-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ବ୍ଲକରେ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମ ତ୍ୱରାନ୍ୱିତ

24-Dec-2021



ବୀରମହାରାଜପୁର(ପ୍ରେରଣା ଖବର) ,  : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲରେ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାକୁ ପ୍ରୟାସ କରାଯାଇଛି । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ସାଧନକର୍ମୀ ଚନ୍ଦ୍ରମଣି ବାଘ, ବିସିସି ବଳରାମ ପୁରୋହିତ ପ୍ରମୁଖ ବ୍ଲକର ବିଭିନ୍ନ ସ୍କୁଲକୁ ପରିଦର୍ଶନ କରି ସ୍କୁଲ, ଜିଲ୍ଲା ଏବଂ ରାଜ୍ୟ ସ୍ତରରେ ଆୟୋଜିତ ହେଉଥିବା ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ବିଷୟରେ ଜୁନିଅର ରେଡକ୍ରସ ୟୁନିଟ ସଦସ୍ୟ ମାନଙ୍କ ସହିତ ଆଲୋଚନା କରିଥିଲେ । ବିଦ୍ୟାଳୟ ସ୍ତରରେ ରେଡକ୍ରସ ଭିଜିବିଲିଟ ମେସେଜ, ପ୍ରାଥମିକ ଚିକିତ୍ସା ଶିକ୍ଷାର ପ୍ରସାର, ସଡକ ସୁରକ୍ଷା, ସବଷ୍ଟାନସ୍‌ ଆବ୍ୟୁଜ , ଶିଶୁ ସୁରକ୍ଷା,ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା, ହାତଧୋଇବାର ଉପକାରିତା ଭଳି ବିଭିନ୍ନ ଗଠନ ମୂଳକ ପ୍ରସଂଗରେ କିଭଳି ଛାତ୍ରଛାତ୍ରୀମାନେ ଅବଗତ ହେବେ ସେ ବିଷୟରେ ଯୋଜନା କରାଯାଇଥିଲା । କାର୍ଯ୍ୟକ୍ରମରେ ବିରମହାରାଜପୁର ବାଳକ ହାଇସ୍କୁଲର ପ୍ରଧାନଶିକ୍ଷକ ବେଦ୍ୟନାଥ କର୍ଣ୍ଣ, ବିରମହାରାଜପୁର ବାଳିକା ହାଇସ୍କୁଲର ସସ୍ମିତା ଦେହେରୀ, ଉଫୁଲା ସ୍କୁଲର ବୃନ୍ଦାବନ ଭୋଇ, ମୁରଷୁଣ୍ଢି ହାଇସ୍କୁଲର କାଳିଆ କର୍ମି, ଆଦର୍ଶ ଗଣପିତ ସ୍କୁଲର ସାନ୍ତାନୁ ମହାକୁର, ଗାୟତ୍ରୀ ଆବାଶିକ ସ୍କୁଲର ପଙ୍କଜ ଖମାରୀ, ସୁବଳୟା ହାଇସ୍କୁଲର ସ୍ୱର୍ଣ୍ଣଲତା ବେହେରା, ସଂଗ୍ରାମପୁର ହାଇସ୍କୁଲର ମୀନାକ୍ଷୀ ହୋତା, କମିରା ହାଇସ୍କୁଲର ଲିଙ୍ଗରାନ ବେହେରା, କମିରା ଅପ ଗ୍ରେଡେଡ ସ୍କୁଲର ଦିଲ୍ଲୀପ କୁମାର ଚାନ୍ଦ,

ଅମାରପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା ଏବଂ ଏହି ସମସ୍ତ ସ୍କୁଲର ଜୁନିଅର ରେଡକ୍ରସ ପରାମର୍ଶଦାତା ବୈକୁଣ୍ଠ ନାୟକ, ଆନନ୍ଦଦାୟୀନୀ ସିଂ, ସଚ୍ଚିଦାନନ୍ଦ ବେରିହା, ବ୍ୟୋମକେଶ ପଣ୍ଡା, ଯୁଧିଷ୍ଠିର ଖମାରୀ, ମନୋରଂଜନ ବାଗ, ରଂଜିତ ପଧାନ, ବ୍ରହ୍ମାନନ୍ଦ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସଂପାଦକ ହିଂମାଶୁ ଶେଖର କର, ଉପସଭାପତି ଗତିକୃଷ୍ଣ ମିଶ୍ର ବ୍ଲକର ଜୁନିଅର ରେଡକ୍ରସ ୟୁନିଟ ଗୁଡିକ ତରଫରୁ ନିଆଯାଇଥିବା କାର୍ଯ୍ୟକ୍ରମର ପ୍ରଂଶସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like