-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||      ବରପାଲି ସରସ୍ବତୀ ମହିଳା ସଂଘ ପକ୍ଷରୁ ବିଶ୍ଵ ମହିଳା ଦିବସ ପାଳିତ   (09-Mar-2026)       ||      *ଅସ୍ତିତ୍ବ ଖୋଜୁଛି ଡାବୁଗାଁର ଅଙ୍ଗୀ ନଦୀ*   (09-Mar-2026)       ||      ଜାମପାଲି ଗ୍ରାମରେ ଶୋକାକୁଲ ପରିବେଶ,ବୋଲେରୋ ଧକ୍କାରେ ଉଜୁଡ଼ିଗଲା ଗୋଟିଏ ପରିବାରର ୪ସଦସ୍ୟଙ୍କ ଜୀବନ   (09-Mar-2026)       ||      *ତରଭା ବ୍ଲକ୍‌ରେ ଜିଲ୍ଲାପାଳ ଓ ଆରକ୍ଷି ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣିି*-   (09-Mar-2026)       ||     

HOME   ଜିଲ୍ଲା

ବ୍ରଜକିଶୋର ଦକ୍ଷୀଣକବାଟ ଙ୍କ ଦେହାନ୍ତ ପରେ ଜପକୁଦ ଫାଣ୍ଡି ଅଞ୍ଚଳରେ ଶୋକର ଛାୟା

23-Dec-2021



ଖୋର୍ଦ୍ଧା: ବ୍ରଜକିଶୋର ଦକ୍ଷୀଣକବାଟ   ଙ୍କ ଆଜି ସକାଳ ଆଠଟା ସମୟରେ ଖୋର୍ଦ୍ଧା ମେଡିକାଲ ରେ ଦେହାନ୍ତ ଘଟିଛି। ସୁଚନା ମୁତାବକ ଦୀର୍ଘ ଦିନ ହେବ ସେ କ୍ୟାନ୍ସର ରୋଗରେ ପୀଡିତ ଥିବା କାରଣରୁ ଆଜି ତାଙ୍କର ମୃତ୍ୟୁ ଘଟିବା ପରେ ତାଙ୍କ ପାର୍ଥିବ ଶରୀରକୁ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଠାରେ ଅନ୍ତିମ ସଂସ୍କାର କରାଯାଇଛି। ସେ ଖାଲି ଜଣେ ସଚ୍ଚୋଟ ପୋଲିସ ଅଧିକାରୀ ନଥିଲେ ବରଂ ସମାଜ ପାଇଁ ଜଣେ ପରୋପକାରୀ ବନ୍ଧୁ ମା ପାଇଁ ପୁଅ ଟିଏ , ଦୁଃଖୀ ପାଇଁ ସାଥୀ ଟିଏ ଥିଲେ ।ସେ ଯେଉଁ ଥାନା ଫାଣ୍ଡି କୁ ଯାଇଥାନ୍ତି ସେ ଅଞ୍ଚଳର ଲୋକମାନେ ତାଙ୍କୁ ଝୁରନ୍ତି।ସେ ତାଙ୍କ ଶେଷ କାର୍ଯ୍ୟ କୁ ଗତ ୧୨/୦୫/୨୦୧୮ ରୁ ୧୪/୦୬/୨୦୨୧ ପର୍ଯ୍ୟନ୍ତ ଜପକୁଦ ଫାଣ୍ଡି ଅଞ୍ଚଳରେ କଟାଇଥିଲେ ସ୍ଵାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ସାଲେପୁର ଥାନା କୁ ବଦଳି କରାଯାଇଥିବା ବେଳେ ସେ ଛୁଟିରେ ରହି ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କର ମୃତ୍ୟୁ ଘଟିଛି।ସେ ଜଣେ କର୍ତ୍ତବ୍ୟ ବାନ୍ ସଚ୍ଚୋଟ ପୋଲିସ ଅଧିକାରୀ ଭାବରେ ଜପକୁଦ ଫାଣ୍ଡି ଅଞ୍ଚଳରେ ବେଶ ସୁନାମ ଅର୍ଜନ କରିଛନ୍ତି। ସେ ତାଙ୍କ ସଚ୍ଚୋଟ ପଣିଆ ପାଇଁ ବହୁ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ ହୋଇଥିବାବେଳେ କରୋନା ମହାମାରୀ ସମୟରେ ତାଙ୍କର ମହାନତା ପାଇଁ ଓଡ଼ିଶା ବ୍ରାହ୍ମଣ ସମିତି ଓ ରାଷ୍ଟ୍ରୀୟ ବ୍ରାହ୍ମଣ ମହାସସ୍ଥା ପକ୍ଷରୁ ତାଙ୍କୁ କୋଭିଡ୍ ୧୯ ଯୋଦ୍ଧା ଭାବେ ସମ୍ମାନୀତ କରାଯାଇଥିଲା। ତାଙ୍କର ମୃତ୍ୟୁ ଖବର ପାଇ ଓଡ଼ିଶା ବ୍ରାହ୍ମଣ ସମିତି ର ସଭାପତି ପ୍ରାଚାର୍ଯ୍ୟ ମନୋଜ ପାଣିଗ୍ରାହୀ, ଆଚାର୍ଯ୍ୟ ଅଶୋକ କୁମାର ମିଶ୍ର, ପଣ୍ଡିତ ସର୍ବଶ୍ରୀ ଅରୁପା ନନ୍ଦ କର,  ରାଜେନ୍ଦ୍ର ଦାଶ, ଦୀପକ କୁମାର ଷଡଙ୍ଗୀ, ଅମିୟ ରଞ୍ଜନ ଶତପଥୀ,  ନାରାୟଣ ତ୍ରୀପାଠୀ, କାଳୀଚରଣ ମିଶ୍ର ବ୍ୟାମୋକେଶ ଉପାଧ୍ୟାୟ, ମଦନମୋହନ ଦାଶ,ଶରତ ଚନ୍ଦ୍ର କର ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026
  ଜିଲ୍ଲା  
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    10-Mar-2026
  ଜିଲ୍ଲା  
୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   10-Mar-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   10-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026
  ଜିଲ୍ଲା  
ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   10-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍   10-Mar-2026
  ଜିଲ୍ଲା  
ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   10-Mar-2026
  ରାଜ୍ୟ  
ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   10-Mar-2026

You Might Also Like