-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଖବରକାଗଜ ହକର୍ ମାନଙ୍କପାଇଁ ୬୦୦୦ ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଶୁଭାରମ୍ଭ

23-Dec-2021



କଳାହାଣ୍ଡି (ସଞ୍ଜିବ ଦାସ)
ଭବାନୀପାଟଣାଠାରେ ଭର୍ଚୁଆଲ ମୋଡରେ ଯୋଡ଼ିହେଲେ କଳାହାଣ୍ଡିର ୨୦ ଜଣ ହକର୍।
ଭବାନୀପାଟଣା ତା ୨୩.୧୨.୨୦୨୧: ଆଜି ସ୍ଥାନୀୟ ଓସ୍ୱାନ କେନ୍ଦ୍ରରେ ଦିନ ୧୧.୩୦ ମିନିଟ ସମୟରେ ଜିଲ୍ଲାପାଳ ଡ଼ ଗାଭାଲି ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ହକରମାନଙ୍କୁ ସ୍ଵତନ୍ତ୍ର କୋଭିଡ ସହାୟତା ରାଶିର ଶୁଭାରମ୍ଭ ଭର୍ଚୁଆଲ କାର୍ଯକ୍ରମ ରେ ଯୋଡ଼ି ହେଲେ କଳାହାଣ୍ଡି ଜିଲ୍ଲାର ୨୦ ଜଣ ହକର୍। ଏହି କାର୍ଯକ୍ରମ ରେ ଖବରକାଗଜ ବିତରକ ଉପସ୍ଥିତ ରହି ରାଜ୍ୟ ସରକାରଙ୍କର ୬୦୦୦ ଟଙ୍କା ସହାୟତା ରାଶି କୁ ଭୂୟସୀ ପ୍ରଶଂସା କରିଛନ୍ତି।ପ୍ରକାଶ ଯେ ଗତ ୩୦.୧୧.୨୦୨୧ ତାରିଖ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ବାଦପତ୍ରର ବିତରକ ମାନଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଥିଲେ। ସୂଚନା ଓ ସମ୍ବାଦ ପ୍ରସାରଣ ରେ ଖରା ବର୍ଷା ଓ ଶୀତ କୁ ଖାତିର ନ କରି ବିଶେଷତ କୋଭିଡମହାମାରୀ ସମୟରେ ସମସ୍ତଙ୍କ ପାଖରେ ସମ୍ବାଦପତ୍ର ପହଞ୍ଚାଇବା ଦାୟିତ୍ଵ କୁ ନିଷ୍ଠାର ସହ ପାଳନ କରିବା କାର୍ଯ୍ୟକୁ ଦୃଷ୍ଟି ରେ ରଖି ଏହି ସହାୟତା ଘୋଷଣା ହୋଇଥିଲା।
ଏଥିପାଇଁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ କଳାହାଣ୍ଡି ତରଫରୁ ଜିଲ୍ଲା ର ସମସ୍ତ ହକର୍ ମାନଂକ ଠାରୁ ଦରଖାସ୍ତ ଗ୍ରହଣ କରି ରେଜିଷ୍ଟ୍ରେସନ କରି ବିଭାଗ କୁ ପ୍ରେରଣା କରାଯାଇଥିଲା। ଜିଲ୍ଲାର ମୋଟ ୮୭ ଜଣ ହକର ଏହି ୬୦୦୦ଟଙ୍କା ସହାୟତା ରାଶି ସହ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ବିଭିନ୍ନ ସୁବିଧା ପାଇପାରିବେ। ଏହା ବ୍ୟତୀତ ହକର ମାନେ ଦୁର୍ଘଟଣା ରେ ମୃତ୍ୟୁ ହେଲେ ୨ ଲକ୍ଷ ଟଙ୍କା, ପ୍ରାକୃତିକ ମୃତ୍ୟୁ ରେ ୧ ଲକ୍ଷ, ଦୁର୍ଘଟଣା ଜନିତ ସମ୍ପୂର୍ଣ ଅକ୍ଷମ ହେଲେ ୧.୫ ଲକ୍ଷ ଏଭଳି ଅନେକ ସୁବିଧା ତାଙ୍କ ପରିବାରଙ୍କୁ ଦିଆଯିବ। ବର୍ତମାନ ହକର୍ ମାନଙ୍କ ପାଇଁ ପରିଚୟ ପତ୍ର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଦ୍ଵାରା ପ୍ରସ୍ତୁତ ହୋଇଯାଇଛି ଏବଂ ଏହା  ବଣ୍ଟନ କରାଯିବ। ଉପସ୍ଥିତ ଖବରକାଗଜ ବିତରକ ମାନେ ନିଜ ପ୍ରତିକ୍ରୟାରେ ମୁଖ୍ୟମନ୍ତ୍ରୀ ଙ୍କ ଏହି ସହାୟତା ରାଶିକୁ ଭୂୟସୀ ପ୍ରଶଂସା କରିଥିଲେ 
ଏହି ଭର୍ଚୁଆଲ ମୋଡ କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ମନୋଜ କୁମାର ବେହେରା,ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ନରେନ୍ଦ୍ର ରାଇକ,ଅତିରିକ୍ତ ଜିଲ୍ଲା ଶ୍ରମ ଅଧିକାରୀ ସୁଶାନ୍ତ କୁମାର ପାଇକରାୟ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like