-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବନ ବିଭାଗ ର ଚରମ ଅବହେଳା, ଗଁଦିଆ ବ୍ଲକରେ ବାରମ୍ବାର ହାତୀ ମଡ଼କ

25-Dec-2021



ଢେଙ୍କାନାଳ// ଗଁଦିଆ ବ୍ଲକରେ ବାରମ୍ବାର ଦେଖିବାକୁ ମିଳୁଛି ହାତୀ ମଡକ l ଉକ୍ତ ବ୍ଲକରେ ବିଗତ ୨ ମାସ ମଧ୍ୟରେ ୩ ଗୋଟି ହାତୀଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଏକ ହାତୀର ମୃତ୍ୟୁ ଖବର    ପଶୁ ପ୍ରେମୀଙ୍କ ମଧ୍ୟରେ ନୈରାଶ୍ୟ ସ୍ରୁଷ୍ଟି କରିଛି ହାତୀ ମାନଙ୍କ ଏପରି ଅଭାବନୀୟ ମୃତ୍ୟୁ କାହିଁକି ହେଉଛି ତାହା ପଶୁ ପ୍ରେମୀ ମାନଙ୍କମଧ୍ୟରେ ଛିଡା କରିଛି ଏକ ପ୍ରଶ୍ନବାଚୀ l ପକୃତ ପକ୍ଷରେ ଏହା ବନ ବିଭାଗର ଚରମ ଅବହେଳା ନା ଅଉ କଣ ଅଟେ ତାହା ତଦନ୍ତସାପେକ୍ଷ l ପ୍ରଥମେ ଗୋଟିଏ ଦନ୍ତାହାତୀ ର ଷଡ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡା ସଂରକ୍ଷିତ ଜଙ୍ଗଲରେ ଜୀବନ ଗଲା ପରେ  କପିଳାଶ ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ରାମେଇ ଜଙ୍ଗଲରେ ଆଉ ଗୋଟିଏ ହାତୀ ମରିଥିଲା l ସେହିପରି ଅଉ ଗୋଟିଏ ମାଈ ହାତୀର ଦେହାନ୍ତ ଷଡ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡା ସଂରକ୍ଷିତ ଜଙ୍ଗଲ ପେଚାମୁଣ୍ଡିଆ ଠାରେ ଦେହାନ୍ତ  ହୋଇସାରିଛି

ସେ ହିପରି ଗତକାଲି ରାତିରେ ଅଉ ଏକ ଗର୍ଭଣି ମାଈହାତୀଟି ଛୁଆ ଜନ୍ମ କରି ନପାରି ଧନିଆନାଲି ପାଳଗଣ୍ଡୁଆ ଦେଇ ଯାଇଥିବା ଜଙ୍ଗଲ ରାସ୍ତାର ଜରିଟାଙ୍ଗର ନିକଟରେ ମରିଥିବାର ଜଣାଯାଏ lକେନ୍ଦ୍ର ସରକାର ଠାରୁ ଆରମ୍ଭ କରି ରାଜ୍ୟ ସରକାର ପର୍ଯ୍ୟନ୍ତ ଜଙ୍ଗଲ ମଧ୍ୟରେ ହାତୀ ମାନଙ୍କର ସୁରକ୍ଷା ନିମନ୍ତେ ଅନେକ ଯୋଜନା କରୁଛନ୍ତି l ସେହିପରି ହାତୀ ମାନେ କିପରି ସୁରକ୍ଷିତ ରହି ପାରିବେ ଓ ଜଙ୍ଗଲ ମଧ୍ୟରେ ସେମାନଙ୍କ ନିମନ୍ତେ ବଡ଼ ବଡ଼ ଟ୍ରେଞ୍ଚ ମାନ ଖୋଳା ଯାଉଛି l ଏଥି ସହ ହାତୀ ମାନକୁ ସୁରକ୍ଷା ଦେବା ପାଇଁ ଏକ ହାତୀ ସୁରକ୍ଷା ସ୍କ୍ୱାର୍ଡ ଗଠନ କରାଯାଇ କର୍ମଚାରୀ ନିଯୁକ୍ତି ଦିଆଯାଇଛି l ସେମାନେ ପ୍ରତିଦିନ ଜଙ୍ଗଲ ମଧ୍ୟରେ ହାତୀ ମାନଙ୍କର ଗତିବିଧି ଅନୁଧ୍ୟାନ କରିବା ସହ ଯେପରି ତାହା ମଧ୍ୟରେ ସୁରକ୍ଷିତ ଭାବେ ରହି ପାରିବେ ତାର ଅନୁଧ୍ୟାନ କରୁଛନ୍ତି lହେଲେ ଏତେ ସବୁ ସୁବିଧା ହାତୀ ମାନଙ୍କ ନିମନ୍ତେ ଥାଇ ସୁଦ୍ଧା କିପରି ଭାବରେ  ଅକାଳରେ ଗୋଟିଏ ପରେ ଗୋଟିଏ ହାତୀ ମରି ଯାଉଛନ୍ତି ତାହାର ହିସାବ ଦେବ କିଏ ବୋଲି ଆଜି ସାଧାରଣ ଏକ ବିରାଟ ପ୍ରଶ୍ନ  ଛିଡା ହୋଇଛି l  ବାସ୍ତବରେ ଏଠାରେ ଥିବା ଦୁଇଟି ଯାକ ରେଞ୍ଜ କାର୍ଯ୍ୟାଳୟରେ ନିଯୁକ୍ତ କର୍ମଚାରୀ ମାନେ କଣ କରୁଛନ୍ତି ତାହାର ଉତ୍ତର ଢେଙ୍କାନାଳ ଜିଲ୍ଲାର ବନ ବିଭାଗ ଦେବେ କି ? 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like