-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ରୋଗୀ କଲ୍ୟାଣ ସମିତି ର ବାର୍ଷିକ ଅଧିବେଶନ

23-Dec-2021



ପଦ୍ମପୁର:- ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ରୋଗୀ କଲ୍ୟାଣ ସମିତି ର ବାର୍ଷିକ ଅଧିବେଶନ ସ୍ଥାନୀୟ ଡାକ୍ତରଖାନା ପରିସରରେ ଥିବା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି lପ୍ରାରମ୍ଭେ ଆଗତ ଅତିଥି ମାନଙ୍କୁ ତଥା ରୋଗୀ କଲ୍ୟାଣ ସମିତି ରେ ଜଡିତ ସଭ୍ୟ ସଭ୍ୟା ମାନଙ୍କୁ ଡାକ୍ତରଖାନାରେ କାର୍ଯ୍ୟରତ ବିପିଏମ ଶ୍ରୀ ରେବତୀ ମୋହନ ଜେନା ସ୍ୱାଗତ ସମ୍ବର୍ଦ୍ଧନା ସହ ସଭାଗୃହ କୁ ପାଛୋଟି ନେଲାପରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ lଏହି ଅଧିବେଶନ ରେ ପଦ୍ମପୁର ନିର୍ବାଚନ ମଣ୍ଡଳୀ ର ବିଧାୟକ ଶ୍ରୀମାନ ବିଜୟ ରଞ୍ଜନ ସିଂ ବରିହା ଙ୍କ ନିର୍ଦ୍ଦେଶ କ୍ରମେ ପାଇକମାଳ ବ୍ଳକ ବିଜୁଜନତା ଦଳ ର ସଭାପତି ଶ୍ରୀମାନ ରାଜେନ୍ଦ୍ର ରାଉତ, ପାଇକମାଳ ବ୍ଳକ ଅଧ୍ୟକ୍ଷ ଅଲତାପ ମହମ୍ମଦ, ବିଧାୟକ ଙ୍କ ପ୍ରତିନିଧି ଶ୍ରୀମାନ ହୃଦାନନ୍ଦ ବାରିକ,ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ମେଡିକାଲ ଅଫିସର ଡାକ୍ତର ସୈାମ୍ୟରଞ୍ଜନ ଦାସ ଯୋଗଦେଇ  ବର୍ଷ ତମାମ ର ଖସଡ଼ା ପ୍ରସ୍ତୁତି ସହ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ସାମୁହିକ ବିକାଶ ଦିଗରେ

ଆଗାମୀ ଦିନରେ ଅନେକ କିଛି ଉନ୍ନୟନ ମୂଳକ କାର୍ଯ୍ୟ କରାଯିବ ବୋଲି ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ lଏହି ଅଧିବେଶନ ରେ ଅନ୍ୟମାନଙ୍କ ମଧ୍ୟରେ ପାଇକମାଳ ସି.ଡି.ପି.ଓ କାନ୍ତିଲତା ସାହୁ, ମହିଳା ପରିଦର୍ଶିକା ମେରିୟମ କୁଲୁ,ରୋଗୀକଲ୍ୟାଣ ସମିତି ର ସଭ୍ୟ କୁମୁଦ ବାଗ, ଆଶିଷ ନାଏକ,କ୍ଷୀତି ସାହୁ,ଉଗ୍ରେସନ ସାହୁ, ଗୋଷ୍ଠୀ ତଥ୍ୟ ପରିଚାଳକ ଶ୍ରୀମାନ ସଞ୍ଜିବ କୁମାର ମେହେର,ଏକାଉଟେନ୍ ସୁବ୍ରତ ବିଶ୍ୱାଳ, ଫାର୍ମାସିଷ୍ଟ ଚିତ୍ତରଞ୍ଜନ ଦାଶ ପ୍ରମୁଖ ଆଲୋଚନା ରେ ଅଂଶଗ୍ରହଣ କରି ଡାକ୍ତରଖାନା ର ଅଭାବ ଅସୁବିଧା ସମ୍ପର୍କରେ ମତାମତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like