-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିବାଦୀୟ ଖେଳପଡିଆ ଚିହ୍ନଟ କରିବାକୁ ଯାଇ ଟିଟିଲାଗଡ ତହସିଲଦାର,ଆରଆଇ ଓ କର୍ମଚାରୀ ହଟହଟା

25-Dec-2021



ସିନ୍ଧେକେଲା, ବିବାଦୀୟ ଜମିକୁ ଚିହ୍ନଟ କରିବାକୁ ଯାଇ ଟିଟିଲାଗଡ ତହସିଲଦାର ପ୍ରେମଲାଲ ହିଆଲ ଓ ଅନ୍ୟକର୍ମଚାରୀଙ୍କୁ ହେବାକୁ ପଡିଛି ହଟହଟା । ଅଭିଯୋଗ ଅନୁସାରେ ଗତ ୨/୩ ବର୍ଷ ହେଲା ଟିଟିଲାଗଡ ତହସିଲ ଅନ୍ତର୍ଗତ ସିଲଣ୍ଡା ଗାଁ ର ଖେଳ ପଡିଆକୁ ନେଇ ଗାଁ ର କିଛି ପରିବାର ଓ ଗ୍ରାମବାସୀଙ୍କ ମଧ୍ୟ ରେ ବିବାଦ ଲାଗି ରହିଥିଲା । ଗ୍ରାମବାସୀ ଅନେକ ସମୟରେ ତହସିଲ ରେ ଅଭିଯୋଗ କରିଥିଲେ ମଧ୍ୟ ଏହି ସମସ୍ୟାର ସମାଧାନ ହୋଇ ପାରିନଥିଲା

। ଏହି ସମସ୍ଯା ର ସମାଧାନ ପାଇଁ ଆଜି ତହସିଲଦାର ଓ ୩ ଜଣ ଆର ଆଇ ଓ ଅନ୍ୟ କର୍ମଚାରୀ ମିଶି ଏହି ଜମିର ଚିହ୍ନଟ କରିବାକୁ ଯାଇଥିଲେ , ଜମି ଚିହ୍ନଟ ହେବା ସମୟରେ ତହସିଲ କର୍ମଚାରୀ ମନମୁଖୀ ମାପଚୁପ କରୁଥିବା ସନ୍ଦେହ କରି ଗ୍ରାମବାସୀ ପ୍ରତିବାଦ କରିଥିଲେ। ହେଲେ ତହସିଲ କର୍ମଚାରୀ ଗାଁ ରୁ ଫେରି ଇଚଗାଁ ରେ ଥିବା ଆର ଆଇ ଅଫିସ କାର୍ଯ୍ୟାଳୟ ରେ  ମଦ ମାଂସ ଭୋଜି ହେଉଥିବା ଜାଣିବାକୁ ପାଇ ଗ୍ରାମବାସୀ ଘଟଣା ସ୍ଥଳ ରେ ପହଞ୍ଚି ତହସିଲଦାର ଓ ତହସିଲ କର୍ମଚାରୀଙ୍କୁ ଦୀର୍ଘ ସମୟ ଧରି ଅଟକ ରଖିଥିଲେ । ଗ୍ରାମବାସୀ ଅଭିଯୋଗ କରିଥିଲେ ଅପର ପକ୍ଷ ତହସିଲ କର୍ମଚାରୀଙ୍କୁ ମଦ ଓ ମାଂସ ଭୋଜି ଦେଇ ଆପ୍ୟାୟିତ କରିଥିବାରୁ ଗ୍ରାମବାସୀ ଖେଳ ପଡିଆ ହରାଇଛନ୍ତି । ତହସିଲଦାର ଅଟକ ଥିବା ଖବର ପାଇବା ପରେ ସିନ୍ଧେକେଲା ପୋଲିସ ଘଟଣା ସ୍ଥଳ ରେ ପହଞ୍ଚି ଅଟକ କର୍ମଚାରୀଙ୍କୁ ଉଦ୍ଧାର କରିଥିଲା । ମଦ ଓ ମାଂସ ପାଇଁ ଆଜି ଏଠାରେ ଦେଖିବାକୁ ମିଳିଥିଲା ହାଇ ଭୋଲଟେଜ ଡ୍ରାମା , ଆଗକୁ ଉଚିତ ନ୍ୟାୟ ନ ମିଳିିିଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଗ୍ରାମବାସୀ କହିଛନ୍ତି , ଅନ୍ୟପକ୍ଷ ରେ ତହସିଲଦାର ଓ ଅନ୍ୟାନ୍ୟ କର୍ମଚାରୀଙ୍କ ଖାଇବାକୁ ବ୍ୟବସ୍ଥା କରାଯାଇଥିଲା କି ବୋଲି ଆମ ପ୍ରତିନିଧି ପଚାରିବାରୁ ତହସିଲଦାର ଅସ୍ଵୀକାର କରିଥିବା ବେଳେ ଏ ସମ୍ପର୍କରେ ସେ କିଛି ଜାଣିନଥିବା କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like