-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପି ଏମ ଆବାସ ଘର ଦାବିରେ ଗ୍ରାମବାସୀ ରାସ୍ତା ଅବରୋଧ:ପଦ୍ମପୁର ଉପ ଜିଲ୍ଲାପାଳଙ୍କ ପ୍ରତିଶୃତି ପରେ ଧାରଣାରୁ ହଟିଲେ ଗ୍ରାମବାସୀ

24-Dec-2021



ପଦ୍ମପୁର, ଆମର ଦାବି ପୂରଣ ହେଉ, ଜିଲ୍ଲାପାଳ ଙ୍କୁ ଡ଼କାଯାଉ ଏପରି କିଛି ନାରା ସହ ରାସ୍ତା ରୋକ କରିଛନ୍ତି ଗ୍ରାମବାସୀ। ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ଖାଲିଆପାଲି ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ପ୍ରାୟ ୩୦୦ ପରିବାର ଥିବା ବେଳେ ବହୁ ଲୋକ ଗରିବ ସୀମା ଅନ୍ତର୍ଭୁକ୍ତ ତଥା ଦିନ ମଜୁରୀ ଓ ଚାଷ କାର୍ଯ୍ୟ ଉପରେ ଆଶ୍ରିତ। ହେଲେ ଏହି ଗ୍ରାମ କୁ ପ୍ରାୟ ୪ ବର୍ଷ ହେଲା ଗୋଟିଏ ବି ପ୍ରଧାନମନ୍ତ୍ରୀ ଆବାସ କି ବିଜୁ ପକ୍କା ଘର ଅନ୍ତର୍ଗତ ଘର ମିଳି ନଥିବାରୁ ବାରମ୍ବାର ପ୍ରଶାସନିକ ଅଧିକାରୀ ଙ୍କ ଦ୍ୱାରସ୍ଥ ହୋଇଥିଲେ ଗ୍ରାମବାସୀ। ହେଲେ କୌଣସି ସୁଫଳ ନ ମିଳିବାରୁ ଆଜି ପଟଣାଗଡ଼-ପଦ୍ମପୁର ରାସ୍ତା ଝାଙ୍କରପାଲି ଛକ ନିକଟରେ ରାସ୍ତା ରୋକ କରିଛନ୍ତି ଗ୍ରାମବାସୀ। ଫଳରେ ସକାଳୁ ବହୁ ଜାନ ବାହାନ ଅଟକି ରହିଥିବା ବେଳେ ଘଟଣା ସ୍ଥଳ ରେ ରାଜବୋଡ଼ାସମ୍ବର ବ୍ଲକ ବିଡ଼ିଓ ଶଙ୍କର୍ଷଣ ବେହେରା ଆସି ବୁଝେଇବା ପାଇଁ ଚେଷ୍ଠା କରି ଥିବା ବେଳେ ବିଡ଼ିଓ ଗୋ ବେକ ପ୍ରହସନ ଚାଲିବ ନାହିଁ ର ନର ଦେଇଛନ୍ତି ଗ୍ରାମବାସୀ । ବିଡ଼ିଓ ଗୋ ବେକ, ଆମର ଦାବି ପୂରଣ ହେଉ, ଜିଲ୍ଲାପାଳ ଙ୍କୁ ଡ଼କାଯାଉ ଏପରି କିଛି ନାରା ସହ ରାସ୍ତା ରୋକ କରିଛନ୍ତି ଗ୍ରାମବାସୀ। ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ଖାଲିଆପାଲି ପଞ୍ଚାୟତ ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ପ୍ରାୟ ୩୦୦ ପରିବାର ଥିବା ବେଳେ ବହୁ ଲୋକ ଗରିବ ସୀମା ଅନ୍ତର୍ଭୁକ୍ତ ତଥା ଦିନ ମଜୁରୀ ଓ ଚାଷ କାର୍ଯ୍ୟ ଉପରେ ଆଶ୍ରିତ। ହେଲେ ଏହି ଗ୍ରାମ କୁ ପ୍ରାୟ ୪ ବର୍ଷ ହେଲା ଗୋଟିଏ ବି ପ୍ରଧାନମନ୍ତ୍ରୀ ଆବାସ କି ବିଜୁ ପକ୍କା ଘର ଅନ୍ତର୍ଗତ ଘର ମିଳି ନଥିବାରୁ ବାରମ୍ବାର ପ୍ରଶାସନିକ ଅଧିକାରୀ ଙ୍କ ଦ୍ୱାରସ୍ଥ ହୋଇଥିଲେ ଗ୍ରାମବାସୀ। ହେଲେ କୌଣସି ସୁଫଳ

ନ ମିଳିବାରୁ ଆଜି ପଟଣାଗଡ଼-ପଦ୍ମପୁର ରାସ୍ତା ଝାଙ୍କରପାଲି ଛକ ନିକଟରେ ରାସ୍ତା ରୋକ କରିଛନ୍ତି ଗ୍ରାମବାସୀ। ଫଳରେ ସକାଳୁ ବହୁ ଜାନ ବାହାନ ଅଟକି ରହିଥିବା ବେଳେ ଘଟଣା ସ୍ଥଳ ରେ ରାଜବୋଡ଼ାସମ୍ବର ବ୍ଲକ ବିଡ଼ିଓ ଶଙ୍କର୍ଷଣ ବେହେରା ଆସି ବୁଝେଇବା ପାଇଁ ଚେଷ୍ଠା କରି ଥିବା ବେଳେ ବିଡ଼ିଓ ଗୋ ବେକ ପ୍ରହସନ ଚାଲିବ ନାହିଁ ବୋଲି ଗ୍ରାମବାସୀ ନାରା ଦେଇ ଥିବା ବେଳେ ପଦ୍ମପୁର ଉପଜିଲ୍ଲାପାଳ ତ୍ରିଲୋଚନ ପାତ୍ର ଧାରଣା ସ୍ଥଳକୁ ଆସି ଆଗାମୀ ପର୍ଯ୍ୟାୟରେ ଝାଙ୍କରପାଲି ଗ୍ରାମବାସୀ ଙ୍କୁ ଆବାସ ରେ ଅଗ୍ରାଧିକାର ଦିଆଯିବ ବୋଲି ଲିଖିତ ପ୍ରତିଶୃତି ପରେ ରାସ୍ତା ରୋକ ରୁ ହଟିଛନ୍ତି ଗ୍ରାମବାସୀ 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like