-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||     

HOME   ରାଜ୍ୟ

କଣ୍ଟାବାଞ୍ଜି ରେଳ ଷ୍ଟେସନରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ

24-Dec-2021



କଣ୍ଟାବାଞ୍ଜି (ଆନନ୍ଦ ମୋଟେ) : ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ରେଳ ଷ୍ଟେସନରେ ଦୀର୍ଘ ବର୍ଷରୁ ହଜାର ହଜାର ଦାଦନ ଚାଲାଣ ହେଉଥିବା ବେଳେ ଏହାକୁ ନେଇ ଟିକଟ ଦଲାଲ ମାନେ ଟିକଟକୁ କଳାବଜାରୀ କରି ନିଜେ ମାଲାମାଲ ହେବ ସହ ରେଲୱେ ଷ୍ଟେସନର କର୍ମଚାରୀ ମାନେ ଏଥିରେ ସମ୍ପୃକ୍ତ ଥିବା ନେଇ ଅନେକ ଦିନରୁ ଅଭିଯୋଗ ହୋଇ ଆସୁଥିଲା । ଏହାକୁ ଅଭିଯୋଗକୁ ଭିତ୍ତି କରି କଣ୍ଟାବାଞ୍ଜି ରେଳ ଷ୍ଟେସନରେ ଇଷ୍ଟକୋଷ୍ଟ ରେଲୱେର ଏକ ଭୁବନେଶ୍ୱରର ସ୍ୱତନ୍ତ୍ର  ୩ ଜଣିଆ  ଭିଜିଲାନ୍ସ ଟିମ ଚଢ଼ାଉ କରିଥିଲା ।
 ଇଷ୍ଟକୋଷ୍ଟ ରେଲୱେ ଭୁବନେଶ୍ୱର ମୁଖ୍ୟ ଶାଖାର ୩ ଜଣିଆ ସଦସ୍ୟ କଣ୍ଟାବାଞ୍ଜି ରେଳ ଷ୍ଟେସନ ପହଂଚି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲେ । ରେଳ ଷ୍ଟେସନରେ ଥିବା ଟିକଟ

କାଉଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ନେଇ ଯାଞ୍ଚ କରିଥିଲେ ଏହି ଭିଜିଲାନ୍ସ ଟିମ । ଷ୍ଟେଶନ ମ୍ୟାନେଜର କେ.ସି. ମୁଣ୍ଡାଙ୍କ କାର୍ଯ୍ୟଳୟ ରେ ବସି ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିଲେ । ତେବେ ଭିଜିଲାନ୍ସ ଟିମ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଥିବା ବେଳେ ଚଢ଼ାଉ କଥାକୁ ମାନିଛନ୍ତି । ଅନ୍ୟ ପକ୍ଷରେ ଏହି ଟିକଟ କାଉଣ୍ଟର ଯାଞ୍ଚ ସମୟରେ କାଉଣ୍ଟର ରେ ଯେତେ ଟଙ୍କାର ଟିକଟ ବିକ୍ରି ହୋଇଛି ତାଠାରୁ ଅଧିକ ଟଙ୍କା ଥିବା ଏକ ବିଶେଷ ସୂତ୍ରରୁ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026

You Might Also Like