-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରକାରଙ୍କ ଦୃଷ୍ଟି ଆଢୁଆଳରେ ଗଞ୍ଜାମ ଜିଲ୍ଲାର ଉପାନ୍ତ ଗ୍ରାମ

26-Dec-2021



ସରକାରଙ୍କ ମାଳ ମାଳ ଯୋଜନା ପରେ ବି ଆମ ରାଜ୍ୟର ଅନେକ ଅଞ୍ଚଳରେ ଏବେ ବି ଲୋକେ ସରକାରୀ ଯୋଜନା ଠାରୁ   ଯୋଜନ ଯୋଜନ ଦୂରରେ ରହିଛନ୍ତି l ଓଡ଼ିଶାର ଅନ୍ୟତମ ବିକଶିତ ଜିଲ୍ଲା କୁହାଯାଉଥିବା ଗଞ୍ଜାମ ଜିଲ୍ଲାର ଏହି ଅଭାବନୀୟ ଚିତ୍ର ସରକାରଙ୍କ କାର୍ଯ୍ୟଦକ୍ଷତା ଉପରେ ଏକ ପ୍ରଶ୍ନବାଚୀ ସ୍ରୁଷ୍ଟି କରିଛି l ଏପରି ଏକ ସମ୍ବେଦନଶୀଳ ପ୍ରସଙ୍ଗ ଉପରେ 'ପ୍ରେରଣା' ର ଏକ ବିଶେଷ ଉପସ୍ଥାପନା 

ରିପୋର୍ଟ : ପବିତ୍ର କୁମାର ମହାପାତ୍ର 

ଗଞ୍ଜାମ ଜିଲ୍ଲାରେ ଥିବା ଉପାନ୍ତ ଇଲାକାର ଗ୍ରାମର ଗ୍ରାମବାସୀ ସରକାରଙ୍କ ସମସ୍ତ ଯୋଜନାରୁ ବଞ୍ଚିତ ହେଉଛନ୍ତି । ଏହି ଉପାନ୍ତ ଗ୍ରାମମାନଙ୍କର ଗ୍ରାମବାସୀ ନିଯେ ସମସ୍ତ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି ଯାହାକି ସେମାନଙ୍କ ସାଧାରଣ ଜୀବନଯାପନ ପାଇଁ ବାଧା ଉପୁଜୁଛି।

ଗଞ୍ଜାମ ଜିଲ୍ଲାର ଉପାନ୍ତ ଇଲାକାରେ ଥିବା ଗ୍ରାମର ଗ୍ରାମବାସୀ, ସରକାରଙ୍କ ସମସ୍ତ ଯୋଜନାରୁ ବଞ୍ଚିତ ହେଉଛନ୍ତି।ଆମେ କହୁଛୁ ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ଦଦରଲୁଣ୍ଡା ପଞ୍ଚାୟତର ମେଟ୍ରିକିଆ ଗ୍ରାମର କଥା।ଏହି ଗ୍ରାମରେ ରହୁଛନ୍ତି ୨୦ ଘର ଆଦିବାସୀ ପରିବାର।ଏହି ଗ୍ରାମର ଲୋକମାନେ ମୁଖ୍ୟତଃ ନିର୍ଭର କରନ୍ତି ଚାଷ ଉପରେ।ଧାନ, ସୋରିଷ, କୋଳଥ, ବିରି,ମୁଗ ଇତ୍ୟାଦି ଚାଷକରି ପରିବାର ପ୍ରତିପୋଷଣ କରନ୍ତି।କିନ୍ତୁ ମେଟ୍ରିକିଆ ଗ୍ରାମକୁ ନା ଅଛି ଗମନାଗମନ ସୁବିଧା ନା ଏହି ଗ୍ରାମରେ ଅଛି ପ୍ରାଥମିକ ଶିକ୍ଷା ବ୍ୟବସ୍ଥା।ସାଧାରଣ ଦେହ ଖରାପ ହେଲେ ପାହାଡ଼ର ପଥୁରିଆ ରାସ୍ତା ପ୍ରାୟ ୭ କିଲୋମିଟର ପାର ହୋଇ ୩୦ କିମି ଦୂରରେ ଥିବା ଭଞ୍ଜନଗର ମେଡିକାଲ କୁ ଯିବାକୁ ପଡେ।ସରକାରଙ୍କ ତରଫରୁ ସାଧାରଣ ପିଇବା ପାଣିର କୌଣସି ବ୍ୟବସ୍ଥା କରାଯାଇନଥିବା ଯୋଗୁଁ ସେହି ପୁରୁଣା ଝରପାଣିହିଁ ଏକମାତ୍ର ଭରସା।ଏହି ଆଦିବାସୀ ଗ୍ରାମରେ ବିଜୁଳି ଆଲୋକର ମଧ୍ୟ କୌଣସି ସୁବିଧା ଆଜିପର୍ଯ୍ୟନ୍ତ ହୋଇପାରିନାହିଁ।ଏହିପରି ସମସ୍ତ ସରକାରୀ

ଯୋଜନାରୁ ବଞ୍ଚିତ ହୋଇଛନ୍ତି ଏହି ଆଦିବାସୀ ଗ୍ରାମ।ଏଥିପାଇଁ ଆଜିର ଯୁବପିଢି ନିଜ ଗ୍ରାମ ଛାଡି ସହରମୁଁହା ହେଉଛନ୍ତି।ଏସବୁ ନିଜ ଆଖିରେ ଦେଖିଲା ପରେ " ହେଲ୍ପ ଇଣ୍ଡିଆ " ଭୁବନେଶ୍ୱର ର ଏକ ସମାଜସେବୀ ଦଳ ଏହି ମେଟ୍ରିକିଆ ଗ୍ରାମରେ ପଂହଁଚି ସୋଲାର ଲାଇଟ ମାଧ୍ୟମରେ ଗ୍ରାମକୁ ଆଲୋକ ପ୍ରଦାନ କରିଛନ୍ତି ଏବଂ ଗ୍ରାମବାସୀଙ୍କୁ ଶୀତବସ୍ତ୍ର ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like