଓ ଶନିବାର ଦିନ ବିଭିନ୍ନ ବିଭାଗର ମିଳିତ ସହଯୋଗରେ ପାଠ ପଢ଼ୁଥିବା ଓ ଅଧାରୁ ପାଠ ଛାଡ଼ିଥିବା ଛାତ୍ରଛାତ୍ରୀ ଏବଂ ତାଙ୍କର ଅଭିଭାବକ ମାନଙ୍କ ସହ ଜିଲ୍ଳା ପ୍ରଶାସନ ତରଫରୁ ଉପଯୁକ୍ତ ଶିକ୍ଷା ପ୍ରଦାନ, ବାଲ୍ୟ ବିବାହ ପ୍ରତିରୋଧ ଓ ବ୍ୟବହାରିକ ଜ୍ଞାନ ଉପରେ ପରାମର୍ଶ ପ୍ରଦାନ କରାଯିବ l ପୁନଶ୍ଚ କାର୍ଯ୍ୟକ୍ରମ କୁ ଆହୁରି ଲୋକାଭିମୁଖୀ ଓ ବ୍ୟାପକ କରିବl ନିମନ୍ତେ ଜିଲ୍ଲାର ପ୍ରତ୍ୟେକ ଧର୍ମାନୁଷ୍ଠାନର ପରିସରରେ ବାଲ୍ୟ ବିବାହ ନିରାକରଣ ପାଇଁ ସଚେତନତା ବାର୍ତ୍ତା ପ୍ରଦର୍ଶିତ କରାଯାଇ ଜନସାଧାରଣଙ୍କୁ ସଚେତନ କରାଯିବ l ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶିଶୁ କର୍ଣ୍ଣର ଉଦଘାଟିତ ହୋଇଯାଇଛି ଯାହାଦ୍ଵାରା  ଜିଲ୍ଲାପାଳଙ୍କୁ ସାକ୍ଷାତ କରିବାକୁ ଆସୁଥିବା ମାବାପା ଙ୍କ ସାଙ୍ଗରେ ଥିବା ଶିଶୁ ମାନେ ଉକ୍ତ ସ୍ଥାନରେ ଖେଳିବା, ବସିବା ସୁଯୋଗ ପାଇ ପାରିବେ l ଏହି ଅବସରରେ ବିଜୁ ଶିଶୁ ସୁରକ୍ଷା ଯୋଜନା ରେ ଲିସା ପାତ୍ର, ଅକ୍ଷମ ଦିଶିରୀ ଓ ପ୍ରତିଭା ନାଗଙ୍କୁ ୭୦୦୦ ଟଙ୍କାର ଆର୍ଥିକ ସହାୟତା ଦିଆଯାଇ ଥିଲା l ସେହିପରି ଆଶୀର୍ବାଦ ଯୋଜନା ରେ ୩୬୮ ଜଣ  ନୂତନ ହିତାଧିକାରୀଙ୍କୁ  ସାମିଲ କରାଯାଇଛି  l ଏ ପର୍ଯ୍ୟନ୍ତ ଜିଲ୍ଲାରେ ୮୦୬ ଜଣ ହିତାଧିକାରୀ ଏହି ଯୋଜନା ରେ ଆର୍ଥିକ ସହାୟତା ପ୍ରତି ମାସ ପାଉଛନ୍ତି l  ଆଜି ଏହି ଯୋଜନା ଅନ୍ତର୍ଗତ ଈଶାନ ନନ୍ଦ, ତୁଳସୀ ବେହେରା, ନନ୍ଦିନୀ ସାହୁ, ତୁଷାର ସାହୁ, ଚିକୁ ସାହୁ, ପୂଜା ମେହେରଙ୍କୁ ସ୍ୱତନ୍ତ୍ର ଯତ୍ନ ଶିଶୁ ପ୍ରମାଣ ପତ୍ର ଦିଆଯାଇଥିଲା l  ଆଜିକାର ଏହି  ସଭାକୁ ସୁବର୍ଣ୍ଣପୁର ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ  ପରିଚାଳନା କରିଥିଲା ବେଳେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ପିଡି, ଡି ଆର ଡି ଏ ଡୋଳାମଣି ପଟେଲ, ସହାୟକ ଜିଲ୍ଲାପାଳ ଈପସିତା ମିଶ୍ର, ସମାଜ କଲ୍ୟାଣ ଅଧିକାରିଣୀ ଗୌରମଣି ହାଁସଦା,ଜିଲ୍ଲା  ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ଣଣ ଭୋଇ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଶିଶୁ ମଙ୍ଗଳ କମିଟି ସଦସ୍ୟ ମଧୁ ପଧାନ, ରଂଜିତା ସାହୁ, ଆଦି ଯୋଗ ଦାନ କରି ନିଜ ନିଜର ବକ୍ତବ୍ୟ ରଖିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବାଲ୍ୟ ବିବାହ ପରାମର୍ଶ ଦାତା ଏକସନ୍ ଏଡ ରାକେଶ ପଧାନ, ଚାଇଲଡଲାଇନ ନିର୍ଦେଶକ ଅନଙ୍ଗ ନେଗୀ, ସଖୀ ର ପରିଚାଳିକା ରାଜଶ୍ରୀ ମହାନ୍ତି ପିପିଟି ମାଧ୍ୟମରେ ଆଲୋଚନା କରିଥିଲେ l ଏଥିରେ ଜିଲ୍ଲାର ସମସ୍ତ ସିଡ଼ିପିଓ ଯୋଗ ଦେଇଥିଲେ l ଶେଷରେ ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like