-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ତେରାପଂଥ ଯୁବକ ପରିଷଦ ପକ୍ଷରୁ ରକ୍ତଦାନ ଶିବିର। ୪୦ ୟୁନିଟ ସଂଗ୍ରହ।

24-Dec-2021



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ ) ଅଖିଳ ଭାରତୀୟ ତେରାପଂଥ ଯୁବକ ପରିଷଦ ସିନ୍ଧେକେଲା ଶାଖା ପକ୍ଷରୁ ସ୍ଥାନୀୟ ଅଗ୍ରୱାଲ ଜୈନ ତେରାପଂଥ ଭବନ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ସର୍ବ ପ୍ରଥମେ ନମସ୍କାର ମହାମନ୍ତ୍ର ଉଚ୍ଚାରଣ ସହ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥିଲା । ଯୁବକ ପରିଷଦ ଅଧ୍ୟକ୍ଷ ପୀୟୂଷ ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଓଡିଶା ଜୈନ ତେରାପଂଥ ପ୍ରାନ୍ତୀୟ ସଭା ଅଧ୍ୟକ୍ଷ ମୁକେଶ ଜୈନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟି ଉକ୍ତ ଶିବିରର ଶୁଭ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ପ୍ରାନ୍ତୀୟ ସଭା କୋଷାଧ୍ୟକ୍ଷ ସୁଦର୍ଶନ ଜୈନ , ସହ ସଂପାଦକ ସୁନୀଲ ଜୈନ , ପୂର୍ବତନ ଅଧ୍ୟକ୍ଷ ଛତ୍ରପାଳ ଜୈନ , ସ୍ଥାନୀୟ ତେରାପଂଥ ସଭା ସମ୍ପାଦକ ପ୍ରସନ୍ନ ଜୈନ , ବରିଷ୍ଠ ତେରାପଂଥ ସ୍ରାବକ ପ୍ରବୀଣ ଜୈନ , ଡାକ୍ତର ବିଶ୍ୱାସ , ଯୁବକ ପରିଷଦର ପୂର୍ବତନ ଅଧ୍ୟକ୍ଷ ରାଜେଶ ଜୈନ ପ୍ରମୁଖ ଯୋଗଦେଇ ରକ୍ତଦାନ ଏକ ମହାଦାନ ବୋଲି ମତବ୍ୟକ୍ତ କରିଥିଲେ ।

ଶିବିରରେ ମୋଟ ୪୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ଡା: ଗଜେନ୍ଦ୍ର ନାଥ ରାଉତ , ଜୟରାମ ମଛଖଣ୍ଡ , ଅଫିସର ସାହୁ , ବିମଲ ହାତୀ , ଦିଲୀପ କୁମାର ସାହୁ , ଶ୍ରୀକାନ୍ତ ସାହୁ ପ୍ରମୁଖ ଟେକ୍ନିସିଏନ ଭାବରେ ଯୋଗଦେଇ ରକ୍ତ ସଂଗୃହୀତ କରିବାରେ ସହଯୋଗ କରିଥିଲେ ।  ଶିବିର ପରିଚାଳନା ରେ ସଭାପତି ପୀୟୂଷ ଜୈନ ,ସମେତ ସମ୍ପାଦକ ଅନନ୍ତ ଜୈନ , ଆୟୋଜକ ସମ୍ପାଦକ ହିତେଶ ଜୈନ , କୋଷାଧ୍ୟକ୍ଷ ନବୀନ ଜୈନ , ଉପ ସଭାପତି ଆକାଶ ଜୈନ , ଶୁଭମ ଜୈନ , ସୋନୁ ଜୈନ , ମଂଜେସ ଜୈନ , ଅଙ୍କୁଶ ଜୈନ , ରୋହିତ ଜୈନ , ମନୋଜ ଜୈନ , ଧିରଜ ଜୈନ , ରୋନକ ଜୈନ ପ୍ରମୁଖ ବିଶେଷ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like