-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

10-Nov-2020



୧-ଆଜି ରାଜ୍ୟର ଦୁଇଟି ବିଧାନସଭା ବାଲେଶ୍ଵର ଓ ତିର୍ତ୍ତୋଲ ଉପନିର୍ବାଚନର ହେବ ଭାଗ୍ୟ ପରୀକ୍ଷା । ସକାଳ ୮ ଟାରୁ ହେବ ଭୋଟ ଗଣତି, ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀଙ୍କ ସୂଚନା ।

୨-ଆଜିଠାରୁ ଆରମ୍ଭ ଏମ୍‌ବିବିଏସ୍‌, ବିଡିଏସ୍‌ କାଉନ୍‌ସେଲିଂ, ନଭେମ୍ବର ୧୮ ଯାଏ ହେବ ପଞ୍ଜୀକରଣ, ୨୧ରେ ପ୍ରଥମ ରାଉଣ୍ଡ ମେଧା ତାଲିକା ପ୍ରକାଶ ପାଇବା ସହ ଡିସେମ୍ବର ୧୫ରେ ହେବ ସ୍ପଟ୍‌ ନାମଲେଖା ।

୩-ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି)ର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେ ନାମଲେଖା ଲାଗି ଆସନ୍ତା ୧୫ ତାରିଖରେ ଏକକ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ।

୪-ଡିସେମ୍ବର ୧ରୁ ହେବ କୋଣାର୍କ ଉତ୍ସବ, ଆୟୋଜିତ ହେବ ବାଲୁକାକଳା ପ୍ରଦର୍ଶନୀ । ଭାଗନେବେ କେବଳ ଭାରତୀୟ ପ୍ରତିଯୋଗୀ, ଗ୍ୟାଲେରିରେ ବସିବେ ଏକ ତୃତୀୟାଂଶ ଦର୍ଶକ ।

୫-ବିହାର ବିଧାନସଭା ନିର୍ବାଚନର ଭୋଟ ଗଣତି ଆଜି ହେବ। ସମସ୍ତ ୨୪୩ଟି ଆସନର ଫଳାଫଳ ଆଜି ଘୋଷଣା କରାଯିବ।

୬-ବଢ଼ିଲା ଆନ୍ଧ୍ର-ଓଡ଼ିଶା ସୀମା ବିବାଦ : ଚିହ୍ନଟ ପରେ ପୋତାହେଲା ଫଳକ, ଫଳକ ପୋତାକୁ ନେଇ ଆନ୍ଧ୍ର ମହିଳାଙ୍କ ବିକ୍ଷୋଭ । ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଯାତାୟାତ ଠପ୍ ।

୭-ଭର୍ଜିନ ହାଇପଲୁପ୍‌ର ପ୍ରଥମ ମାନବ ପରୀକ୍ଷଣ ସଫଳ, ଘଣ୍ଟା ପ୍ରତି ୧୭୨ କିମି ବେଗରେ ଦୌଡିଲା ପଡ୍ ।

୮-ଆସନ୍ତା କାଲି ଅପରାହ୍ନ ୪ଟା ୩୦ରେ କଟକରେ ଇନକମ୍ ଟ୍ୟାକ୍ସ ଆପିଲେଟ୍ ଟ୍ରିବ୍ୟୁନାଲର କାର୍ଯ୍ୟାଳୟ ତଥା ଆବାସିକ କୋଠାକୁ ଭିଡିଓ କନଫେରନ୍ସିଂ ଜରିଆରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

୯-ଜୋ ବିଡେନଙ୍କ କରୋନା ଟାସ୍କ ଫୋର୍ସ ସହ ଅଧ୍ୟକ୍ଷ ହେଲେ ଭାରତୀୟ ଆମେରିକାନ ବିବେକ ମୂର୍ତ୍ତି ।

୧୦-ବେଆଇନ କାଗଜପତ୍ର ଜରିଆରେ ପାକିସ୍ତାନ ଯିବା ପଡିଲା ମହଙ୍ଗା, ଗୁପ୍ତଚର ସନ୍ଦେହରେ ୮ ବର୍ଷ ଜେଲରେ ରହିବା ପରେ ଭାରତ ଫେରିଲେ ଶାମସୁଦ୍ଦିନ ।

୧୧-ମହିଳା ଟି-୨୦ ଚ୍ୟାଲେଞ୍ଜ ଜିତିଲା ଟ୍ରେଲବ୍ଲେଜର୍ସ, ଟ୍ରେଲବ୍ଲେଜର୍ସ 16 ରନରେ ସୁପରନୋଭାସକୁ ହରାଇ ଟ୍ରଫି ଜିତିଛି ।

୧୨-ଆଇପିଏଲ୍ : ଆଜି ହାଇଭୋଲଟେଜ୍ ଫାଇନାଲ୍ ମ୍ୟାଚ୍, ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ। ଟିମ୍ ମୁମ୍ବାଇ ପଞ୍ଚମ ଥର ଚାମ୍ପିୟନ ହେବାକୁ ଲକ୍ଷ୍ୟ ରଖିଥିବା ବେଳେ, ଦିଲ୍ଲୀ ପ୍ରଥମ ଥର ଟାଇଟଲ ଜିତିବା ଲକ୍ଷ୍ୟରେ ପ୍ରସ୍ତୁତ ।

*ଅଧିକ ସତର୍କ ରହିବା ଦରକାର,କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବା,ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖିବା ଓ ନିୟମିତ ହାତ ଧୋଇବା ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like