-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ମୋଟର ଚାଲକସଂଘ ର ଅଫିସ ଗୃହ ଓ ଟେକ୍ସି ଷ୍ଟାଣ୍ଡ ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ସାଲୁଜା

26-Dec-2021



କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଙ୍ଗୋମୁଣ୍ଡା ବ୍ଲକ ର ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଳୁଜା । ପ୍ରଥମେ ମୁଣ୍ଡପଦର ଠାରେ ମିଶନ ଶକ୍ତି ଗୃହ ର ଶୁଭ ଉଦଘାଟନ, ଅଳଣ୍ଡା ଠାରେ ଷ୍ଟ୍ରିଟ ଲାଇଟ ର ଶୁଭ ଉଦଘାଟନ ସାରି ସିନ୍ଧେକେଲା ପହଞ୍ଚିଥିଲେ । ସିନ୍ଧେକେଲା ମୋଟର ଚାଲକସଂଘ ର ଅଫିସ ଗୃହ ଓ ଟେକ୍ସି ଷ୍ଟାଣ୍ଡ ର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ପାଇଁ ଆଜି ସିନ୍ଧେକେଲା ମୋଟର ଚାଲକସଂଘ ତରଫରୁ କରୋନା କଟକଣା କୁ ନଜରରେ ରଖି ବିନା କୌଣସି ଭିଡ କରି ଏକ ବିରାଟ ଚାରି ଚକିଆ ଗାଡି ର ରାଳି ଯୋଗେ ପଲ୍ଲିଶ୍ରୀ ନୋଡାଲ ହାଇସ୍କୁଲ ଠାରୁ ନୁତନ ବଜାର ପର୍ଯ୍ୟନ୍ତ ପାଛୋଟି ନେଇଥିଲେ। ମୋଟର ଚାଲକସଂଘ ର ପରାମର୍ଶ ଦାତା ଅନିଲ କୁମାର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନ ରେ ହୋଇଥିବା ଏହି ରାଳି ସଂଘର ଜିଲ୍ଲା କଲ୍ଯାଣ ପାଣ୍ଠି ସଦସ୍ଯ ରଞ୍ଜନ ସଡଙ୍ଗୀ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା ସଂଘ ସଭାପତୀ ରାମଚନ୍ଦ୍ର ତ୍ରିପାଠୀ ଓ ବିଧୁଭୁଷଣ ନାଏକ ପରିଚାଳନା କରିଥିବା ବେଳେ ଜିଲ୍ଲା ମୋଟର ଚାଲକସଂଘ ର

ଉପସଭାପତୀ ଖଗେଶ୍ବର ସାହୁ , ତ୍ରିନାଥ ସାହୁ ,ପଞ୍ଚାନନ ଗୁରୁ ,ଧ୍ରୁବଚରଣ ଗୁରୁ , ଅମନ ଥନାପତୀ,  ଜିତେନ୍ଦ୍ର ଶବର, କୁନୁ ପୁଟେଲ, ଜଗ ଘିବେଲା, ଝାସକେତନ ସାହୁ , ମନ ଚିହ୍ନାରା, ବାଲାଜୀ ତ୍ରିପାଠୀ, ଦୁର୍ବଳ ବଛା, କ୍ଷୀରୋଦ ସାହୁ , ଲୁଚନ ଖର୍ସେଳ ପ୍ରମୁଖ ଉପସ୍ଥିତ ଥିଲେ। ବିଧାୟକ ଶ୍ରୀ ସାଲୁଜା ଭିତ୍ତିପ୍ରସ୍ତର ସ୍ଥାପନ କରିବାସହ ୨ ଲକ୍ଷ ଟଙ୍କାର ଅନୁଦାନ ଦେଇ କାମ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଆଗାମୀ ଦିନରେ ପୁଣୀ ଅନୁଦାନ ଯୋଗାଇ ଦେବାସହ କାମ ସମ୍ପୂର୍ଣ୍ଣ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରାଙ୍କ ପ୍ରତିନିଧି ଭୋଲାନାଥ ବେହେରା ଙ୍କ ସହ ବହୁ କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like