-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଥୁଆମୂଳ-ରାମପୁର ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ ରଖିଲେ ମୁଖ୍ୟମନ୍ତ୍ରୀ

24-Dec-2021



ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । ଏଥିରେ  ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ ବିଶ୍ବାସର ପ୍ରତୀକ ଭାବରେ ବର୍ଣ୍ଣନା କରିବା ସହିତ ଏହି ଉଦ୍ୟମ ଦ୍ବାରା  ମାଙ୍କ ପୀଠର ମହିମା ଆହୁରି ବୃଦ୍ଧି କରିବା ସହ ପର୍ଯ୍ୟଟନର ମଧ୍ୟ ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେସୂଚନାଯୋଗ୍ୟ ଯେ ୫-ଟି ଉପକ୍ରମ ଅଧୀନରେ ମାଙ୍କର ଏହି ପୀଠର ବିକାଶ କାମ ଆରମ୍ଭ କରାଯାଇଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ମାଣେକେଶ୍ବରୀଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି ଏବଂ ମାଙ୍କ ଆଶୀର୍ବାଦ ଓ କଳାହାଣ୍ଡିବାସୀଙ୍କର ଉଦ୍ୟମ ଆଜି କଳାହାଣ୍ଡିରେ ରୂପାନ୍ତର ଆଣିଛି । କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି । ଏହି ବିକାଶରେ କଳାହାଣ୍ଡିର ପ୍ରତି ପରିବାର ଓ ପ୍ରତି ଲୋକ ସିଏ ଚାଷୀ ହେଉ ବା ଶ୍ରମିକ, ଯୁବ ସମାଜ, ସାଧାରଣ ଜନତା ବା ମହିଳା -  ସମସ୍ତଙ୍କର ଅବଦାନରେ କଳାହାଣ୍ଡି ଆଗେଇ ଚାଲିଛି । କଳାହାଣ୍ଡିର ଚାଷୀ ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି । କଳାହାଣ୍ଡି କପାର ଚାହିଦା ବଢିଛି । ଶିଳ୍ପ ନୂଆ ସୁଯୋଗ ଆଣିଛି । ଭିତ୍ତିଭୂମି ମଜବୁତ ହୋଇଛି । କଳାହାଣ୍ଡି ୟୁନିଭରସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ ଆଜ କଳାହାଣ୍ଡି ଯୁବସମାଜ ପାଇଁ ନୂଆ ପରିଚୟ ଆଣିଛି । ବିଜୁଳି ଯୋଗାଣରେ ମଧ୍ୟ ଉନ୍ନତି ଆସିଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ସବୁବେଳେ ତାଙ୍କର ଲକ୍ଷ୍ୟ ହୋଇ ରହିଛି । କଳାହାଣ୍ଡିକୁ ସେ ସ୍ବତନ୍ତ୍ର ଗୁରୁତ୍ବ ଦେଇଆସିଛନ୍ତି ଏବଂ ଚଳିତ ବର୍ଷ ଦୁଇ ଦୁଇ ଥର କଳାହାଣ୍ଡି ଯାଇ ବିକାଶ ଓ କଲ୍ୟାଣ କାମ ଆରମ୍ଭ କରିଛନ୍ତି । ବିକାଶ ପ୍ରତି କଳାହାଣ୍ଡିବାସୀଙ୍କର ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ସାଥିରେ ଧରି ବିକାଶ ଧାରା ଆଗକୁ ବଢିବ ବୋଲି କହିଛନ୍ତି ।ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସ୍ବାସ୍ଥୟ ମନ୍ତ୍ରୀ ନବ ଦାସ, ଶିଳ୍ପ, ଶକ୍ତି ଓ ସ୍ବରଷ୍ଟ୍ର  ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ କଳାହାଣ୍ଡିର ବିଭିନ୍ନ କ୍ଷେତ୍ରରେ ଯେଉଁ ଉନ୍ନତି ସାଧିତ ହୋଇଛି, ତାହା ଉପରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
କଳାହାଣ୍ଡି ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଲାଞ୍ଜିଗଡ ବିଧାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ସୁଜିତ କୁମାରଙ୍କ ସମେତ ଜିଲ୍ଲାର ବିଧାୟକମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like