-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ରାଜ୍ୟ

ଓଡିଶାକୁ ଅଣଦେଖା : ରାଜ୍ୟରେ ୫ ଟି ଉଡାଣ ଏୟାରପୋର୍ଟ ପାଇଁ ଦାବି

09-Nov-2020



ଭୁବନେଶ୍ବର, (ଦୀପକ କୁମାର ଷଡଙ୍ଗୀ) - କେନ୍ଦ୍ର ସରକାର ଆଞ୍ଚଳିକ ଯୋଗାଯୋଗ କୁ ବ୍ୟାପକ ଓ ବିକଶିତ କରିବା ସହ ସମସ୍ତଙ୍କ ପାଇଁ ଆକାଶପଥ କୁ ସୁଗମ ଓ ଏହା ମାଧ୍ୟମ ରେ ଅର୍ଥନୈତିକ ବିକାଶ କୁ ସୁନିଶ୍ଚିତ କରିବାକୁ ଉଡାଣ ଯୋଜନା ରେ ଦେଶରେ ୧୦୦ ଟି ଏୟାରଷ୍ଟ୍ରିପ କୁ ବିକଶିତ କରିବାକୁ ଯୋଜନା କରିଛନ୍ତି l ଓଡିଶା ରେ ମଧ୍ୟ ତିନୋଟି ଏୟାର ଷ୍ଟ୍ରିପ ଏହି ଯୋଜନା ରେ ଅଛି ହେଲେ ଆଉ ପାଞ୍ଚୋଟି ଏୟାରଷ୍ଟ୍ରିପ ରଙ୍ଗେଈଲୁଣ୍ଡା,କୋଣାର୍କ, କଳିଙ୍ଗନଗର, ପାରାଦ୍ୱୀପ ଓ ରାସଗୋବିନ୍ଦପୁରରେ ଏହି ଯୋଜନାରେ ସାମିଲ କରି ବିମାନ ଚଳାଚଳ କୁ ସୁଗମ କଲେ ଓଡିଶାର ଅର୍ଥନୈତିକ ବିକାଶ ସହ ପର୍ଯ୍ୟଟନ ବିକାଶରେ ଏକ ମାଇଲଖୁଣ୍ଟ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀ କରି ଓଡିଶା ନାଗରିକ ସମାଜ, ଆମ ଜନତା ଅଧିକାର ଓ ମୁମ୍ବାଇ ଓଡ଼ିଆ ଯୁବ ସଂଗଠନ ଦାବି କରିଛି l କୋଣାର୍କ, କଳିଙ୍ଗନଗର, ପାରାଦ୍ୱୀପ, ରଙ୍ଗେଈଲୁଣ୍ଡା ଓ ରାସଗୋବିନ୍ଦପୁରରେ ଏୟାରଷ୍ଟ୍ରିପ ନିର୍ମାଣ ହେଲେ ଏହା ଓଡିଶା ତଥା ଦେଶର ବିକାଶ ରେ ଆଉ ଏକ ନୂଆ ଫର୍ଦ ଯୋଡି ହେବ l ସପ୍ତାଶ୍ଚର୍ଯ୍ୟ କୋଣାର୍କ ଓ ପୁରୀ ବିଶ୍ୱ ପର୍ଯ୍ୟଟନ କ୍ଷେତ୍ରରେ ଏକ ନୂଆ ପରିଚୟ ପାଇବ l କଳିଙ୍ଗନଗର ଶିଳ୍ପ,ଖଣି ର ବିକାଶ ସହ ଯାଜପୁର ଜିଲ୍ଲାର ବୌଦ୍ଧକୀର୍ତ୍ତି ର ପ୍ରଚାର ଓ ପ୍ରସାର ରେ ସହାୟକ ହେବ l ରଙ୍ଗେଈଲୁଣ୍ଡା ଯୋଗୁଁ ଗୋପାଳପୁର ବନ୍ଦର, ବେଳାଭୂମି, ବାଣିଜ୍ୟ ଓ ପର୍ଯ୍ୟଟନ ବିକାଶ ସହିତ ପଡୋଶୀ ରାଜ୍ୟ ମଧ୍ୟ ଲାଭ ପାଇବ l ଗଞ୍ଜାମ ତଥା ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଯାଇ କାମ କରୁଥିବା ଲକ୍ଷ ଲକ୍ଷ ପ୍ରବାସୀ ଓଡ଼ିଆ ଏଥିରେ ଉପକୃତ ହେବେ । ପାରାଦ୍ୱୀପ ବନ୍ଦର ସହ ଅନେକ ବଡ଼ ବଡ଼ ଶିଳ୍ପ କଳକାରଖାନା ରେ ଏହା ବେଶ ସହାୟକ ହେବ ସେହିପରି ରାସଗୋବିନ୍ଦପୁର ଏୟାର ଷ୍ଟ୍ରିପ ଶିମିଳିପାଳ ଅଭୟାରଣ୍ୟ, ଖଣିଖଦାନ ବିକାଶ ପଡୋଶୀ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସହ ଓଡିଶାର ଆଦିବାସୀ ଅଂଚଳର ବିକାଶ ହୋଇ ପାରିବ ବୋଲି ଆମ ଜନତା ଅଧିକାର ର ରାଜ୍ୟ ଆବାହକ ମନୋଜ ଜେନା , ଓଡିଶା ନାଗରିକ ସମାଜ ର ଅଧ୍ୟକ୍ଷ ଲଳିତ ମୋହନ ପଟ୍ଟନାୟକ, ମୁମ୍ବାଇ ଓଡ଼ିଆ ଯୁବ ସଂଗଠନ ର ଅଧ୍ୟକ୍ଷ ନିଳାଞ୍ଚଳ ପାତ୍ର, ସଭ୍ୟ ଶୁଭାଶିଷ ଦାସ, ଆମ ଜନତା ଅଧିକାର ର ସହ ଆବାହକ ବାସୁଦେବ ଭଟ୍ଟ, ସାଧାରଣ ସମ୍ପାଦକ ଲଲାଟେନ୍ଦୁ ଶତପଥୀ ପ୍ରମୁଖ ଦାବି କରି ଏକ ଦାବିପତ୍ର ଓଡ଼ିଶାର ରାଜ୍ୟପାଳଙ୍କ ମାଧ୍ୟମରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀକୁ ମଧ୍ୟ ଅନୁରୂପ ଦାବି କରିବାକୁ ସଂଗଠନ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like