-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

କଳାକାର ଭତ୍ତାରୁ ବଞ୍ଚିତ ମୁରଲୀ ସାହୁ

25-Dec-2021



ବିଜେପୁର:-ବରଗଡ଼ ଜିଲ୍ଲାରେ ୨ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀ ସରକାରଙ୍କ କଳାକାର ଭତ୍ତା ପାଉଛନ୍ତି । ତେବେ କଳାକାର ଚିହ୍ନଟ ପ୍ରକ୍ରିୟା ସମୟରେ ବହୁ ଅନିମୟିତତାର ଅଭିଯୋଗ ହୋଇଛି । ବହୁ ବାସ୍ତବ କଳାକାର ଏହି ଭତ୍ତାରୁ ବଞ୍ଚିତ ହୋଇଥିବାବେଳେ, କେତେକ ଅଯୋଗ୍ୟ କଳାକାର ଏହି ଭତ୍ତା ହାତେଇବାରେ ସଫଳ ହୋଇଛନ୍ତି ।

ବିଜେପୁର ବ୍ଲକ୍‌ ଭଟିଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସନ୍ଧିବାହାଲି  ଗାଁର ଜଣାଶୁଣା କଳାକାର ମୁରଲୀ ସାହୁ । ଦୀର୍ଘ ୨୫ ବର୍ଷ ଉଭୟ  ବାହକ ଏବଂ କବିତା କଳାକୁ ବୃତ୍ତି ଭାବେ ଆପଣେଇଥିବା ମୁରଲୀ ଏପର୍ଯ୍ୟନ୍ତ କଳାକାର ଭତ୍ତା ପାଇବାରୁ ବଞ୍ଚିତ ହୋଇଛନ୍ତି । ପ୍ରଥମ ଥର ଯେଉଁ କଳାକାର ତାଲିକା ସରକାର ପ୍ରସ୍ତୁତ କରିଥିଲେ, ସେଥିରୁ ସେ ବାଦ ପଡ଼ିଛନ୍ତି । ଗୋଟିଏ ପଟେ ଲକଡାଉନ ଯୋଗୁଁ ନିଜ କଳାକୁ ବଞ୍ଚାଇ ରଖିବା ମୁସକିଲ ହୋଇପଡ଼ୁଛି । ଅନ୍ୟପଟେ କଳାକାର ଭତ୍ତା ତାଲିକାରୁ ବାଦ ପଡ଼ିବା ଘଟଣା ତାଙ୍କୁ ମର୍ମାହତ କରିଛି । ଏବେବି ସମୟ ପାଇଲେ କୋରୋନା କଟକଣା ସହ ଗାଁ କ୍ଲବ ଘରେ ଖୋଳ, ମୃଦଙ୍ଗ ଇତ୍ୟାଦି ବଜାଇ ସେ ସମୟ ଅତିବାହିତ କରିଥାନ୍ତି । ଏହାଛଡ଼ା ଅଂଚଳର ସେ ଜଣେ ଆଶୁ ଭାବରେ ଜଣାଶୁଣା|ଲକଡାଉନ ଯୋଗୁ କଳାକୁ ବଞ୍ଚାଇ ପରିବାର ଚଳାଇବା ମୁସକିଲ ହୋଇପଡ଼ୁଛି । ତେଣୁ କଳାକାର ଭତ୍ତା ଯୋଗାଇ ଦେବାକୁ ସେ ଦାବି କରିଛନ୍ତି


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like