-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ରେ ପୂର୍ବ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ଜନ୍ମ ଦିବସ ପାଳିତ

26-Dec-2021



ସିନ୍ଧେକେଲା, ଭାରତୀୟ ଜନତା ପାର୍ଟି ସିନ୍ଧେକେଲା ମଣ୍ଡଳ ପକ୍ଷରୁ ଭାରତର ଜନନାୟକ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ତଥା ଶୁସାସନ ଦିବସ ସ୍ଥାନୀୟ ପାତାଳେଶ୍ବର ମହାଦେବ ମନ୍ଦିର ପ୍ରାଙ୍ଗଣରେ ପାଳିତ ହୋଇ ଯାଇଅଛି । ସିନ୍ଧେକେଲା ମଣ୍ଡଳ ସଭାପତି ମୁନିରାମ ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ କୃଷକ ମୋର୍ଚ୍ଚା ରାଜ୍ୟ ସାଧାରଣ ସମ୍ପାଦକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସ୍ବର୍ଗତ ବାଜପେୟୀଙ୍କ ଛବିରେ ମାଲ୍ୟାର୍ପଣ କରି ଦୀପ ପ୍ରଜ୍ବଳନ କରିଥିଲେ । ସମ୍ମାନିତ ଅତିଥି ଭାବରେ ବିଜେପି ଜିଲ୍ଲା ସମ୍ପାଦକ ଅନିଲ ନାଏକ , ବରିଷ୍ଠ ବିଜେପି ନେତା ପ୍ରକାଶ ସିଂ ବାଦଳ , ମଣ୍ଡଳ ସାଧାରଣ ସମ୍ପାଦକ ଅଲେଖ ବାଗ , ଯୁବ ମୋର୍ଚ୍ଚା ସଭାପତି ନୌରାଜ ରଣା , ଉପ ସଭାପତି ହେମନ୍ତ

ସାହୁ , ଜିଲ୍ଲା ଯୁବ ମୋର୍ଚ୍ଚା କୋଷାଧ୍ୟକ୍ଷ ନିଲାଞ୍ଚଳ ଷଡ଼ଙ୍ଗୀ , ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ କ୍ଷେତ୍ର ବେହେରା , ଓବିସି ମୋର୍ଚ୍ଚା ସଭାପତି ଭୋଳା ବେହେରା , ଲଳିତ ସାହୁ , ହରିଜନ ମୋର୍ଚ୍ଚା ସଭାପତି କିଶୋର ନାଗ ପ୍ରମୁଖ ଉପସ୍ଥିତ ରହି ବାଜପେୟୀଙ୍କ ଜୀବନି ସମ୍ପର୍କରେ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶଙ୍କର ବେହେରା , ନିରାକାର ରଣା , ଦାମ ସୁନା , ମୋତି ତ୍ରିପାଠୀ , ବେଣୁଧର ମଲିକ ପ୍ରମୁଖ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like