-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

ଆଶ୍ରମ ବିଦ୍ୟାଳୟ ୧୯୫୧ ରୁ ସ୍ଥାପିତ ହୋଇ ଏଯାବତ ନାହିଁ ଛାତ୍ରୀ ନିବାସ ।

24-Dec-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ମିଳିତ ସହଯୋଗରେ ଶିକ୍ଷା ର ବିକାଶ ପାଇଁ ଗ୍ରାମାଞ୍ଚଳ ରେ  କୋଟିକୋଟି ଟଙ୍କା ବ୍ୟୟ ହେଉଛି | ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ଜିଲ୍ଲାରେ  ଶିକ୍ଷାର ବିକାଶ ପାଇଁ ଡିଜିଟାଲ ଶ୍ରେଣୀଗୃହ କାର୍ଯ୍ୟ ଚାଲିଥିବା ବେଳେ ତାହାର ଏକ ନଗ୍ନ ଚିତ୍ର ଦେଖିବାକୁ ମିଳିଛି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ । ଏପଟେ ଆଦିବାସୀ ହରିଜନ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଶ୍ରମ ବିଦ୍ୟାଳୟ ସରକାର ଖୋଲିଥିବା ବେଳେ ତାହାର ବିକାଶ ଉପରେ ଗୁରୁତ୍ବ ଦେବାକୁ ଭୁଲି ଯାଉଥିବା  ଭଳି ଏହି ଚିତ୍ରରୁ ଅନୁମାନ କରାଯାଉଛି ।

ଏଭଳି ଏକ ଅଭିଯୋଗ ଆସିଛି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଳକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ  ମାଇଛେଳି ପଂଚାୟତରୁ | ଉକ୍ତ ପଞ୍ଚାୟତର ଗୋହିରି ବାଦୁ ଆଶ୍ରମ ବିଦ୍ୟାଳୟ | ୧୯୫୧ ମସିହାରେ ସ୍ଥାପିତ ଉକ୍ତ ବିଦ୍ୟାଳୟ ଟି ବର୍ତମାନ  ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ୧୨୦ ଛାତ୍ରଛାତ୍ରୀ ପଢୁଛନ୍ତି | ଆବଶ୍ୟକ

ଶ୍ରେଣୀ ଗ୍ରୁହ ନଥିବା ବେଳେ ଏଯାବତ ଛାତ୍ରୀନିବାସ ନଥିବା ହେତୁ ଦୂରଦୂରାନ୍ତ ର ଛାତ୍ରୀ ମାନେ ରହିବା ପାଇଁ ହନ୍ତସନ୍ତ ହେଉଛନ୍ତି | ବିଦ୍ୟାଳୟ ପାଚେରୀ ଅବସ୍ଥା କହିଲେ ନସରେ |  ଖେଳ ପଡିଆର ଅଭାବ ହେତୁ ବିଦ୍ୟାର୍ଥୀ ମାନେ ମନୋରଞ୍ଜନ ରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି | ଏହିଭଳି ଅନେକ ଅସୁବିଧାରେ ଚାଲିଥିବା   ଆଶ୍ରମ ବିଦ୍ୟାଳୟ ପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାପାଇଁ ଅଞ୍ଚଳବାସୀ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like