-+91-9937148622 |

prerana_bgr@rediffmail.com |

  Saturday 7th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||     

HOME   ଜିଲ୍ଲା

ସମାଜସେବୀ ଙ୍କ ମହାନତା : ନିଜସ୍ଵ ଅର୍ଥରେ ବାଣ୍ଟିଲେ କମ୍ବଳ ଓ ପିଲାଙ୍କ ପାଠପଢା ପାଇଁ ସିଲଟ ଖଡ଼ି

25-Dec-2021



କଟକ: କଟକ ଅଲିଶାବଜାର ଅଞ୍ଚଳର ବସ୍ତିରେ ବାସ କରୁଥିବା ଅସହାୟ ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରିବା ସହିତ  ପିଲାମାନଙ୍କୁ ପାଠ ପଢିବା ପାଇଁ ନିଜସ୍ଵ ଖର୍ଚ୍ଚରେ ସିଲଟ୍ ଖଡ଼ି  ବାଣ୍ଟିଲେ। ଏହି ଅଞ୍ଚଳର ବୁଢ଼ାବୁଡି ମାନେ ଅସହ୍ୟ

ଶୀତରେ ବହୁତ ହଇରାଣ ହରକତ ହେଉଥିବା ବେଳେ ସମାଜସେବୀ ଶୁଭ୍ରାଜ୍ୟୋସ୍ନା ମହାନ୍ତି, ମହେଶ୍ୱର ମହାନ୍ତି, ଶ୍ରଦ୍ଧାଞ୍ଜଳି ମିଶ୍ର, ସମାଜସେବୀ ଶୁଭ୍ରାଜ୍ୟୋସ୍ନା ମହାନ୍ତି, ଅଙ୍ଗନବାଡ଼ି ଦିଦିଙ୍କ ସହାୟତାରେ  ଅଲିଶାବଜାର ଦୁର୍ଗା ପୂଜା ମଣ୍ଡପ ନିକଟରେ ଥିବା ଅଙ୍ଗନୱାଡି କେନ୍ଦ୍ରରେ 

 ସମସ୍ତଙ୍କୁ ଏକାଠି କରି କମ୍ବଳ ବଣ୍ଟନ କରି ନିଜ ମହାନତାର ପରିଚୟ ଦେଇପାରିଛନ୍ତି l ଏଥିସହ ସମାଜସେବୀ ଶ୍ରୀ ମହାନ୍ତି କୁନି କୁନି ପିଲାଙ୍କୁ ସିଲଟ ଖଡ଼ି ସହିତ ପିଲାମାନଙ୍କୁ ଚକଲେଟ୍ ବଣ୍ଟନ କରିଥିଲେ ।

(ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   07-Mar-2026
  ଜିଲ୍ଲା  
ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   07-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   07-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   07-Mar-2026
  ଜିଲ୍ଲା  
ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   07-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026

You Might Also Like