-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ସମସ୍ୟା କୁ ନେଇ ଆମ୍ ଆଦମୀ ପାର୍ଟିର ସାଧାରଣ ବୈଠକ

25-Dec-2021



ବଲାଙ୍ଗିର // ଗତକାଲି ବଲାଙ୍ଗୀର ଆମ୍ ଆଦମୀ ପାର୍ଟି ଜିଲ୍ଲା ଆବାହକ ,ଆପ୍ ଓଡିଶା ମୁଖପାତ୍ର ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଙ୍କ ନେତୃତ୍ବରେ ଏବଂ ଦେଓଗାଁ ବ୍ଲକ ଆବାହକ ତଥା ଜିଲ୍ଲା ସମ୍ପାଦକ ଶଙ୍କର୍ଷଣ ମହାପାତ୍ର ଙ୍କ ସହଯୋଗ ରେ ରାଧେ ସାହୁ ୱାର୍ଡ଼ ମେମ୍ବର ନିରଞ୍ଜନ ପୋଢ଼  ଙ୍କ ଉପସ୍ଥିତି ରେ ଦେଓଗାଁ ବ୍ଲକ କଣ୍ଟାପାଳି ଗାଁ ରେ ଆମ୍ ଆଦମୀ ପାର୍ଟି  ତରଫରୁ ଏକ୍ ସାଧାରଣ ବୈଠକ କରାଯାଇଥିଲା । ଏବଂ କଣ୍ଟାପାଳି ଗାଁ ର ଅନେକ ସମସ୍ୟା ବିଷୟ ରେ ଆଲୋଚନା କରାଯାଇ ଥିଲା।ଗାଁ ଲୋକଙ୍କ ଗାଁ ର ରାସ୍ତା ଦୁର୍ନତୀ ବିଷୟ ରେ ଜଣାଇଥିଲେ ଏବଂ ଗାଁ ର 16 ବର୍ଷ ର ବିକଳାଙ୍ଗ ଆଶିଶ ଷାଣ୍ଢ ସରକାରୀ ସହାୟତା ଯୋଗାଇ ଦିଆଯାଉ ବୋଲି କହିଥିଲେ। ଆଗରୁ ବିଜେଡି, ବିଜେପି ଓ କଂଗ୍ରେସ ଦଳ ର ନେତା ମାନେ ଆସି ଖାଲି ପ୍ରତିଶ୍ରୁତି ଦେଇଚାଲିଛନ୍ତି  କିନ୍ତୁ କିଛି କାମ କରୁନାହାନ୍ତି ବୋଲି ଗ୍ରାମବାସୀ ମାନେ ଅଭିଯୋଗ କରିଛନ୍ତି। ତାପରେ ଆପ୍ ନେତା ଶ୍ରୀ ପାଣ୍ଡେ ଘଟଣା ସ୍ଥଳରୁ ସଙ୍ଗେ ସଙ୍ଗ ରାସ୍ତା  ଦୁର୍ନୀତି, ଭତ୍ତା, ବିଷୟ ରେ ଦେଓଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୂରଲୀଧର

ନାଏକଙ୍କୁ ଫୋନ ମାଧ୍ୟମ ରେ ଜଣାଇଥିଲେ ।  ବିଡ଼ିଓ ମୁରଲୀଧର ନାଏକ ମୁଁ ତୁରନ୍ତ ତାର ତଦାରଖ କରି  ବ୍ୟବସ୍ଥା କରିବି ବୋଲି କହିଥିଲେ ।  ଦେଓଗାଁ ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରି ବାଗ ଙ୍କୁ ମଧ୍ଯ ଫୋନ କରି 16 ବର୍ଷ ର ବାଳକ କୁ  ବିକଳାଙ୍ଗ ଭତ୍ତା ବିଷୟ ରେ ଅବଗତ କରାଯାଇଛି।ଶ୍ରି ବାଗ ତାଙ୍କର୍ ଭତ୍ତା ତୁରନ୍ତ କରାଯିବ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି ।ତାପରେ ଶ୍ରୀ ପାଣ୍ଡେ ଆମ୍ ଆଦମୀ ପାର୍ଟି ର ଆପ୍ ସରକାର  ଦିଲ୍ଲୀ ମଡ଼େଲ ର ବିଭିନ୍ନ ଲୋକ କଲ୍ଯାଣ ଯୋଜନା ବିଷୟ ରେ ଲୋକଙ୍କୁ ଜଣାଇଥିଲେ। ଏବଂ ଓଡିଶା ର ବିଫଳ ସରକାର ର ଯୋଜନା ବିଷୟ ରେ ମଧ୍ଯ ଲୋକଙ୍କୁ ଜଣାଇଥିଲେ । ଲୋକ ଆମ୍ ଆଦମୀ ପାର୍ଟି ର ଯୋଜନା ଏବଂ କାର୍ଯ୍ୟ କଳାପ କୁ ଖୁବ୍ ପସନ୍ଦ କରି ପ୍ରଶଂସା କରୁଥିଲେ।ଏଥର ଆମ୍ ଆଦମୀ ପାର୍ଟି କୁ ବିପୁଳ ପରିମାଣରେ ଭୋଟ ଦେଇ ଏକ ଚାନ୍ସ ଦିଆଯିବ ବୋଲି କହିଥିଲେ ।ଆମ୍ ଆଦମୀ ପାର୍ଟି ଭଲି ବିଜୁଳି,ଶିକ୍ଷା,ସ୍ୱାସ୍ଥ୍ୟ ଓ ପାଣି ରୋଜଗାର ର ରାଜନୀତି ସାରାଭାରତ୍ ରେ ହେବା ଦରକାର ବୋଲି ଗାଁ ଲୋକ ଏବଂ ଗାଁ ର ଶ୍ୟାମସୁନ୍ଦର୍ ସା ମନ୍ତବ୍ୟ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like