-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଅତି ଦୟନୀୟ ଅବସ୍ଥାରେ ଜୀବନ ବିତାଉଛନ୍ତି ବିଲାସିନୀ

23-Dec-2021



ପାଟଣାଗଡ଼// ସରକାର ଗରିବ ନିରିହ ଲୋକଙ୍କ ରକ୍ଷଣାବେକ୍ଷଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ ମାନଙ୍କ ଅଣଦେଖା ଯୋଗୁଁ ଆଜି ଦିନରେ ମଧ୍ୟ ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।କାହା ପାଖରେ ରହିବାକୁ ଜାଗା ନାହିଁ ତ କିଏ ଗଣ୍ଡାଏ ଖାଦ୍ୟ ପାଇଁ ଆଉଟୁ ପାଉଟୁ ହେଉଥିବା ଦେଖିବାକୁ ମିଳେ। ବେଳେ ବେଳେ ଲୋକେ ଖାଇବାକୁ ନ ପାଇ ଅନାହାର ରେ ମୃତ୍ୟୁ ବରଣ କରୁଛନ୍ତି। ଏପଟେ ସରକାର ବାହାଦୁର କେହି ଭୋକିଲା ରହିବେ ନାହିଁ କି କାହାର ବାସଗୃହ ପାଇଁ ଚିନ୍ତା କରୁନ୍ତୁ ନାହିଁ ବୋଲି ନାରାବାଜି ଦେଉଛନ୍ତି। ସୂଚନା ଅନୁସାରେ ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ନାନ୍ଦୁପଲା ଗାଁ ରେ  ରୁହନ୍ତି ବିଲାସିନୀ ବେହେରା। ତିନି ଗୋଟି କୁନି କୁନି ଝିଅ କୁ ଧରି ସେ ଅତି ଦୟନୀୟ ଅବସ୍ଥାରେ ଜୀବନ ବିତାଉଛନ୍ତି। ଗତ ବର୍ଷ ବାଇକ୍ ଦୁର୍ଘଟଣା ରେ ତାଙ୍କ ସ୍ବାମୀ ଆଶାଲାଲ ବେହେରା ମୃତ୍ୟୁ ବରଣ କରିଥିଲେ।ସେ ସିନା ଆରପାରିକୁ ଚାଲିଗଲେ ହେଲେ ବିଲାସିନୀ ଦେଇଗଲେ ଦୁଃଖ।୮ବର୍ଷ,୬ବର୍ଷ, ଓ ୨ ବର୍ଷ ର ତିନି ଝିଅଙ୍କୁ ନେଇ ବେଳେ ଖାଇ ବେଳେ ରହି ଦିନ କାଟୁଛନ୍ତି। ନାଁ ତାଙ୍କ ପାଖରେ ରହିବାକୁ ଘର ଖଣ୍ଡିଏ ଅଛି ନାଁ ବିଧବା ଭତ୍ତା ମିଳୁଛି।ସେ ଛୁଆ ମାନଙ୍କୁ ଧରି ଗାଁ ଦାଣ୍ଡରେ ଝାଡ଼ୁମାରି ଲୋକ ଙ୍କ ଠାରୁ କିଛି

ସହାୟତା ପାଇଥାନ୍ତି। ଘର ଖଣ୍ଡିଏ ନଥିବା ହେତୁ ନାନ୍ଦୁପଲା ସରପଞ୍ଚ ସୁରେଶ ପୂଜାରୀ ଙ୍କ ଆଶ୍ରୟ ନେଇ ବଞ୍ଚିଛନ୍ତି ।ସରପଞ୍ଚ ମଧ୍ୟ ଅନେକ ଥର ବିଧବା ଭତ୍ତା ପାଇଁ ବ୍ଳକ ପ୍ରଶାସନ ର ଅବଗତ କରାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିନାହିଁ।ସରପଞ୍ଚ ଆବାସ ଗୃହ ଟିଏ ଦେବାକୁ ଇଚ୍ଛୁକ କିନ୍ତୁ ଗୃହ ନିର୍ମାଣ କରିବା ପାଇଁ ତାଙ୍କ ପାଖରେ ଜାଗା ନାହିଁ। ଏଭଳି ପରିସ୍ଥିତି ରେ କେହି ସମ୍ପର୍କୀୟ ମାନେ ମଧ୍ୟ ସହଯୋଗ କରୁନାହିଁ ବୋଲି ସେ କୋହଭରା କଣ୍ଠରେ କହିଛନ୍ତି। ଏଭଳି ବେସାହାରା ବିଧବା ମହିଳା ଙ୍କୁ ଜିଲ୍ଲାପାଳ ମହୋଦୟ ଦୃଷ୍ଟି ଆକର୍ଷଣ କରି ସୁବ୍ୟବସ୍ଥା କରନ୍ତୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like