-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଲହଙ୍ଗୀର ଠାରେ ୧୦ମ ଭିଏସଏସ ଭଲିବଲ ଟୁର୍ଣ୍ଣାମେଣ୍ଟ ଶୁଭାରମ୍ଭ

25-Dec-2021



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅଧିନସ୍ଥ ବୁକୁରାମୁଣ୍ଡା ଗ୍ରାମପଞ୍ଚାୟତ ର ଲହଙ୍ଗୀର ଗ୍ରାମରେ ଗ୍ରାମର ଯୁବବଂଧୁମାନେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ କରିଛନ୍ତି lଗ୍ରାମ ର ଭଦ୍ରବ୍ୟକ୍ତି ଭାବେ ଜଣାଶୁଣା ସ୍ୱର୍ଗତ ଅଲେଖ ପ୍ରଧାନ ଏବଂ ସ୍ୱର୍ଗତ ଥବିର ପ୍ରଧାନ ଙ୍କ ଅକାଳ ବିୟୋଗ ରେ, ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏହି ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଦିର୍ଘ ଦୁଇଦିନ ଧରି ଆୟୋଜିତ କରାଯାଇଛି l

ପ୍ରଥମ ଦିବସ ରେ ଅଞ୍ଚଳ ର ନାମିଦାମୀ ବ୍ୟକ୍ତି ବିଶେଷ ଭାବେ ଜଣାଶୁଣା  ସର୍ବଶ୍ରୀ ରଘୁମଣୀ ବେହେରା, ବିକ୍ରମାଦିତ୍ୟ ବେହେରା,ମନୋହର ବରିହା, ଜଗନ୍ନାଥ ଛତ୍ରିଆ ମୁଖ୍ୟଅତିଥି ଭାବେ ଯୋଗ ଦାନ କରି ଭଲିବଲ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କଲାପରେ ଖେଳ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି lପ୍ରଥମେ ସରେଇକେଲା ଦଳ ଏବଂ ଲହଙ୍ଗୀର ସିନିୟର୍ ଟିମ୍ ଙ୍କ ମଧ୍ୟରେ ଖେଳ ଟି ଆରମ୍ଭ ହୋଇଥିଲା l ପ୍ରଥମ ମ୍ୟାଚ ପିଇଟି ଘନଶ୍ୟାମ ପ୍ରଧାନ, ହୃଦାନନ୍ଦ ଭୋଇ ଖେଳ ପରିଚାଳନା କରି ଲହଙ୍ଗୀର ୨-୦ ରେ ବିଜୟ ଘୋଷିତ ହୋଇଛନ୍ତି lଏହି ଦୁଇ ଦିନିଆ ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟରେ ସମୁଦାୟ ୧୬ ଟି ଦଳ ଭାଗନେଇ ତାଙ୍କ ପାରଦର୍ଶିତା ଦେଖାଇବେ ବୋଲି ଆୟୋଜକ ମାନଙ୍କ ଠାରୁ ପ୍ରକାଶ


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like