-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||     

HOME   ଜିଲ୍ଲା

ଜୟ ଜଗନ୍ନାଥ ସେନା ତରଫରୁ ରକ୍ତଦାନ ଶିବିର

24-Dec-2021



ସୁବଳୟା,(ପ୍ରେରଣା ଖବର) - ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ସୁବଳୟା ଗ୍ରାମର ଜୟ ଜଗନ୍ନାଥ ସେନା ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ କୁମାର ଭୋଇ ମୁଖ୍ୟଅତିଥି ଭାବରେ ଯୋଗଦେଇ ସ୍ବେଚ୍ଛାକୃତ

ରକ୍ତଦାନ ଶିବିରକୁ ଉଦ୍‌ଘାଟନ କରିଥିଲେ । ଜଗନ୍ନାଥ ସେନାର ସଭାପତି ସନ୍ତୋଷ କୁମାର ପୂଜାହାରୀ ଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ରେଡକ୍ରସ ସ୍ୱେଚ୍ଛାସେବୀ ରାମ ନାରାୟଣ ଦାଶ, ରଂଜର ଅବିନାଶ ବରିହା, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ପୁରୋହିତ, ସରପଂଚ ପ୍ରତିନିଧ ଲଳିତ ପାତ୍ର, , ବିରିଷ୍ଠ ଆଇନଜୀବୀ ନନ୍ଦ କିଶୋର ମିଶ୍ର ପ୍ରମୁଖ ରକ୍ତଦାତା ଜୀବନଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଶିବିରରେ ୫୭ ୟୁନିଟ ରକ୍ତ ସ୍ବେଚ୍ଛାସେବୀଙ୍କ ଠାରୁ ସଂଗୃହିତ ହୋଇଥିଲା । ସୋନପୁର ରକ୍ତଭଣ୍ଡାରର କର୍ମଚାରୀ ଡା. ବିଶ୍ଵନାଥ ରଥ, ସିନିଅର ଏଲ୍.ଟି,ସୁବାଷ ଚନ୍ଦ୍ର ପଣ୍ଡା, ଡାଟା ଅପରେଟର ଜଗତ ନାରାୟଣ ଦରଓ୍ବାନ, ଯୁଧିଷ୍ଠିର ନାଏକ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ। ଜୁନିଅର ରେଡକ୍ରସ ପରାମର୍ଶଦାତା ଉପେନ୍ଦ୍ର ସାହୁ, ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତ, ସାଧନକର୍ମ ଚନ୍ଦ୍ରମଣି ବାଘ, ଜଗନ୍ନାଥ ସେନା ସଦସ୍ୟ ନିଳାମ୍ବର ପାଣ୍ଡେ, ପ୍ରମୋଦ ପୋଢ, ଚନ୍ଦନ ସାହୁ, ନନ୍ଦନ ସାହୁ, ଉପେନ୍ଦ୍ର ମେହେର, ନାରାୟଣ ମେହେର, ନାରାୟଣ ଅଗ୍ରୱାଲ, କିଶୋର ମେହେର,

ପ୍ରମୋଦ ରଣା, ଭୂବନ ମେହେର, ବିକ୍ରମ ମେହେର ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ସୁବଳୟା ହାଇସ୍କୁଲର ଜୁନିଅର ରେଡକ୍ରସ ପରାମର୍ଶଦାତା ତଥା ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ସଂଯୋଜକ ଚନ୍ଦ୍ରମଣି ବାଘ ପରିଚାଳନା କରିଥିବା ବେଳେ ଜଗନ୍ନାଥ ସେନାର ସଭ୍ୟ ସଂପଦ କୁମାର ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   08-Mar-2026
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026

You Might Also Like